Home

ବଜାରରେ ବଟରଫ୍ଲାଏର ନୂତନ ଉତ୍ପାଦ

ଭୁବନେଶ୍ୱର,୩।୮: ବଟରଫ୍ଲାଏ କିଚେନ୍‌ ଆପ୍ଲାଏନ୍‌ସେସ୍‌ର ନୂତନ ଉତ୍ପାଦଗୁଡ଼ିକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ଭାରତୀୟ ରୋଷେଇ ବଜାରରେ ବିପ୍ଳବ ଆଣିବା ଓ ଖାଦ୍ୟର ଆନନ୍ଦ ନେବା ପାଇଁ ବ୍ରାଣ୍ଡର ଅତ୍ୟାଧୁନିକ ରୋଷେଇ ଉପତ୍ାଦ ଓ ସମାଧାନକୁ କମ୍ପାନୀ ନିକଟରେ ବଜାର…

ନାଗାବଳୀ ନଦୀ ପୋଲରେ ଫାଟ

ରାୟଗଡ଼ା,୩।୮(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ୩ ଦିନ ତଳେ ଏକ କଲଭର୍ଟ ଭୁଶୁଡ଼ି ୫ଜଣଙ୍କ ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଲିଭି ନ ଥିବାବେଳେ ବ୍ଲକରେ ଥିବା ନାଗାବଳୀ ନଦୀ ପୋଲରେ ଫାଟ ସୃଷ୍ଟି ହୋଇଛି। ଲଗାଣ ବର୍ଷାରେ…

ଓଡ଼ିଶା ବଜାରରେ ଜିଓ ୧ ନମ୍ବର

ଭୁବନେଶ୍ୱର,୩।୮: ଓଡ଼ିଶାର ସବୁଠୁ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଯାତ୍ରା ଜାରି ରଖି ରିଲାଏନ୍ସ ଜିଓ ୨୦୨୩ ମେ’ ମାସରେ ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ ଯୋଡ଼ି ଓଡ଼ିଶାରେ ଏହାର ୧ ନମ୍ବର ସ୍ଥିତିକୁ ଆହୁରି ସୁଦୃଢ଼ କରିଥିବା ଭାରତୀୟ…

ଦିଲ୍ଲୀ ସେବା ବିଲ୍‌: ବିଜେଡିକୁ ଚିଦାମ୍ବରମ୍‌ଙ୍କ ସମାଲୋଚନା

ନୂଆଦିଲ୍ଲୀ,୩।୮: ଦିଲ୍ଳୀ ଅମଲାତନ୍ତ୍ରୀଙ୍କ ଉପରେ ନିୟନ୍ତ୍ରଣ ପାଇଁ ଉଦ୍ଦିଷ୍ଟ କେନ୍ଦ୍ରର ବିଲ୍‌କୁ ବୁଧବାର ଆନ୍ଧ୍ର ପ୍ରଦେଶର ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ସମର୍ଥନ ଘୋଷଣା କରିଛି। ଏହା ପୂର୍ବରୁ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ଏବଂ ଆନ୍ଧ୍ରର ଶାସକ ଓ୍ବାଇଏସ୍‌ଆର୍‌…

ମୁଁ ଅହଂକାରୀ ନୁହେଁ: ରାହୁଲ

ନୂଆଦିଲ୍ଲୀ,୩ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରନେମ୍‌ ସହ ଜଡ଼ିତ ମାନହାନି ମାମଲାରେ ସୁପ୍ରିମକୋର୍ଟରେ ଜବାବ ଦାଖଲ କରିଛନ୍ତି। ତାଙ୍କ ଆବେଦନ ଉପରେ ଅଗଷ୍ଟ ୪ରେ ହେବାକୁ ଥିବା ଶୁଣାଣି ପୂର୍ବରୁ ବୁଧବାର ସେ ସୁପ୍ରିମ୍‌କୋର୍ଟଙ୍କୁ କହିଛନ୍ତି, ମୁଁ ଏହି…

ମହାକାଶରେ ମୃତ୍ୟୁ ଘଟିଲେ…

ହ୍ୟୁଷ୍ଟନ,୩ା୮: ମହାକାଶକୁ ମାନବ ପ୍ରେରଣ ଏକ ଅତି ଦୁରୂହ ଓ ବିପଜ୍ଜନକ ବ୍ୟାପାର। ୬୦ ବର୍ଷ ପୂର୍ବେ ମହାକାଶ ଅଭିଯାନ ଆରମ୍ଭ ହେବା ପରଠୁ ଅଦ୍ୟାବଧି ସ୍ପେସ୍‌ରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ୧୪ ଜଣ ୧୯୮୬ରୁ ୨୦୦୩…

ହରିୟାଣା ସାମ୍ପ୍ରଦାୟିକ ହିଂସା :ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ

ନୂଆଦିଲ୍ଲୀ,୩ା୮ : ଦିଲ୍ଲୀ ସଂଲଗ୍ନ ହରିୟାଣାରେ ସାମ୍ପ୍ରଦାୟିକ ହିଂସାରେ ୬ ଜଣଙ୍କ ମୃତ୍ୟୁ ଘଟିବା ପରେ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ସୁପ୍ରିମକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ବେଦନଶୀଳ ଅଞ୍ଚଳରେ ଅଧିକ ସୁରକ୍ଷା ବଳ ମୁତୟନ ଏବଂ…

ମୋ ଘର: ୨.୪୨ ଲକ୍ଷ ଆବେଦନ, ୩୯ ଅନୁମୋଦନ

ଭୁବନେଶ୍ବର,୩।୮(ସୁନିତ୍‌ ମିଶ୍ର)ରାଜ୍ୟରେ ଯେଉଁ ଗରିବ ହିତାଧିକାରୀମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇବାରୁ ବଞ୍ଚିତ ହେଉଛନ୍ତି କିମ୍ବା ଅନ୍ୟ କୌଣସି କାରଣରୁ ପକ୍କାଘର ଖଣ୍ଡେ କରିବାରେ ସକ୍ଷମ ହୋଇପାରୁନାହାନ୍ତି ସେମାନଙ୍କ ଲାଗି ରାଜ୍ୟ ସରକାର ‘ମୋ ଘର’ ଯୋଜନା ଆରମ୍ଭ କରିଛନ୍ତି। ଏହି…

୪ ମାସରେ ୧,୨୨୪ ମୃତ

ନୂଆଦିଲ୍ଲୀ,୩ା୮ : ଜଳବାୟୁ ପରିବର୍ତ୍ତନ ଯୋଗୁ ବନ୍ୟା ଓ ଝଡ଼ ଭଳି ପ୍ରାକୃତିକ ବିପର୍ଯ୍ୟୟରେ ଭାରତରେ ଗତ ୪ ମାସ ମଧ୍ୟରେ ୧,୨୨୪ ଜଣଙ୍କ ଜୀବନ ଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏହି ତଥ୍ୟ ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରୁ…

ମାଟିକାନ୍ଥ ପଡ଼ି ବୃଦ୍ଧାଙ୍କ ମୃତ୍ୟୁ

ଝୁମ୍ପୁରା,୩।୮(ଶଶିଭୂଷଣ ସାହୁ)କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଝୁମ୍ପୁରା ବ୍ଲକ୍‌ ଅନ୍ତର୍ଗତ ନହବେଡ଼ା ପଞ୍ଚାୟତର ଘୁଣ୍ଟିପଶି ଗ୍ରାମରେ ଓଦା ହୋଇଥିବା କାନ୍ଥ ଧସି ଶ୍ରୀମତୀ ଲୋହାର (୭୦)ଙ୍କ ମୃତ୍ୟୁ ହୋଇଛି। ଝୁମ୍ପୁରା ପୋଲିସ ମୃତଦେହ ବ୍ୟବଚ୍ଛେଦ…

ଆଜି ୯ ଜିଲାରେ ସ୍କୁଲ ବନ୍ଦ

ଭୁବନେଶ୍ୱର,୩।୮(ଅସମାପିକା ସାହୁ)ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ୧୩ଟି ଜିଲାରେ ସ୍କୁଲ ଛୁଟି ରହିଥିଲା। କେନ୍ଦୁଝର, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ୱର, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୋଳ, ବୌଦ୍ଧ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି…

ପାଣି ଘେରରେ ବହୁ ଗଁା

ଭୁବନେଶ୍ୱର,୩।୮(ଅନିଲ ଦାସ)ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଗତ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ରାଜ୍ୟର ବହୁ ଗାଁ ପାଣିଘେରରେ ରହିଛି। ବର୍ଷା ତାଣ୍ଡବ ଯୋଗୁ ପଶ୍ଚିମ ଓ ଦକ୍ଷିଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri