Home

ମହିଳା ହୋମଗାର୍ଡଙ୍କୁ ନିର୍ଯାତନା ମାମଲା: ପୋଲିସ ମୁଖ୍ୟାଳୟକୁ ଡିଆଇଜି ବ୍ରିଜେଶ ରାୟଙ୍କ ବଦଳି

ଭୁବନେଶ୍ୱର,୨୨ା୮(ଅନିଲ ଦାସ): ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କୁ ରାଜ୍ୟ ସରକାର କଟକ ସ୍ଥିତ ପୋଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି। ତାଙ୍କ ସ୍ତ୍ରୀ ଜଣେ ମହିଳା ହୋମ୍‌ଗାର୍ଡଙ୍କୁ ନିର୍ଯାତନା ଦେଇଥିବା ଅଭିଯୋଗ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଡିଆଇଜି…

ଆମେରିକାରେ କରୋନା ଲହର: ଇଜି.୫-ଏଫଏଲ.୧.୫.୧-ବିଏ.୨.୮୬ ଭାରିଆଣ୍ଟ ସକ୍ରିୟ…

ଓ୍ବାଶିଂଟନ,୨୨।୮ : କୋଭିଡ-୧୯ ଆମେରିକାରେ ଏକ ନୂଆ ଲହର ଭାବରେ ଫେରି ଆସିିଛି ବୋଲି ଚର୍ଚ୍ଚା ହେଉଛି। ଏନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦେଶରେ ଇଜି.୫-ଏଫଏଲ.୧.୫.୧-ବିଏ.୨.୮୬ ଭାରିଆଣ୍ଟ ସକ୍ରିୟ ହେବାରେ ଲାଗିଛନ୍ତିି। ଫଳରେ ସ୍ଥାନୀୟ ଲୋକେ ସତର୍କ ହେବାରେ ଳାଗିଛନ୍ତି।…

ଏସିଆ କପ୍‌ ପୂର୍ବରୁ ବାଲାଂଦେଶକୁ ବଡ଼ ଝଟ୍‌କା

ଢ଼ାକା,୨୨।୮: ଏସିଆ କପ୍‌ ପୂର୍ବରୁ ବାଲାଂଦେଶକୁ ଲାଗିଛି ବଡ଼ ଝଟ୍‌କା। ଦଳର ଦ୍ରୁତ ବୋଲର ଇବାଦତ ହୁସେନ ଆଣ୍ଠୁରେ ଆଘାତ ଲାଗିବା କାରଣରୁ ଟୁର୍ନାମେଣ୍ଟରୁ ବାଦ ପଡ଼ିଛନ୍ତି। ଗତ ମାସରେ ଆଫଗାନିସ୍ତାନ ବିପକ୍ଷରେ ଖେଳା ଯାଇଥିବା ଦିନିକିଆ ସିରିଜ ସମୟରେ ତାଙ୍କୁ…

ବୃଦ୍ଧଙ୍କ ଆକାଉଣ୍ଟରେ ଥିଲା ମହିଳାଙ୍କ ନାଁ , ପେନସନ୍‌ରୁ ବଞ୍ଚିତ ବୃଦ୍ଧ

ନିରାକାରପୁର,୨୨।୮(ମାନସ ଚନ୍ଦ୍ର ପଟ୍ଟନାୟକ)ଏବେ ଗାଁ ଗହଳିରେ ବିନା ତାଲିମ ପ୍ରାପ୍ତ ଏବଂ କମ୍ପୁଟରରେ କିଛି ଧାରଣା ନ ଥିବା କିଛି ବ୍ୟକ୍ତି ଗୋଟେ ଗୋଟେ କମ୍ପୁଟର ରଖି ସେଠାରେ ଅନ୍‌ଲାଇନ୍‌ ସେବା ଗୁଡିକ ଯୋଗାଇ ଦେବା ପାଇଁ ପ୍ରୟାସ କରି ଗାଁ…

ମୁଁ ଏସିଆ କପ୍‌ରୁ ଦିନିକିଆ ଡେବ୍ୟୁ କରିବି ବୋଲି ସ୍ବପ୍ନରେ ସୁଦ୍ଧା ଭାବି ନ ଥିଲି: ତିଳକ

ନୂଆଦିଲ୍ଲୀ,୨୨।୮: ଏସିଆ କପ୍‌ ଲାଗି ଭାରତୀୟ ଦିନିକିଆ ଟିମ୍‌ରେ ସ୍ଥାନ ପାଇଛନ୍ତି ଯୁବ ବ୍ୟାଟ୍ସମ୍ୟାନ୍‌ ତିଳକ ବର୍ମା। ଚଳିତ ମାସ ଆରମ୍ଭରେ ହୋଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ରେ ଡେବ୍ୟୁ କରିିଥିଲେ ସେ। ଏବେ ତାଙ୍କ ପ୍ରଦର୍ଶନକୁ ନେଇ ଏସିଆ କପ୍‌ ଲାଗି…

ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତବ ନୂତନ ଏନଜିଟି ଅଧ୍ୟକ୍ଷ ନିଯୁକ୍ତ…

ନୂଆଦିଲ୍ଲୀ,୨୨।୮ : କେନ୍ଦ୍ର ସରକାରଙ୍କ ପକ୍ଷରୁ କଲିକତା ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତବଙ୍କୁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ଏବଂ ବୁଧବାରଠାରୁ ଦାୟିତ୍ୱ ଗ୍ରହଣ କରିବେ। ୬ ଜୁଲାଇ୨୦୨୩ରେ…

ପାନିଆକୁ ବି ଛାଡ଼ିଲେନି ଉର୍ଫି

ବମ୍ବେ: ନିଜର ଅଜବ ଫ୍ୟାଶନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସୋସିଆଲ ମିଡିଆ ସେନସେଶନ ତଥା ଅଭିନେତ୍ରୀ ଉର୍ଫି ଜାଭେଦ। କେତେବେଳେ ଅଖା ତ କେତେବେଳେ ବ୍ଲେଡ, ଏଭଳି ଚମକାଇବା ଭଳି ଜିନିଷ ବ୍ୟବହାର କରି ସେ ପ୍ରସ୍ତୁତ କରିଥାନ୍ତି ପୋଷାକ। ଏହାକୁ…

ସିବିଆଇ ଡିଆଇଜି ମୋହିତ ଗୁପ୍ତାଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୨୨।୮ : କେନ୍ଦ୍ର ସରକାର ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେଶନ ଡେପୁଟି ଇନ୍ସପେକ୍ଟର ଜେନେରାଲ (ଡିଆଇଜି) ମୋହିତ ଗୁପ୍ତାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ସେପ୍ଟେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ମୋହିତ ଗୁପ୍ତା ଉତ୍ତର ପ୍ରଦେଶ କ୍ୟାଡରର ୨୦୦୬ ବ୍ୟାଚ ଭାରତୀୟ ପୋଲିସ…

ମାରପିଟ୍‌ କରି ମୋତେ ଧର୍ମ ପରିବର୍ତ୍ତନ କରିବାକୁ ବାଧ୍ୟ କରିଥିଲେ ଆଦିଲ: ରାକ୍ଷୀ

ବମ୍ବେ: ପୂର୍ବ ସ୍ବାମୀଙ୍କ ସହ ଆରୋପ ପ୍ରତ୍ୟାରୋପକୁ ନେଇ ପୁଣି ଚର୍ଚ୍ଚାକୁ ଆସିଛନ୍ତି ଟେଲି ପରଦାର ବିବାଦୀୟ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ। ଜେଲରୁ ମୁକୁଳିବା ପରେ ଆଦିଲ ଖାନ୍‌ ତାଙ୍କୁ ନେଇ ଅନେକ ଚମକାଇବା ଭଳି ଖୁଲାସା କରିଥିଲେ। ଏବେ ରାକ୍ଷୀ…

ବିବାଦରେ ମାଲେସିଆ ପ୍ରଧାନମନ୍ତ୍ରୀ ଇବ୍ରାହିମ, ଯୁବକଙ୍କ ଧର୍ମାନ୍ତରିକରଣ କରିଥିବା ଅଭିଯୋଗ

କୁଆଲା ଲୁମପୁର,୨୨।୮:ମାଲେସିଆର ପ୍ରଧାନମନ୍ତ୍ରୀ ଅନବର ଇବ୍ରାହିମ ବିବାଦ ଘେରରେ ଅଛନ୍ତି। ଅଣ-ମୁସଲମାନ ସମ୍ପ୍ରଦାୟ ତାଙ୍କୁ କଡ଼ା ସମାଲୋଚନା କରୁଛନ୍ତି। କାରଣ ପ୍ରଧାନମନ୍ତ୍ରୀ ଇବ୍ରାହିମ କିଛି ଦିନ ପୂର୍ବରୁ ସେଲାଙ୍ଗୋର ଜୁମାରେ ନମାଜ ପଢିବା ପରେ ଜଣେ ହିନ୍ଦୁ ଯୁବକଙ୍କୁ ଇସଲାମରେ ଧର୍ମ…

ଜିନପିଙ୍ଗଙ୍କ ଭାବମୂର୍ତ୍ତି ବଞ୍ଚାଇବାକୁ ଚେଷ୍ଟା କରୁଛି ଚାଇନା, ନୈରାଶ୍ୟଜନକ ତଥ୍ୟ ଲୁଚାଯାଉଛି…

ବେଜିଂ,୨୨।୮ : ଏକ ଦଶନ୍ଧି ଧରି ଲାଗୁଥିଲା ରାଷ୍ଟ୍ରପତି ଶି ଜିନପିଙ୍ଗ କୌଣସି ଭୁଲ କରିପାରିବେ ନାହିଁ। ଚାଇନାର କମ୍ୟୁନିଷ୍ଟ ପାର୍ଟି (ସିପିସି) ଦ୍ୱାରା ନିୟନ୍ତ୍ରିତ ଗଣମାଧ୍ୟମ ତାଙ୍କୁ ପ୍ରଶଂସା କରିଥିଲେ। ସେ ସାରା ଦେଶରେ ଖବରକାଗଜର ପ୍ରଥମ ପୃଷ୍ଠାରେ ସ୍ଥାନ…

ଗୃହଯୁଦ୍ଧ ଗ୍ରସ୍ତ ସୁଦାନରେ ଅନାହାରରେ ୫୦୦ ଶିଶୁ ମୃତ…

ଖାର୍ତୁମ,୨୨।୮ : ସୁଦାନ ସେନା ଏବଂ ସାମରିକ ବାହିନୀ ମଧ୍ୟରେ ଚାଲିଥିବା ଯୁଦ୍ଧ ପାଇଁ ଶିଶୁମାନେ ମୂଲ୍ୟ ଦେଉଛନ୍ତି। ରାଜଧାନୀ ଖାର୍ତୁମରେ ଥିବା ଏକ ସରକାରୀ ଅନାଥ ଆଶ୍ରମରେ ପ୍ରାୟ ୫୦୦ ଶିଶୁଙ୍କର ଅନାହାରରେ ମୃତ୍ୟୁ ଘଟିଛି ବୋଲି ଏକ ଅଗ୍ରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?