‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା
ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା ପାଇଁ କଡ଼ା ଶବ୍ଦରେ ଭର୍ତ୍ସନା କରିଥିଲେ। କୋର୍ଟ ପର୍ଯ୍ୟବେକ୍ଷଣ କରିଥିଲେ ଯେ ଡାକ୍ତରଖାନାଗୁଡ଼ିକ…
ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ
ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର ମୃତ୍ୟୁ ଘଟିଛି। ଗାଈ ଜଗୁଆଳି ତଥା ଗ୍ରାମବାସୀ ଏ ଘଟଣା ଜାଣିଲା ପରେ…
୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…
ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍ତେଲ ଥଇଥାନ, ପୁନର୍ବାସ, ଶିବିର ଓ କୋଠା ବିଭାଗ ପକ୍ଷରୁ ଗାଁରେ ସର୍ବସାଧାରଣ ନୋଟିସ୍ ଛପାଯାଇଛି। ଉକ୍ତ ନୋଟିସ୍ରେ ଚଳିତ…
ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର
ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି। ବଲାଙ୍ଗୀରରେ ସବୁଠୁ ଅଧିକ ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି…
ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?
ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା ବିଲ୍ ଏବଂ ୫ଟି ପ୍ରଥମ ଥର ପାଇଁ ଆଗତ କରାଯାଉଛି। ସୂତ୍ର ଅନୁସାରେ,…
IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି
ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ ଖେଳି ନ ପାରନ୍ତି , ଦ୍ୱିତୀୟ ଦିନିକିଆ ସମୟରେ ସେ ଆଘାତ ପାଇଥିଲେ।…
ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ
ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ ମ୍ୟାଚ ହୋଇପାରେ।…
୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା
ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି ଦୀପିକା ପାଦୁକୋନ। ସେ ୭ ମାସର ଗର୍ଭବତୀ ଥାଇ ମଧ୍ୟ ତାଙ୍କର ଆଗାମୀ…
ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ଖବର ଜଣାପଡ଼ିବା ପରେ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ସେମାନେ…
ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ
ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ ଶ୍ରଦ୍ଧାଳୁମାନେ ଟାଣି ନେଇ ହସ୍ପିଟାଲ ଛକ ପାଖ ମାଉସୀ ମା’ ମନ୍ଦିରକୁ ନେଇଥିଲେ।…
ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….
ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି । ସୂଚନା ଅନୁଯାୟୀ, RBI ଖୁବ୍ଶୀଘ୍ର ପଲିମର…
ଇରାନ ବିରୋଧରେ ଯୁଦ୍ଧରେ ଯୋଗଦେବ ପାକିସ୍ତାନ? ସାଉଦି ଆରବ ଉପରେ ହୁଥିଙ୍କ କ୍ଷେପଣାସ୍ତ୍ର ମାଡ଼ ପରେ ରାଗିଲା ଇସଲାମାବାଦ
ଇସଲାମାବାଦ,୧୭।୭: ଇରାନ ଏବଂ ଆମେରିକା ମଧ୍ୟରେ ଏକ ଚୁକ୍ତି ପାଇଁ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ପାକିସ୍ତାନ ଏବେ ନିଜକୁ ଏକ ସଂଘର୍ଷରେ ଫସାଇପାରେ। ୟେମେନର ହୁଥି ବିଦ୍ରୋହୀମାନେ ସାଉଦି ଆରବ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବାରୁ ଏହି ସମ୍ପର୍କିତ ଅନୁମାନ…

