Home

ଗୃହ ସୁରୁଖୁରୁରେ ନ ଚାଲିବା ପର୍ଯ୍ୟନ୍ତ ବାଚସ୍ପତି ଆସନରେ ବସିବି ନାହିଁ: ଓମ ବିର୍ଲା…

ନୂଆଦିଲ୍ଲୀ,୨।୮ : ମଙ୍ଗଳବାର (ଅଗଷ୍ଟ ୧) ଲୋକସଭାରେ ଘଟିଥିବା ଘଟଣାରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଗୃହ ସୁରୁଖୁରୁରେ ନ ଚାଲିବା ପର୍ଯ୍ୟନ୍ତ ବାଚସ୍ପତି ଆସନରେ ବସିବି ନାହିଁ। ଦଳର ସଦସ୍ୟ ତଥା ବିରୋଧୀ ଦଳର…

ସମ୍ବିଧାନ ଦାୟିତ୍ୱବୋଧ ଇଞ୍ଜିନକୁ ବନ୍ଦ କରି ଚାବି ଫିଙ୍ଗି ଦେଇଛନ୍ତି ଭାଜପା ସରକାର: ଚିଦାମ୍ବରମ…

ନୂଆଦିଲ୍ଲୀ,୨।୮ : ମଣିପୁର ହିଂସାକୁ ନେଇ ପୂର୍ବତନ ଗୃହମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଚିଦାମ୍ବରମ ଅଭିଯୋଗ କରିଛନ୍ତି ହିଂସା ପ୍ରଭାବିତ ମଣିପୁର ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସାମ୍ବିଧାନିକ…

ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ବଢ଼ାଇଲେ ସରକାର

ଭୁବନେଶ୍ୱର,୨ା୮(ଅସମାପିକା ସାହୁ): ଓଡ଼ିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକମାନଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି। ସେହିପରି ସ୍ବାଭାବିକ ମୃତ୍ୟୁ…

ଚିତା ବାଘୁଣୀ ଧାତ୍ରୀର ମୃତ୍ୟୁ..

ଭୋପାଳ,୨।୮ : ମଧ୍ୟପ୍ରଦେଶର ଶୋପୁର ଜିଲାରେ ଅବସ୍ଥିତ କୁନୋ ଜାତୀୟ ଉଦ୍ୟାନରେ ଚିତାବାଘଙ୍କୀ ମୃତ୍ୟୁ ଘଟଣା ବନ୍ଦ ହେବାର ନାମ ନେଉନାହିଁ। ବୁଧବାର ଚିତା ବାଘୁଣୀ ଧାତ୍ରୀର ମୃତ୍ୟୁ ଖବର ସାମ୍ନାକୁ ଆସିଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ।…

ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ କଲ୍ୟାଣ ଯୋଜନାରେ ସାମିଲ ହେବେ ୫୦ ବର୍ଗ, ଜାଣନ୍ତୁ କେଉଁ ବର୍ଗ ହୋଇଛନ୍ତି ସାମିଲ…

ଭୁବନେଶ୍ୱର,୨ା୮(ଅସମାପିକା ସାହୁ): ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ…

ନା ହିଂସା ନା ଘୃଣା ଭାଷଣ, ନିଶ୍ଚିତ କରନ୍ତୁ ସରକାର: ସୁପ୍ରିମ୍‌କୋର୍ଟଙ୍କ ତାଗିଦ…

ନୂଆଦିଲ୍ଲୀ,୨।୮ : ନହୁରେ ହିଂସା ଯୋଗୁୁ ହରିୟାଣାର ଅନେକ ସ୍ଥାନରେ ଉତ୍ତେଜନା ବ୍ୟାପିଛି। ବର୍ତ୍ତମାନ ଏହି ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ହୋଇଥିଲା। ଶୁଣାଣି ସମୟରେ ଜଷ୍ଟିସ ଖାନ୍ନା ମୁଖ୍ୟ ପ୍ରାର୍ଥନା କ’ଣ ବୋଲି ପଚାରିଥିଲେ। ଯାହା…

ଗୋଟିଏ ଷ୍ଟ୍ରବେରୀର ଦାମ୍‌ ଜାଣିଲେ…

ଏମିତି କିଛି ଫଳ ଅଛି, ଯାହା ପ୍ରତ୍ୟେକ ଋତୁରେ ମହଙ୍ଗା ରହିଥାଏ। କିନ୍ତୁ ବେଳେବେଳେ କିଛି ଫଳର ଦାମ୍‌ ବୃଦ୍ଧି ଏବଂ ହ୍ରାସ ପାଇଥାଏ। ତଥାପି ଏମିତି ଏକ ଫଳ ଅଛି, ଯାହାର ମୂଲ୍ୟ ବିଶେଷତା ହେତୁ ହଜାରେ ଏବଂ ଲକ୍ଷକୁ…

୨୦୨୪ ଆଇପିଏଲ: ଭାରତ ବଦଳରେ ହୋଇପାରେ ୟୁଏଇରେ !…

କୋଲକାତା,୨।୮ : କ୍ରିକେଟ କରିଡରରେ ଆଲୋଚନା ଚାଲିଛି ଆଇପିଏଲ ୨୦୨୪ ଭାରତରେ ଖେଳାଯିବ ନାହିଁ। ଯଦିଓ ଟୁର୍ନାମେଣ୍ଟରେ ବହୁତ ସମୟ ଅଛି, କିନ୍ତୁ ୨୦୨୪ ମସିହାରେ ହେବାକୁ ଥିବା ଲୋକସଭା ନିର୍ବାଚନ ଯୋଗୁ ବିସିସିଆଇକୁ ଆଗାମୀ ଆଇପିଏଲ ସିଜିନକୁ ବିଦେଶକୁ ନେବାକୁ…

ମାତ୍ର ୨ ସେକେଣ୍ଡ ମଧ୍ୟରେ ମୋ ମାଇକ୍‌ ବନ୍ଦ କରିଦିଆଯାଉଛି: ଖାର୍ଗେ

ନୂଆଦିଲ୍ଲୀ,୨।୮:ମଣିପୁର ହିଂସାକୁ ନେଇ ବିରୋଧୀ ଦଳ କ୍ରମାଗତ ଭାବେ କେନ୍ଦ୍ର ସରକାରଙ୍କ ଉପରେ ଟାର୍ଗେଟ୍‌ କରୁଛନ୍ତି। ବୁଧବାର ବିରୋଧୀ ଏମ୍‌ପିଙ୍କ ଏକ ପ୍ରତିନିଧୀ ଦଳ ମଣିପୁର ପ୍ରସଙ୍ଗରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ପ୍ରତିନିଧୀ ଦଳରେ ବିଭିନ୍ନ ବିରୋଧୀ ଦଳର…

ସିଗାରେଟ୍‌ ଉପରେ ଲେଖାହେବ ଏହି ଖାସ୍‌ ମେସେଜ୍‌

ଓଟଓ୍ବା,୨।୮: ଦେଶବାସୀଙ୍କୁ ଧୂମପାନରୁ ନିବୃତ୍ତ କରିବା ଦିଗରେ କାନାଡା ସରକାର ଏକ ପଦକ୍ଷେପ ନେଇଛନ୍ତି। ଦୁଇ ମାସ ପୂର୍ବେ ସରକାର ଘୋଷଣା କରିଥିଲେ ଯେ, ଦେଶରେ ବିକ୍ରି ହେଉଥିବା ପ୍ରତ୍ୟେକ ସିଗାରେଟ ଉପରେ ବ୍ୟକ୍ତିଗତ ସ୍ବାସ୍ଥ୍ୟ ଚେତାବନୀ ଲେଖାଯିବ। ଯାହା ବର୍ତ୍ତମାନ…

ପାଣି ଘେରରେ ଝାଙ୍କରପାଲି ଆରଆର ବିସ୍ଥାପିତ କଲୋନୀ

ଲୋସିଂହା ୨।୮(ସୁଶାନ୍ତ ବାରିକ):ଲୋୟର ସୁକତେଲ ଡ଼୍ୟାମ ଯୋଗୁ ଲୋଇସିଂହା ବ୍ଲକ ଅନ୍ତର୍ଗତ ବିସ୍ଥାପିତ ଡୁଙ୍ଗରୀପାଲି ଗ୍ରାମବାସୀଙ୍କୁ ସ୍ଥାନାନ୍ତରଣ କରାଯାଇଛି। ଜିଲା ପ୍ରଶାସନ ତରଫରୁ ବିସ୍ଥାପିତ ଗ୍ରାମବାସୀଙ୍କୁ ନିକଟସ୍ଥ ଝାଙ୍କରପାଲି ଆରଆର କଲୋନୀ ଅସ୍ଥାୟୀ କ୍ୟାମ୍ପରେ ଥଇଥାନ କରାଯାଇଛି। ଅସ୍ଥାୟୀ କ୍ୟାମ୍ପରେ ଗ୍ରାମର…

ବାରମୁଳାରୁ ୨ ହାଇବ୍ରିଡ୍‌ ଆତଙ୍କବାଦୀ ଗିରଫ, ଅସ୍ତ୍ରଶସ୍ତ୍ର ଜବତ…

ଶ୍ରୀନଗର,୨।୮ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ମିଳିତ ସୁରକ୍ଷା ବାହିନୀଙ୍କ ପକ୍ଷରୁ କ୍ରମାଗତ ଭାବେ କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ସୁରକ୍ଷା ବାହିନୀ ବାରମୁଳାଠାରୁ ଦୁଇ ଜଣ ଲସ୍କର ହାଇବ୍ରିଡ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ଜବତ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri