Home

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା ଅଭିଯୋଗରେ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଗିରଫ ପୋଲିସ କର୍ମଚାରୀ ଜଣକ…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ପାଟଣା ଥାନା ପୋଲିସ ତତ୍ପରତା ପ୍ରକାଶ କରି ଶୁକ୍ରବାର ଜଣେ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆସନ୍ତା ୨୮…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ ଡିଜିଟାଲ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପରେ ଏବେ ସରକାର UPI ଦେୟ ଉପରେ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼ ପରିବର୍ତ୍ତନ କରିଛି। ଜୟ ଶାହାଙ୍କ ଅଧ୍ୟକ୍ଷତାରେ ICC ନେଇଥିବା ଏହି ନିଷ୍ପତ୍ତିକୁ ନେଇ…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ କାଲରାଙ୍କୁ ଶ୍ରୀଲଙ୍କାରେ ଗିରଫ କରାଯାଇଛି। ଲଙ୍କା ପ୍ରିମିୟର ଲିଗ (LPL) ଆରମ୍ଭ ହେବା…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ ଜୁଲାଇ ୧୯ରେ ଐତିହାସିକ ଲର୍ଡସ ମଇଦାନରେ ଖେଳାଯିବାକୁ ଥିବା ତୃତୀୟ ତଥା ଶେଷ…

ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…

ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ ଅନ୍ତର୍ଜାତୀୟ ମ୍ୟାଚ ହୋଇପାରେ। ଗୁରୁବାର ଦ୍ୱିତୀୟ ଦିନିକିଆ ସମୟରେ ଏହି ଖବର ପ୍ରକାଶ…

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ ଯଦି ଆଗାମୀ ମାସ ମଧ୍ୟରେ ମହାରାଷ୍ଟ୍ର କ୍ୟାବିନେଟର ପୁନର୍ଗଠନ ହୁଏ, ତେବେ ମୁଖ୍ୟମନ୍ତ୍ରୀ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର କୁମାର…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ ଅପମାନ କରିବା କିମ୍ବା ଏହାର ପରିବେଷଣରେ ବାଧା ସୃଷ୍ଟି କରିବା କାର୍ଯ୍ୟକୁ ଦଣ୍ଡନୀୟ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍. କୋଟିଶ୍ୱର ସିଂହଙ୍କ ଖଣ୍ଡପୀଠ ରେଳବାଇର ଦସ୍ତାବିଜରେ ବ୍ୟବହୃତ ହେଉଥିବା ‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?