ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି
ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ…
କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ
ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ ତଣ୍ଟି ଚିପି ନିଜ ଧର୍ମପତ୍ନୀଙ୍କୁ ହତ୍ୟା କରିବା ଘଟଣା । ସମ୍ବେଦନଶୀଳ ମାମଲାର…
ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍ ଟେଷ୍ଟ, RTP ତାଲିକାରେ ସାମିଲ କଲା…
ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ଟି-୨୦ ବିଶ୍ୱକପ ବିଜୟୀ ଭାରତୀୟ ଦଳର ସଦସ୍ୟ ଅଭିଷେକ ଶର୍ମା…
ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ
ଓ୍ବାଶିଂଟନ୍,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ ଖୋଲିବାକୁ ଯାଉଛୁ।” ସେ ଆହୁରି ମଧ୍ୟ କହିଛନ୍ତି, “ଆମେ ଏହି ବିଷୟରେ ଚାଇନା…
ସ୍କୁଲ୍ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ
ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ୨ଜଣ ଛାତ୍ରୀ…
ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!
ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ିପାରେ ବୋଲି କୁହାଯାଇଛି । ଗଣମାଧ୍ୟମ ରିପୋର୍ଟରେ, ଜଣେ ବରିଷ୍ଠ…
ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍
ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ ଦଶମ ଶ୍ରେଣୀ ବୋର୍ଡ ଫଳାଫଳ ଦେଖିପାରିବେ। ଏଥର, CBSE ଦ୍ୱାଦଶ ଶ୍ରେଣୀ ଫଳାଫଳ…
ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ
ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ ଶ୍ରୀମନ୍ଦିରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ । ଏନେଇ ଆଇନ ମନ୍ତ୍ରୀ ସୂଚନା…
ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…
ନୂଆଦିଲ୍ଲୀ,୧୫।୪: ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା ପାଇଁ ଉଦ୍ଦିଷ୍ଟ । ଆଇପିଏଲ ୨୦୨୬ ରେ, ଚେନ୍ନାଇ ସୁପର କିଙ୍ଗସର ପରବର୍ତ୍ତୀ…
ଅବନୀତଙ୍କ ଗ୍ଲାମରସ୍ ଲୁକ୍କୁ ନେଇ ଉଠିଲା ପ୍ରଶ୍ନ
ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ କିମ୍ବା ସର୍ଜରୀ କରିଥିବା ଆଲୋଚନା ହେଉଛି। କିନ୍ତୁ ଏକ ସାକ୍ଷାତକାରରେ ସେ ଏହକୁ…
8th Pay Commissionକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ସର୍ବନିମ୍ନ ମୌଳିକ ଦରମା…
ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ କାର୍ଯ୍ୟସୂଚୀ ପ୍ରକାଶ କରିଛି। ଦିଲ୍ଲୀ, ପୁଣେ ଏବଂ ଡେରାଡୁନ ଭଳି ସହରରେ ବୈଠକ…
ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍କା
ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା ପ୍ରଦାନ କରିଛନ୍ତି। ରାଘବ ଚଢାଙ୍କୁ ଦିଲ୍ଲୀ ଏବଂ ପଞ୍ଜାବରେ ‘Z’ ବର୍ଗର ସୁରକ୍ଷା…
Archives


