Home

ରୁଷିଆ ଦଖଲରେ ବାଖ୍‌ମୁଟ୍‌

ମସ୍କୋ/ହିରୋଶିମା, ୨୨ା୫ : ୟୁକ୍ରେନ୍‌ର ଗୁରୁତ୍ୱପୂର୍ଣ୍ଣ ବାଖ୍‌ମୁଟ୍‌ ସହରକୁ ରୁଷିଆ ଦଖଲ କରିଥିବା ରବିବାର ଏହାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ରୁଷିଆ ସୈନ୍ୟମାନଙ୍କ ସହାୟତାରେ ଓ୍ବାଗ୍‌ନର ଘରୋଇ ସେନା ବାଖ୍‌ମୁଟ୍‌କୁ ନିୟନ୍ତ୍ରଣକୁ ନେଇଛି। ଓ୍ବାଗ୍‌ନର ମୁଖ୍ୟ ୟେଭ୍‌ଗେନି ପ୍ରିଗୋଝିନ୍‌ ମଧ୍ୟ…

ଚଢ଼ାଉ ପୂର୍ବରୁ ଖାଦାନ ଶୂନ୍‌ଶାନ୍‌

ଯାଜପୁର ଅଫିସ,୨୨ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ କାର୍ଯ୍ୟାଳୟରେ ଦୁର୍ନୀତି ସୀମା ଟପିବାକୁ ବସିଲାଣି। ବିଶେଷକରି ମୂଲ୍ୟବାନ କଳାପଥର ଖାଦାନରୁ ବେଆଇନ ଉତ୍ତୋଳନ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଅଭାବ ଓ ଦୁର୍ନୀତିଗ୍ରସ୍ତ ଲିଜ୍‌ଧାରୀଙ୍କୁ ପରୋକ୍ଷରେ ଅଧିକାରୀଙ୍କ ସୁରକ୍ଷା ପ୍ରଦାନ ହିଁ ଆହୁରି…

୨୦୨୪ରୁ ସବୁ ପିଲା ସ୍ମାର୍ଟ କ୍ଲାସ୍‌ରେ ପଢ଼ିବେ

ନୂଆପଡ଼ା ଅଫିସ/ବୋଡ଼େନ/ ଖଡ଼ିଆଳ,୨୨।୫(ଡି.ଏନ.ଏ.): ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତ ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର ଦିନିକିଆ ନୂଆପଡା ଜିଲା ଗସ୍ତରେ ଆସି ଅନେକ ପ୍ରକଳ୍ପ ପରିଦର୍ଶନ କରି ଉନ୍ନତୀକରଣ ପାଇଁ ପଦକ୍ଷେପ ନେଇଛନ୍ତି। ପ୍ରଥମେ ସିନାପାଲି ବ୍ଲକ…

ଅସାବଧାନତାରୁ ଯାଉଛି ଜୀବନ

ବାଲେଶ୍ୱର ଅଫିସ,୨୨ା୫: ଦିନକୁ ଦିନ ବଢୁଛି ରେଳ ଲାଇନ୍‌ ଉପରେ ଦୁର୍ଘଟଣା। ରେଳ ବିଭାଗ ତରଫରୁ ନିଆଯାଇଥିବା ନିୟମ କାନୁନ୍‌କୁ ମାନୁନାହାନ୍ତି ଲୋକମାନେ। ରେଳ ଫାଟକ ପଡ଼ିଥିବାବେଳେ କାନରେ ମୋବାଇଲ୍‌ ଲଗାଇ ପାର୍‌ ହେବା ଏବଂ ରେଳ ଲାଇନ ଡେଇଁ ପ୍ଲାଟଫର୍ମ…

ଶିଶୁକନ୍ୟାଙ୍କୁ ବଳାତ୍କାର

ଢେଙ୍କାନାଳ ଅଫିସ, ୨୨ା୫: ଢେଙ୍କାନାଳ ଜିଲା ଗଁଦିଆ ଥାନା ବଣିଆପଡ଼ା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ୮ବର୍ଷର ଭାଇ ସମ୍ମୁଖରୁ ୬ବର୍ଷର ଭଉଣୀଙ୍କୁ ବଳପୂର୍ବକ ଉଠାଇ ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଅଭିଯୁକ୍ତ ଗୌତମ ଦାସ…

କାଳବୈଶାଖୀରୁ ୪ ଘଣ୍ଟା ଅଟକିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌

ଯାଜପୁର ଅଫିସ, ୨୨।୫: କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ବର୍ଷା ଓ ପବନ ଯୋଗୁୁ ପୁରୀରୁ ହାଓଡା ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ (ନଂ. ୨୨୮୯୬) ଭଦ୍ରକ ଜିଲା ମଞ୍ଜୁରୀରୋଡ୍‌ ଷ୍ଟେଶନ ନିକଟରେ ରବିବାର ଅପରାହ୍ନ ସାଢ଼େ ୪ଟାରୁ ପ୍ରାୟ ୪…

ଗୋଲାପି ପର୍ଦ୍ଦା

ଭାରତବର୍ଷରେ ଚାହିଦାଠାରୁ ଅଧିକ ରାଜନୈତିକ ଦଳ ଗଢ଼ିଉଠୁଛନ୍ତି ବୋଲି ଅନେକ ଦିନରୁ ଶୁଣୁଛୁ। ଏବେ ସେହି ପରିସ୍ଥିତିରେ କୌଣସି ପରିବର୍ତ୍ତନ ଆସି ନାହିଁ। ଅନ୍ୟପଟେ ସାଧାରଣ ଲୋକଙ୍କୁ ଆକର୍ଷିତ କରିବା ପାଇଁ ମାଗଣାରେ ଅନେକ ସୁବିଧା ଯୋଗାଇଦେବାର ପ୍ରତିଶ୍ରୁତି ସବୁଦଳରୁ ଦେଖିବାକୁ…

ଏଣିକି ଏକା ବେଞ୍ଚରେ ସମାନ ମାମଲାର ଜାମିନ ଆବେଦନ

କଟକ ଅଫିସ,୨୨ା୫: ସୁପ୍ରିମକୋର୍ଟଙ୍କ ଗତ ୧୫ ତାରିଖର ନିର୍ଦ୍ଦେଶନାମା ଆଧାରରେ ଓଡ଼ିଶା ହାଇକୋର୍ଟ ଜାମିନ ଆବେଦନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହାଇକୋର୍ଟରେ ବିଚାରାଧୀନ କିମ୍ବା ଫଇସଲା ହୋଇଥିବା ମାମଲାରେ ନିୟମିତ ବା ଆଗୁଆ ଜାମିନ ଆବେଦନ ଏକା…

ଆଜି ମନ୍ତ୍ରୀ ଭାବେ ଶପଥ ନେବେ ସୁଦାମ, ସାରଦା, ବିକ୍ରମ

ଭୁବନେଶ୍ବର, ୨୨ା୫(ବ୍ୟୁରୋ): ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦ ପାଇଁ ଲାଗି ରହିଥିବା ଚର୍ଚ୍ଚାରେ ଏବେ ବ୍ରେକ୍‌ ଲାଗିବାକୁ ଯାଉଛି। ରାଜ୍ୟର ନୂଆ ମନ୍ତ୍ରୀ ଭାବେ ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ରାଉରକେଲା ବିଧାୟକ ସାରଦା ନାଏକ ଏବଂ ପୂର୍ବତନ…

ପ୍ଲେ ଅଫ୍‌ ଦୌଡରୁ ବାଦ୍‌ ପଡ଼ିଲା ଆର୍‌ସିବି

ବେଙ୍ଗାଲୁରୁ,୨୧ା୫: ରବିବାର ଖେଳାଯାଇଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ବଲରେ ଗୁଜରାଟ ଟାଇଟନ୍ସ ୬ ଉଇକେଟରେ ବିଜୟୀ ହୋଇଛି। ଫଳରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡରୁ ବାଦ ପଡିଛି ଆର୍‌ସିବି। କୋହଲି ଆଇପିଏଲ୍‌…

ଗୁଜରାଟ ଆଗରେ ୧୯୮ ରନ୍‌ର ଟାର୍ଗେଟ୍‌

ବେଙ୍ଗାଲୁରୁ,୨୧ା୫: ଆଇପିଏଲ୍‌ରେ ଆଉ ଏକ ଶତକ ହାସଲ କରିଛନ୍ତି ବିରାଟ କୋହଲି। ରବିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚରେ କୋହଲି କ୍ୟାରିୟରର ସପ୍ତମ ଶତକ ହାସଲ କରିଛନ୍ତି। କୋହଲିଙ୍କ ୧୦୧ ରନ୍‌ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୨୦ ଓଭରରେ ୫…

୨ ହଜାର ଟଙ୍କିଆ ନୋଟ ବଦଳାଇବା ପାଇଁ ଦେବାକୁ ପଡିବନି ପରିଚୟ ପତ୍ର

ନୂଆଦିଲ୍ଲୀ, ୨୧ା୫ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ୨ ହଜାର ଟଙ୍କିଆ ନୋଟ୍‌କୁ ପ୍ରତ୍ୟାହାର କରିନେବା ଲାଗି ଘୋଷଣା କରାଯାଇଛି। ଏନେଇ ୨ହଜାର ଟଙ୍କିଆ ନୋଟକୁ ବ୍ୟାଙ୍କରେ ବଦଳାଇବା କିମ୍ବା ଟଙ୍କା ଜମା କରିବା ପାଇଁ ଲୋକଙ୍କ ମଧ୍ୟରେ ତତ୍ପରତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri