Home

୨ ଦିନ ପ୍ରବଳ ଛେଚିବ

ଭୁବନେଶ୍ୱର,୧ା୮(ଅନିଲ ଦାସ):କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…

ପୃଥିବୀର କକ୍ଷ ପଥ ଛାଡି ଚନ୍ଦ୍ର ଆଡକୁ ଗତିକଲା ଚନ୍ଦ୍ରାୟନ-୩, ଅଗଷ୍ଟ ୫ ଗୁରୁତ୍ୱପୂର୍ଣ୍ଣ

ବେଙ୍ଗାଲୁରୁ,୧।୮: ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ମଙ୍ଗଳବାର ଚନ୍ଦ୍ରାୟନ-୩ ଅନ୍ତରୀକ୍ଷ ଯାନକୁ ପୃଥିବୀର କକ୍ଷରୁ ବାହାର କରି ସଫଳତାପୂର୍ବକ ଚନ୍ଦ୍ରର କକ୍ଷ ଆଡକୁ ପଠାଇଛି। ଇସ୍ରୋ ତା’ର ଏକ ବୟାନରେ କହିଛି କି ‘ଚନ୍ଦ୍ରାୟନ-୩ ପୃଥିବୀ କକ୍ଷ ପଥକୁ ପୂରଣ କରି…

୭ ଦିନିଆ ଓଡ଼ିିଶା ଗସ୍ତରେ ମୋହନ ଭାଗବତ

ଭୁବନେଶ୍ବର, ୧ା୮(ସୁନିତ୍‌ ମିଶ୍ର): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ ସୋମବାର ୭ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଗଣ୍ଡମୁଣ୍ଡାସ୍ଥିତ ସ୍ବାମୀ ବିବେକାନନ୍ଦ କେନ୍ଦ୍ରର କାର୍ଯ୍ୟକ୍ରମରେ ଯୋଗଦେବେ। ଏହାସହ ପୁରୀ ଯାଇ ଗୋବର୍ଦ୍ଧନ ପୀଠରେ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ…

ସବୁ ସରକାରୀ କୋଠା ଆଲୋକରେ ଝଲସିବ

ଭୁବନେଶ୍ବର, ୧ା୮(ସୁନିତ୍‌ ମିଶ୍ର):ଚଳିତ ବର୍ଷ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ଅପରାହ୍ନରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ବାଧୀନତା ଦିବସ-୨୦୨୩ ପାଳନର ରୂପରେଖ…

ସମ୍ବଲପୁରରେ ୨୬୦ ଛୁଇଁଲା ଟମାଟୋ

ସମ୍ବଲପୁର, ୧ା୮ (ଶୁଭାଶିଷ ପାଢ଼ୀ):ଗତ ଜୁନ୍‌ ମାସରୁ ରାଜ୍ୟରେ ଟମାଟୋ ଦର ଅନିୟନ୍ତ୍ରିତ ହୋଇରହିଛି। ଜିଲା ସ୍ତରରେ ଏହାର ଦର ଭିନ୍ନ ରହୁଛି। ପାଣିପାଗରେ ଅନିୟମିତତା, ଅଧିକ ଖରା ଯୋଗୁ ଉତ୍ପାଦନ ହ୍ରାସ, ବର୍ଷା, ବନ୍ୟା, ରାସ୍ତା ସମସ୍ୟା ସହ ଗାଡ଼ି…

ବଦଳିଲା ଯୁକ୍ତ୨ ପାଠ୍ୟକ୍ରମ

ଭୁବନେଶ୍ୱର,୧ା୮(ଅନୁରାଧା ମହାରଣା):ଯୁକ୍ତ୨ରେ କେତେକ ପାଠ୍ୟକ୍ରମ ବଦଳିବା ସହ ସିବିଏସ୍‌ଇ ଢାଞ୍ଚାରେ ସରଳୀକରଣ କରାଯାଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆ ପାଠ୍ୟକ୍ରମ ସମ୍ପର୍କିତ ତଥ୍ୟ ସିଏଚ୍‌ଏସଇ ଓ୍ବେବସାଇଟ୍‌ www.chseodisha.nic.inରେ ଉପଲବ୍ଧ ହୋଇଛି। ବିଜ୍ଞାନ…

ଏଆଇ ସହାୟତାରେ ସୁସ୍ଥ ହେଲେ ପକ୍ଷାଘାତ ରୋଗୀ

ୱାଶିଂଟନ: ଜଣେ ପକ୍ଷାଘାତ ବ୍ୟକ୍ତି ଏବେ ପୂର୍ବଭଳି ଜୀବନ ବଞ୍ଚୁଛନ୍ତି, ଯାହା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି(ଏଆଇ) ସହାୟତାରେ ସଫଳ ହୋଇଛି। ଡାକ୍ତରମାନେ ଏଆଇ ମାଧ୍ୟମରେ ହୋଇଥିବା ଏହି ସର୍ଜରିକୁ ଆଧୁନିକ ମେଡିକାଲ ଦୁନିଆର ଅଲୌକିକ ବୋଲି କହିଛନ୍ତି। ନ୍ୟୁୟର୍କର ଜଣେ ଲୋକଙ୍କୁ ଡାଇଭିଂ…

ଟଙ୍କା ବଞ୍ଚାଇବାକୁ ଡଷ୍ଟବିନ୍‌ରୁ ଖାଆନ୍ତି ଖାଦ୍ୟ

ସାକ୍ରାମେଣ୍ଟୋ: ଦୁନିଆରେ ବହୁ ଲୋକ ବାସ କରୁଥିବାବେଳେ ସେମାନଙ୍କ ମଧ୍ୟରୁ କେତେକ ବହୁତ ଖର୍ଚ୍ଚି ହୋଇଥିବାବେଳେ ଆଉ କିଛି କଞ୍ଜୁସ ହୋଇଥାନ୍ତି। ହେଲେ ଏମିତି ଜଣେ ବ୍ୟକ୍ତି ଅଛନ୍ତି, ଯିଏ କଞ୍ଜୁସିର ସମସ୍ତ ସୀମା ପାର କରିଛନ୍ତି। ରିପୋର୍ଟ ମୁତାବକ, ଦକ୍ଷିଣ…

କୋଇଲା ଉତ୍ପାଦନରେ ରେକର୍ଡ

ଭୁବନେଶ୍ୱର,୧ା୮ (ଅନିଲ ଦାସ):ଗତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନ ରେକର୍ଡ ଭାଙ୍ଗିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ଦେଶରେ ସର୍ବାଧିକ ୮୯୩.୧୯ ନିୟୁତ ଟନ୍‌ କୋଇଲା ଉତ୍ପାଦନ ହୋଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ ୭୭୮.୨୧ ନିୟୁତ ଟନ କୋଇଲା ଉତ୍ପାଦନ ହୋଇଥିଲା। ଓଡ଼ିଶା…

ଓପୋ ରେନୋ ସିରିଜ୍‌ ଉନ୍ମୋଚିତ

ଭୁବନେଶ୍ୱର,୧।୮: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ତଥା ଓପୋର ବହୁ ପ୍ରତୀକ୍ଷିତ ‘ଓପୋ ରେନୋ ସିରିଜ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓପୋ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଓପୋ ରେନୋ ସିରିଜକୁ ଓଡ଼ିଶା ବଜାରରେ ପ୍ରବେଶ…

ବ୍ୟବସାୟ ସୁଯୋଗକୁ ଗୁରୁତ୍ୱ

ଭୁବନେଶ୍ୱର,୧।୮: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିକଟରେ ଏକ ଏମ୍‌ଏସ୍‌ଏମ୍‌ଇ ବିଜନେସ୍‌ ଆସୋସିଏଟ୍‌ ମିଟ୍‌ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ବ୍ୟବସାୟ ସହଯୋଗିତାକୁ ସୁଦୃଢ଼ କରିବା ଏବଂ ଓଡ଼ିଶା ଡିସ୍‌କମ୍‌ଗୁଡ଼ିକରେ ଥିବା ବିଭିନ୍ନ ବ୍ୟବସାୟ ସୁଯୋଗର ପ୍ରତ୍ୟକ୍ଷ…

ଶେଷ ଟେଷ୍ଟରେ ଇତିହାସ ରଚିଲେ ବ୍ରଡ

ଲଣ୍ଡନ,୧।୮: ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ବୋଲରମାନଙ୍କ ମଧ୍ୟରୁ ଅନ୍ୟତମ ଷ୍ଟୁଆର୍ଟ ବ୍ରଡ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି। ପୂର୍ବରୁ ଅନ୍ତର୍ଜାତୀୟ ଦିନିକିଆ ଏବଂ ଟି-୨୦ରୁ ଅବସର ନେଇଥିବା ବ୍ରଡ ମଧ୍ୟ ଟେଷ୍ଟ କ୍ରିକେଟକୁ ବିଦାୟ ଦେଇଛନ୍ତି। ତେବେ, ତାଙ୍କର ଶେଷ ଟେଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri