ସର୍ଗିଓ ଲୋବେରା ଓଏଫ୍ସିର ନୂଆ କୋଚ୍
ଭୁବନେଶ୍ୱର,୧୮ା୫ (ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା ଫୁଟବଲ୍ କ୍ଲବ(ଓଏଫ୍ସି)ର ମୁଖ୍ୟ କୋଚ୍ ଭାବରେ ସ୍ପାନିଶ ଫୁଟବଲର ସର୍ଗିଓ ଲୋବେରାଙ୍କୁ ନିଯୁକ୍ତି ଦିଆଯାଇଛି। ବୁଧବାର ଓଏଫ୍ସିର ମୁଖ୍ୟ କୋଚ୍ ଭାବରେ ସେ ଦୁଇବର୍ଷିଆ ଚୁକ୍ତି କରିଛନ୍ତି। ନିକଟରେ ସୁପର୍ କପ୍ ଜିତିବା ସହିତ ଏସିଆନ୍…
ଆଜିଠୁ ରାଉରକେଲାରେ ଜାତୀୟ ସବ୍ଜୁନିୟର ପୁରୁଷ ହକି
ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଜାତୀୟ ସବ୍ଜୁନିୟର ପୁରୁଷ ହକିର ୧୩ତମ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ୧୧ ଦିନିଆ ଟୁର୍ନାମେଣ୍ଟରେ ମୋଟ ୨୮ଟି ଦଳ ଅଂଶଗ୍ରହଣ କରିବେ। ନବନିର୍ମିତ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା…
ହନୁମାନ ମନ୍ଦିର ଯାଏ ରେସ୍ଲରଙ୍କ ଶୋଭାଯାତ୍ରା
ନୂଆଦିଲ୍ଳୀ,୧୮ା୫(ପି.ଟି.): ଭାରତୀୟ ରେସ୍ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍ଆଇ) ସଭାପତି ବ୍ରିଜ୍ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତର ଆନ୍ଦୋଳନରତ ଖେଳାଳିମାନେ ସମର୍ଥକଙ୍କ ସହିତ କନ୍ନଟ ପ୍ଲେସ୍ର ହନୁମାନ ମନ୍ଦିର ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହା ସହିତ ବଙ୍ଗଲା ସାହିବ…
ଥାନାକୁ ଡାକି ପୋଲିସ ପିଟିବା ଘଟଣାକୁ ୭ଦିନ ବିତିଲା
ନୟାଗଡ଼ ଅଫିସ,୧୮ା୫:ସ୍ବାମୀ ସ୍ତ୍ରୀ ମଧ୍ୟରେ ହୋଇଥିବା ଝଗଡ଼ାକୁ ସମାଧାନ ପାଇଁ ଥାନାକୁ ଡକାଇ ଭାପୁରର ସୁନିଲ କୁମାର ମହାନ୍ତିଙ୍କୁ ମାଡ଼ମରା ଘଟଣାକୁ ସପ୍ତାହେ ବିତିଛି । ହେଲେ ଘଟଣାର ତଦନ୍ତ କରାଯାଇ ସବ୍ଇନ୍ସପେକ୍ଟରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ବରଂ ଘଟଣାକୁ…
ଗୋଟିଏ ଗ୍ରୁପ୍ରେ ଭାରତ, ପାକିସ୍ତାନ
ନୂଆଦିଲ୍ଲୀ, ୧୮।୫ (ପି.ଟି.): ସାଉଥ୍ ଏସିଆନ ଫୁଟବଲ ଫେଡେରେଶନ (ସାଫ୍) କପ୍ ବେଙ୍ଗାଲୁରୁଠାରେ ଆସନ୍ତା ଜୁନ୍ ୨୧ରୁ ଜୁଲାଇ ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପ୍ରେ ସ୍ଥାନ…
କଟକ ଜିତିଲା ସାହାଣୀ କପ୍
ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ଆନ୍ତଃ ଜିଲା ସାହାଣୀ କପ୍ ଫୁଟବଲ ଟୁର୍ନାମେଣ୍ଟର ୬୨ତମ ସଂସ୍କରଣ ବୁଧବାର ଶେଷ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କଟକ-କନ୍ଧମାଳ ଦ୍ୱିତୀୟ ଫାଇନାଲ ୧-୧ ଗୋଲରେ ଡ୍ର ରହିଥିଲା। କନ୍ଧମାଳ ପକ୍ଷରୁ ବିଜୟ ମୁଖୀ ୪୦…
ଜେଏସ୍ଏଲ୍ର ୪ର୍ଥ ତ୍ରୈମାସିକ ଫଳାଫଳ
ଭୁବନେଶ୍ୱର,୧୮।୫: ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ) ବୈଠକ ନିକଟରେ ଶେଷ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର ୨୦୨୨-୨୩ ଆର୍ଥତ୍କ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ୨୦୨୨-୨୩ ଆର୍ଥତ୍କ ବର୍ଷର ବାର୍ଷିକ…
ଜିଓ-ବିପି ପକ୍ଷରୁ ନୂତନ ଡିଜେଲର ଶୁଭାରମ୍ଭ
ଭୁବନେଶ୍ୱର,୧୮।୫: ଜିଓ-ବିପି ପକ୍ଷରୁ ଏକ ନୂତନ ଡିଜେଲର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆକ୍ଟିଭ୍ ଟେକ୍ନୋଲୋଜି ସହ ଜିଓ-ବିପିର ନୂତନ ଡିଜେଲ ବଜାରରେ ଉପଲବ୍ଧ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି କମ୍ପାନୀ ଉକ୍ତ ଉତ୍ପାଦ ଭାରତୀୟ ଉପଭୋକ୍ତାଙ୍କ ପାଇଁ…
‘ଭାରତୀୟ ଅର୍ଥନୀତିରେ ବ୍ୟାଙ୍କର ଭୂମିକା’
ଭୁବନେଶ୍ୱର,୧୮।୫: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ) କର୍ମଚାରୀ ସଂଘ ଭୁବନେଶ୍ବର ମଣ୍ଡଳର ସାଧାରଣ ପରିଷଦ ସଭା ରେଲୱେ ଅଡିଟୋରିୟମ ଭୁବନେଶ୍ବରଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଓଡ଼ିଶାର କୋଣ ଅନୁକୋଣରେ ଥିବା ଏସ୍ବିଆଇ ଶାଖାଗୁଡ଼ିକର କର୍ମଚାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ସର୍ବଭାରତୀୟ ବ୍ୟାଙ୍କ…
ଜନା ଏସ୍ଏଫ୍ବିର ନୂତନ ଶାଖା ଉଦ୍ଘାଟିତ
ଭୁବନେଶ୍ୱର,୧୮।୫: ଦେଶର ପ୍ରମୁଖ ଘରୋଇ ଆର୍ଥିକ ପ୍ରତିଷ୍ଠାନ ଜନା ସ୍ମଲ୍ ଫାଇନାନ୍ସ ବ୍ୟାଙ୍କ(ଏସ୍ଏଫ୍ବି)ର ଓଡ଼ିଶା କ୍ଷେତ୍ରରେ ନୂତନ ଶାଖାର ଶୁଭାରମ୍ଭ କରାଯାଇଛି। ଏପରିକି ବୁଧବାର ବ୍ୟାଙ୍କର ୩ଟି ଶାଖା ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ବିଶେଷକରି ଓଡ଼ିଶାର ବାଲେଶ୍ୱର ଓ ମୟୂରଭଞ୍ଜ…
କୁଣ୍ଡା, ନଡ଼ିଆକତା ଭିତରେ ଗଞ୍ଜେଇ ଚାଲାଣ
ଭୁବନେଶ୍ୱର,୧୮ା୫(ବ୍ୟୁରୋ): କୁଣ୍ଡା ଓ ନଡିଆ କତା ଭିତରେ ଚୋରାରେ ଚାଲାଣ ହେଉଥିଲା ଗଞ୍ଜେଇ। ପୋଲିସ ନଜରରୁ ହଟିବା ପାଇଁ ଏସ୍କର୍ଟ କରି ଗଞ୍ଜାମରୁ ପୁରୀ ନିଆଯାଉଥିଲା। ହେଲେ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଧରିଦେଲା ମଞ୍ଚେଶ୍ୱର ଥାନା ପୋଲିସ। ଏହି ଘଟଣାରେ ସମ୍ପୃକ୍ତ…
ସୋନିର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୧୮।୫: ସୋନି ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ର ନୂତନ ଉତ୍ପାଦ ‘ଡବ୍ଲ୍ୟୁଏଫ୍-ଏଲ୍ଏସ୍୯୦୦ଏନ୍’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଆର୍ଥ ବ୍ଲୁ ରଙ୍ଗରେ ନଏଜ୍ କ୍ୟାନ୍ସେଲେସନ୍ ସୁବିଧା ଥିବା ଓୟାର ଲେସ୍ ଇୟର ବଡ୍ ଡବ୍ଲ୍ୟୁଏଫ୍-ଏଲ୍ଏସ୍୯୦୦ଏନ୍ର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା…
Archives


