Home

ସୋନିର ନ୍ୟୁ ଫୁଲ୍‌ ଫ୍ରେମ୍‌ ଭ୍ଲଗ୍‌ କ୍ୟାମେରା

ଭୁବନେଶ୍ୱର,୫।୮: ସୋନିର ନ୍ୟୁ ଫୁଲ୍‌ ଫ୍ରେମ୍‌ ଭ୍ଲଗ୍‌ କ୍ୟାମେରା ‘ଜେଡ୍‌ଭି-ଇ୧’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ଏହା କନ୍‌ଟେଂଟ୍‌ କ୍ରିଏଟରମାନଙ୍କୁ ଉଚ୍ଚ ମାନର ଅନୁଭୂତି ପ୍ରଦାନ କରିବ। ସେହିଭଳି ଲେନ୍‌ସକୁ ବଦଳାଇ ହେଉଥିବା ଏହି କ୍ୟାମେରାରେ ୩୫ ଏମ୍‌ଏମ୍‌…

ଶେୟାର ବଜାରରେ ଉତ୍ସାହ

ଭୁବନେଶ୍ୱର,୫।୮: ଗତ କିଛିଦିନ ହେବ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାର ନିବେଶକଙ୍କ…

ନଭାଲନିଙ୍କୁ ଆଉ ୧୯ ବର୍ଷ ଜେଲ

ମସ୍କୋ,୫ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ କଡ଼ା ସମାଲୋଚକ ଭାବେ ପରିଚିତ ବିରୋଧୀ ନେତା ଆଲେକ୍ସି ନଭାଲନିଙ୍କୁ ଏକ କୋର୍ଟ ଶୁକ୍ରବାର ୧୯ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହା ପୂର୍ବରୁ ନଭାଲନିଙ୍କୁ ସାଢ଼େ ୧୧ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିବାବେଳେ…

ଜ୍ଞାନବାପି ସର୍ଭେକୁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ,୫ା୮: ସପ୍ତଦଶ ଶତାବ୍ଦୀରେ ଜ୍ଞାନବାପି ମସ୍‌ଜିଦ ନିର୍ମାଣ ପୂର୍ବରୁ ସେଠାରେ ମନ୍ଦିର ଥିଲା କି ନାହିଁ, ତାହା ନିଶ୍ଚିତ କରିବା ପାଇଁ ମସ୍‌ଜିଦ ପରିସରରେ ବିଜ୍ଞାନସମ୍ମତ ସର୍ଭେ କରିବାକୁ ଆଲ୍ଲାହାବାଦ ହାଇକୋର୍ଟ ରାୟ ଦେଇଥିଲେ। ଏହା ଉପରେ ସ୍ଥଗିତାଦେଶ ଲଗାଇବାକୁ ସୁପ୍ରିମକୋର୍ଟ…

ସବୁବେଳେ ସତ୍ୟର ବିଜୟ

ନୂଆଦିଲ୍ଲୀ,୫ା୮: ଆପରାଧିକ ମାନହାନି ମାମଲାରେ ମିଳିଥିବା ଦଣ୍ଡ ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ସବୁବେଳେ ସତ୍ୟର ବିଜୟ ହୋଇଆସିଛି। ଆଜି ନ ହେଲେ କାଲି କିମ୍ବା ପରଦିନ…

ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ଟାଇଟଲରଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୫ା୮: ୧୯୮୪ର ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ କଂଗ୍ରେସ ନେତା ଜଗଦୀଶ ଟାଇଟଲରଙ୍କୁ ଦିଲ୍ଲୀର ରାଉସ୍‌ ଆଭିନ୍ୟୁ କୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାରେ ସିବିଆଇର ଚାର୍ଜଶିଟ୍‌ ଆଧାରରେ ତାଙ୍କୁ ଶନିବାର କୋର୍ଟରେ ହାଜର ହେବା ଲାଗି…

ହିଂସା ପରେ ନୁହରେ ବେଆଇନ ବସ୍ତି ଉଚ୍ଛେଦ

ଗୁରୁଗ୍ରାମ,୫ା୮: ହରିୟାଣାର ନୁହ ଜିଲାରେ ସାମ୍ପ୍ରଦାୟିକ ଦଙ୍ଗା ପରେ ଶୁକ୍ରବାର ଜିଲା କର୍ତ୍ତୃପକ୍ଷ ତାଉରୁ ସହରରେ ସରକାରୀ ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ୨୫୦ ଝୁମ୍ପୁଡ଼ିକୁ ଭାଙ୍ଗିଦେଇଛନ୍ତି। ହରିୟାଣା ସହରୀ ବିକାଶ ପ୍ରାଧିକରଣ (ଏଚ୍‌ଏସ୍‌ଭିପି) ଜମିକୁ ବେଆଇନ ବାଂଲାଦେଶୀ ଅପ୍ରବାସୀମାନେ…

କଳା ନିର୍ଦ୍ଦେଶକ ନିତିନ ଆତ୍ମହତ୍ୟା ମାମଲା: ୫ଜଣଙ୍କ ମିରୋଧରେ ମାମଲା ରୁଜୁ କଲା ପୋଲିସ

ମୁମ୍ବାଇ: ଫିଲ୍ମ ଦୁନିଆର ପ୍ରସିଦ୍ଧ କଳା ନିର୍ଦ୍ଦେଶକ ନିତିନ ଦେଶାଇଙ୍କ ଆତ୍ମହତ୍ୟାରେ ଅଭିନୟ ଜଗତ ସମେତ ସାରା ଦେଶ ସ୍ତବ୍ଧ ହୋଇଯାଇଥିଲା। ସେ ନିଜ ଷ୍ଟୁଡିଓରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଏହି ଖବରରେ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଝଟକା ଲାଗିଥିଲା। ଏକ…

କୋର୍ଟର ଶୁଣାଣି ପରେ ଲାଲୁଙ୍କ ଘରେ ପହଞ୍ଚିଲେ ରାହୁଲ

ନୂଆଦିଲ୍ଲୀ,୪।୮: ଲାଲୁଙ୍କ ସହ ଡିନର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧି। ଆରଜେଡି ମୁଖ୍ୟ ଲାଲୁ ଯାଦବଙ୍କ ବଡ଼ ଝିଅ ମିସା ଭାରତୀଙ୍କ ପାଣ୍ଡାରା ପାର୍କ ବାସଭବନରେ ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ମୋଦି ସାଙ୍ଗିଆ ଟିପ୍ପଣୀ ମାମଲାରୁ ସୁପ୍ରିମକୋର୍ଟରୁ ରାହୁଲଙ୍କୁ ମିଳିଛି…

ତୋଶାଖାନା ମାମଲା: ଇମ୍ରାନଙ୍କୁ ମିଳିଲା ଆଶ୍ୱସ୍ତି

ଇସଲାମବାଦ,୪।୮: ପୂର୍ବତନ ଇମ୍ରାନ ଖାନଙ୍କୁ ମିଳିଛି ଆଶ୍ୱସ୍ତି। ପାକିସ୍ତାନର ଇସଲାମବାଦ ହାଇକୋର୍ଟ ଇମ୍ରାନଙ୍କୁ ତୋଶାଖାନା ମାମଲାରେ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଇମ୍ରାନଙ୍କୁ ଟ୍ରାଏଲ କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ କରି ଦଣ୍ଡ ବିଧାନ କରାଯାଇଥିବା ଶୁଣାଣିକୁ ହାଇକୋର୍ଟ ରଦ୍ଧ କରିଛନ୍ତି।

ଇସ୍ତଫା ଦେଲେ ବମ୍ବେ ହାଇକୋର୍ଟର ବିଚାରପତି ରୋହିତ ଦେବ, କହିଲେ ଆତ୍ମ ସମ୍ମାନ ବିକି ପାରିବି ନାହିଁ

ମୁମ୍ବାଇ,୪।୮: ଇସ୍ତଫା ଦେଲେ ବମ୍ବେ ହାଇକୋର୍ଟର ବିଚାରପତି ଜଷ୍ଟିସ ରୋହିତ ଦେବ। ଶୁକ୍ରବାର ସେ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି। ନାଗପୁର ବେଞ୍ଚର ଜଷ୍ଟିସ ରୋହିତ କୋର୍ଟରେ ଅନେକ ଆଇନଜୀବୀଙ୍କ ଉପସ୍ଥିତିରେ ଏହି ଘୋଷଣା କରିଛନ୍ତି। କୋର୍ଟ ପରିସରରେ ଉପସ୍ଥିତ…

କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲାଙ୍କ ବଢିଲା କାର୍ଯ୍ୟକାଳ

ନୂଆଦିଲ୍ଲୀ,୪।୮: କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲାଙ୍କ ବଢିଲା କାର୍ଯ୍ୟକାଳ। ତାଙ୍କର କାର୍ଯ୍ୟକାଳକୁ ଆଉ ଏକ ବର୍ଷ ବୃଦ୍ଧି କରାଯାଇଛି। ପର୍ସନାଲ ପବ୍ଲିକ ମନ୍ତ୍ରଣାଳୟ ଶୁକ୍ରବାର ଏ ବାବଦରେ ଏକ ନିର୍ଦ୍ଦେଶ ଜାରି କରିଛି। ନିର୍ଦ୍ଦେଶ ଅନୁଯାୟୀ, ଅଜୟ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri