Home

ମୋଦି କହିଲେ ଭାରତ ଆଉ ଗ୍ରୀସ ବିଶ୍ୱର ଦୁଇ ପ୍ରାଚୀନ ସଭ୍ୟତା

ଏଥେନ୍ସ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗ୍ରୀସର ପ୍ରଧାନମନ୍ତ୍ରୀ ମିରିୟାକୋସ ମିତ୍ସୋଟାକିସଙ୍କ ସହ ଦ୍ୱିପାକ୍ଷିକ ବର୍ତ୍ତା ପରେ ପ୍ରେସକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଗ୍ରୀସ ଏବଂ ଭାରତ ହେଉଛି ବିଶ୍ୱର ଦୁଇଟି ପ୍ରାଚୀନ ସଭ୍ୟତା,…

ପୁରସ୍କାର ପାଇବା ପରେ ଗ୍ରୀସ ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ/ଏଥେନ୍ସ,୨୫।୮: ଗ୍ରୀସ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପ୍ରଦାନ କରିଛି। ଏଥେନ୍ସରେ ଗ୍ରୀସର ରାଷ୍ଟ୍ରପତି କାଟେରିନା ଏନ. ସାକେଲାରାପୋଲୁ ଗ୍ରାଣ୍ଡ କ୍ରସ ଅଫ ଅର୍ଡର ଅଫ ଅନରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ମାନିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

‘ଗ୍ରାଣ୍ଡ କ୍ରସ ଅଫ ଅର୍ଡର ଅଫ ଅନର’ରେ ସମ୍ମାନିତ ହେଲେ ମୋଦି, ସମ୍ମାନିତ କଲେ ଗ୍ରୀସ ରାଷ୍ଟ୍ରପତି

ଏଥେନ୍ସ,୨୫।୮: ବ୍ରିକ୍ସ ଶିଖର ସମ୍ମିଳନୀ ପରେ ପ୍ରଧାନମନ୍ତ୍ରୀ ମୋଦି ନିଜର ଦିନିକିଆ ଗସ୍ତରେ ଗ୍ରୀସରେ ପହଞ୍ଚିଛନ୍ତି। ମୋଦିଙ୍କୁ ଏଥେନ୍ସ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗ୍ରୀକ ବୈଦେଶିକ ମନ୍ତ୍ରୀ ଜର୍ଜ ଜେରାପାଟେରାଇଟିସ ପାଛୋଟି ନେଇଥିଲେ। ଏହା ପରେ ଗ୍ରୀସର ଭାରତୀୟ ବଂଶୋଦ୍ଭବ ତାଙ୍କୁ ସ୍ବାଗତ…

ବ୍ରିକ୍ସ ସମ୍ମିଳନୀ ୨୦୨୩: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟିଲେ ମୋଦି

ଜୋହାନ୍ସବର୍ଗ,୨୫।୮: ଜୋହାନ୍ସବର୍ଗରେ ଅନୁଷ୍ଠିତ ହୋଇଥିବା ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟିଛନ୍ତି। ଦୁହେଁ ବ୍ରିକ୍ସ ଆଫ୍ରିକା ଆଉଟ୍ରିଚ ଏବଂ ବ୍ରିକ୍ସ ପ୍ଲସ ସଂଳାପରେ ଆଲୋଚନା କରିଥିଲେ। ଚନ୍ଦ୍ରାୟାନ ୩ର ସଫଳ ଅବତରଣ ପାଇଁ ଶେଖ…

ନିର୍ବାଚନ ପୂର୍ବରୁ ଶିବରାଜ କ୍ୟାବିନେଟର ସମ୍ପ୍ରସାରଣ

ଭୋପାଳ,୨୫।୮:ବିଧାନସଭା ନିର୍ବାଚନ ପୂର୍ବରୁ ଶୁକ୍ରବାର ସନ୍ଧ୍ୟା ୭ଟାରେ ଶିବରାଜ ସରକାରଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବାକୁ ଯାଉଛି। ସୂଚନାନୁସାରେ, ରାଜେନ୍ଦ୍ର ଶୁକ୍ଲା, ଗୌରୀଶଙ୍କର ବିସେନ ଏବଂ ରାହୁଲ ଲୋଧିଙ୍କୁ ମନ୍ତ୍ରୀ କରାଯାଇପାରିବ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମଙ୍ଗଳବାର ରାଜ୍ୟପାଳ ମଙ୍ଗୁଭାଇ ପଟେଲଙ୍କୁ…

ବିଭିନ୍ନ ଦାବି ନେଇ ବ୍ଲକ କାର୍ଯ୍ୟାଳୟ ଘେରାଉ

ମୋରଡ଼ା,୨୫ା୮(ସ୍ମାରକ ମାଜୀ): ବିଭିନ୍ନ ଦାବି ନେଇ ଭଞ୍ଜସେନା ପକ୍ଷରୁ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାର୍ଯ୍ୟାଳୟକୁ ଘେରାଉ କରିଛି ଅଣ ରାଜନୈତିକ ସଂଗଠନ ଭଞ୍ଜସେନା l ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ସୁଲଭ ମୂଲ୍ୟରେ ବାଲି ଯୋଗାଣ ଓ ଗୃହ ନିର୍ମାଣର…

ଚମତ୍କାରୀ ଚିନ୍ମୟୀ

ଆକ୍ସନ ଫିଲ୍ମ ପ୍ରତି ଆଗ୍ରହରୁ ଫାଇଟିଂ ଶିଖିବାର ସଉକ। ନିଷ୍ଠା ଏବଂ କଠିନ ପରିଶ୍ରମ ବଳରେ ସେ ଏବେ ବନିଯାଇଛନ୍ତି ସଫଳ କ୍ରୀଡ଼ାବିତ୍‌। କେବଳ ସେତିକି ନୁହେଁ, ଅନ୍ତର୍ଜାତୀୟ ସ୍ତରରେ ଓ୍ବାଲର୍‌ଡ ପୋଲିସ ଆଣ୍ଡ ଫାୟାର ଗେମ୍ସରେ ୨ଟି ସ୍ବର୍ଣ୍ଣ ପଦକ…

କୁରଡୋକୋଟ ଜଳପ୍ରପାତର ଉନ୍ନତିକରଣ ନେଇ ଡିଏଫ୍‌ଓଙ୍କୁ ଭେଟିଲା ଜିଲା ନାଗରିକ କମିଟି

ଦେବଗଡ଼,୨୫ା୮(ଶଶାଙ୍କ ଶେଖର ଝାଙ୍କର): କୁରଡୋକୋଟ ଜଳ ପ୍ରପାତ ଦେବଗଡ଼ ଜିଲା ପାଇଁ ଭଗବାନଙ୍କ ଏକ ଆଶୀର୍ବାଦ। ଏଠାରୁ ଏସିଆର ଦ୍ୱିତୀୟ ହାଇଡ୍ରୋ ବିଦ୍ୟୁତ୍‌ ଉତ୍ପନ୍ନ ହେଉଥିଲା। ଉକ୍ତ ବିଦ୍ୟୁତ୍‌ ପ୍ରକଳ୍ପ ୨୦୧୬ରେ ଶତବାର୍ଷିକୀ ପାଳନ କରାଯାଇଥିଲା। ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିବା ନିମନ୍ତେ…

ରାହୁଲଙ୍କ ବୟାନକୁ ନେଇ ଭାଜପାର ପ୍ରତିକ୍ରିୟା- ନେହେରୁ ଚାଇନା ସେନାଙ୍କୁ ଦେଇଥିଲେ ଚାଉଳ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚାଇନାକୁ ନେଇ ଯେଉଁ ବୟାନ ଦେଇଥିଲେ ଏବେ ଏହା ଉପରେ ପ୍ରତିକ୍ରିୟା ରଖିଛି ଭାଜପା। ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସୁଧାଂଶୁ ତ୍ରିବେଦୀ କହିଛନ୍ତି, ରାହୁଲ ଗାନ୍ଧୀ ପ୍ରେମର ନୁହେଁ, ବରଂ ପ୍ରତାରଣାର ଦୋକାନ।…

ସୁପ୍ରିମକୋର୍ଟରୁ ଲାଲୁଙ୍କ ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୮: ସୁପ୍ରିମକୋର୍ଟରୁ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଶୁକ୍ରବାର ଏକ ବଡ଼ ଆଶ୍ୱସ୍ତି ମିଳିଛି। ଲାଲୁଙ୍କ ଜାମିନ ରଦ୍ଦ କରିବାକୁ ସିବିଆଇର ଆବେଦନ ଉପରେ ସୁପ୍ରିମକୋର୍ଟ ଅକ୍ଟୋବରରେ ରାୟ ପ୍ରକାଶ କରିବେ। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ…

ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପ୍‌ ଫାଇନାଲ୍‌ରେ ନୀରଜ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପ ୨୦୨୩ରେ ଭାରତୀୟ ଆଥଲେଟ ନୀରଜ ଚୋପ୍ରା ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏହାସହ ସେ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ଅର୍ଜନ କରିଛନ୍ତି। ନୀରଜ…

ଆମେରିକାରେ ରେକର୍ଡ ଭାଙ୍ଗିବ ‘ଜଓ୍ବାନ’

ମୁମ୍ବାଇ: କିଙ୍ଗ୍‌ଖାନ ଶାହାରୁଖ ୨୦୨୩ ବର୍ଷ ତାଙ୍କ ଫିଲ୍ମ ‘ପଠାନ’ରୁ ଆରମ୍ଭ କରିଥିଲେ। ଶାହାରୁଖଙ୍କ ଏହି ଫିଲ୍ମ ବ୍ଲକବଷ୍ଟର ପ୍ରମାଣିତ ହୋଇଛି। ଏବେ ଶାହାରୁଖଙ୍କ ‘ଜବାନ’ ରିଲିଜ ହେବାର ସମୟ ଆସିଛି। କିଛି ଦିନ ହେବ ଫିଲ୍ମଟି ଚର୍ଚ୍ଚାରେ ରହିଛି। ଫିଲ୍ମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?