ଭାରତ ଫେଭରାଇଟ
ଏସିଆନ୍ ଚାମ୍ପିୟନ୍ସ ଟ୍ରଫି ହକିର ୭ମ ସଂସ୍କରଣ ଗୁରୁବାରଠାରୁ ଚେନ୍ନାଇରେ ଆରମ୍ଭ ହେବାକୁ ଯାଉଛି। ପ୍ରତିଯୋଗିତାରେ ଏସିଆର ୬ଟି ଶ୍ରେଷ୍ଠ ଦଳ ଅଂଶଗ୍ରହଣ କରିବେ। ବିଶ୍ୱ ର଼୍ୟାଙ୍କିଙ୍ଗ୍ର ୪ ନମ୍ବରରେ ଥିବା ଭାରତ ଏଥର ଟାଇଟଲ ଫେଭରାଇଟ ବିବେଚିତ ହେଉଛି। ଏସିଆନ…
ଓଡ଼ିଶାରୁ ୪ ଖେଳାଳି
ଭୁବନେଶ୍ୱର,୩ା୮ (ସରୋଜ ଜେନା): ଇଂଲଣ୍ଡର ଶେଫିଲ୍ଡରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ବୁଧବାର ଠାରୁ ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାରୁ ୪ ଜଣ ଖେଳାଳି ଅଂଶଗ୍ରହଣ କରୁଛନ୍ତି। ଅଗଷ୍ଟ୨ରୁ ୬ ତାରିଖ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟରେ ଅଲିମ୍ପିକ୍ ସ୍ବର୍ଣ୍ଣ ପଦକ…
ବିଶ୍ୱ ଚାମ୍ପିୟନଶିପ୍ରେ ଅଂଶଗ୍ରହଣ କରିବେ କିଶୋର
ନୂଆଦିଲ୍ଳୀ,୩ା୮(ପି.ଟି.): ହଙ୍ଗେରୀର ବୁଦାପେଷ୍ଟରେ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପ୍ ପାଇଁ ୪ ଜଣ ଜାଭେଲିନ୍ ଥ୍ରୋୟର ଯୋଗ୍ୟତା ଅର୍ଜନ କରିଥିବା ବେଳେ ଏହା ମଧ୍ୟରେ ସାମିଲ ଅଛନ୍ତି ଓଡ଼ିଶାର କିଶୋର ଜେନା। ଭାରତରୁ ୪ ଜଣ ଜାଭେଲିନ୍ ଥ୍ରୋୟର ଯୋଗ୍ୟତା ଅର୍ଜନ…
ଯାଜପୁର ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ନୋଟିସ
ଯାଜପୁର,୩।୮(ହର୍ଷବର୍ଦ୍ଧନ ବେହେରା)ମାଙ୍କଡ଼ିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ୮୭ କଲୋନୀ ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଛି। ଯାଜପୁର ଜିଲା ସୁକିନ୍ଦା ବ୍ଲକ ରଁାସୋଲ ପଞ୍ଚାୟତ କୁସୁମୁଣ୍ଡିଆ ଗ୍ରାମରେ ହୋଇଥିବା ଏଭଳି ଅଭିଯୋଗ ଉପରେ ଯାଜପୁର ଜିଲାପାଳଙ୍କ ସମେତ ସୁକିନ୍ଦା ବିଡିଓ, ଯାଜପୁର…
କ୍ରିମିନାଲ୍ ଅପିଲ୍ ଷ୍ଟାଟସ୍ ରିପୋର୍ଟ ଦାଖଲ ନିର୍ଦ୍ଦେଶ
କଟକ,୩।୮ (କାର୍ତ୍ତିକ ସାହୁ)ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ କ୍ରିମିନାଲ୍ ଅପିଲ୍ ଷ୍ଟାଟସ୍ ରିପୋର୍ଟ ପ୍ରଦାନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ…
ବ୍ରାଜିଲ, ଇଟାଲୀର ବିଦାୟ
ହାମିଲଟନ୍,୩ା୮(ପି.ଟି.): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ଫୁଟବଲ ବିଶ୍ୱକପରେ ବୁଧବାର କିଛି ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବ୍ରାଜିଲ ଓ ଇଟାଲୀ ପରି ଶକ୍ତିଶାଳୀ ଦଳ ଟୁର୍ନାମେଣ୍ଟରୁ ବାଦ ପଡିଥିବା ବେଳେ ପ୍ରଥମ ଥର ପାଇଁ ନକ୍ଆଉଟରେ ପ୍ରବେଶ କରି…
ଟିକସ ବ୍ୟବସ୍ଥାରେ ସ୍ପଷ୍ଟତା ଆଣିବାକୁ ସୁପାରିସ
ନୂଆଦିଲ୍ଲୀ,୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନଙ୍କ ଅଧ୍ୟକ୍ଷତାରେ ବୁଧବାର ଭିଡିଓ କନ୍ଫରେନ୍ସରେ ଜିଏସ୍ଟି ପରିଷଦର ୫୧ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀଙ୍କ ସମେତ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀମାନେ…
ଅଲ୍ ନ୍ୟୁ ଜିଓ ବୁକ୍ ଉନ୍ମୋଚିତ
ନୂଆଦିଲ୍ଲୀ,୩।୮: ରିଲାଏନ୍ସ ରିଟେଲ୍ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ ନ୍ୟୁ ଜିଓ ବୁକ୍ ସୋମବାର ଆନୁଷ୍ଠାନିକ ଭାବେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏହା ସମସ୍ତ ବୟସ ବର୍ଗର ଆବଶ୍ୟକତାକୁ ପୂରଣ କରିବା ଲାଗି ପ୍ରସ୍ତୁତ କରାଯାଇଥିବା କମ୍ପାନୀ…
ଦଶମ ପିଲା ପଢ଼ିବେ ଆସ୍ପିରେଶନାଲ କମ୍ପୋନେଣ୍ଟ
କଟକ,୩।୮(ସୁପ୍ରିୟା ପ୍ରିୟଦର୍ଶିନୀ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ର ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷଠାରୁ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଆସ୍ପିରେଶନାଲ କମ୍ପୋନେଣ୍ଟ ସାମିଲ ହୋଇଛି। ଏନେଇ ବୁଧବାର ବୋର୍ଡ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇସ୍କୁଲ ସମେତ ମଧ୍ୟମାର ଛାତ୍ରୀଛାତ୍ରମାନେ ଏହି…
ରାସ୍ତାରେ ପାଣି, ଭାରରେ ବୁହା ହେଲେ ପ୍ରସୂତି
ଔପଦା,୩।୮(ଧରିତ୍ରୀ ପଣ୍ଡା)ବାଲେଶ୍ୱର ଜିଲାର ଔପଦା ବ୍ଲକର ରାଇରମଚନ୍ଦ୍ରପୁର ପଞ୍ଚାୟତର ପାହାଡ଼ ପାଦଦେଶରେ ଅବସ୍ଥିତ ଆଦିବାସୀ ଅଞ୍ଚଳ ରାଜସ୍ବ ଗ୍ରାମ ମହିଷାଡାଳିର କୁରାଢ଼ୀବସା ସାହିକୁ ରାସ୍ତା ନ ଥିବାରୁ ଜଣେ ଆଦିବାସୀ ଗର୍ଭବତୀ ପ୍ରସବ ପରେ ଘରକୁ ଭାରରେ ବୁହା ହେଉଥିବା ଭିଡିଓ…
ଏୟାରଟେଲ୍ ଆଇକ୍ୟୁ ରିଚ୍ର ଶୁଭାରମ୍ଭ
ଭୁବନେଶ୍ୱର,୩।୮: ଏୟାରଟେଲ୍ ପକ୍ଷରୁ ପ୍ରଥମ ସ୍ବୟଂ ସେବା (ସେଲ୍ଫ ସର୍ଭ) ମାର୍କେଟିଂ ଯୋଗାଯୋଗ ପ୍ଲାଟ୍ଫର୍ମ ‘ଏୟାରଟେଲ୍ ଆଇ କ୍ୟୁ ରିଚ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ବ୍ୟାବସାୟିକ ସଂସ୍ଥା-ବ୍ରାଣ୍ଡ୍ଗୁଡ଼ିକୁ ବ୍ୟକ୍ତିଗତ ଯୋଗାଯୋଗ ଜରିଆରେ ପୂର୍ବ ନିର୍ଦ୍ଧାରିତ ଗ୍ରାହକବର୍ଗଙ୍କୁ ପରିଚାଳନା…
ଜୁଲାଇରେ ହୋଣ୍ଡାର ୪୮୬୪ ୟୁନିଟ୍ ଘରୋଇ ଯାନ ବିକ୍ରି
ଭୁବନେଶ୍ୱର,୩।୮: ହୋଣ୍ଡା କାରସ୍ ଇଣ୍ଡିଆ ଲିମିଟେଡ୍ (ଏଚ୍ସିଆଇଏଲ୍) ପକ୍ଷରୁ ୨୦୨୩ ଜୁଲାଇର ଗାଡ଼ି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ୨୦୨୩ ଜୁଲାଇରେ କମ୍ପାନୀ ୪୮୬୪ ୟୁନିଟ୍ ଯାନ ଘରୋଇ ବଜାରରେ ବିକ୍ରି କରିଥିଲାବେଳେ ୧୧୧୨ ୟୁନିଟ୍ ଯାନ…
Archives


