Home

ରାଶନକାର୍ଡରେ ଚଢ଼ିପାରୁନି ନାମ, ମିଳୁନି ବିଏସ୍‌କଓ୍ବୋଇ ସୁବିଧା

ତେନ୍ତୁଳିଖୁଣ୍ଟି,୩୦ା୭,(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପରଜାବାରଙ୍ଗପଦର ପଞ୍ଚାୟତ ଖାତିଗୁଡ଼ା ଗ୍ରାମର ରେବତୀ କୁମ୍ଭାରଙ୍କ ଆଖି ଜନ୍ମରୁ ଖରାପ ରହିଛି। ପିଲାବେଳେ ଅଳ୍ପ ଦେଖାଯାଉଥିଲା। ଏବେ ବୟସ ବଢ଼ିବା ସହ ଆଖିର ଦୃଷ୍ଟିଶକ୍ତି କମିଲାଣି। ଆଖିର ଡୋଳାରେ କିଛିଟା ବ୍ୟତିକ୍ରମ ଯୋଗୁ…

ଉତ୍‌କ୍ଷେପଣ ହେଲା ପିଏସ୍‌ଏଲ୍‌ଭି-ସି ୫୬

ଓ୍ବାଶିଂଟନ/ହାଇଦ୍ରାବାଦ,୩୦ା୭: ରବିବାର ଭାରତ ଏବଂ ଆମେରିକା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ସିଙ୍ଗାପୁରର ଡିଏସ୍‌-ଏସ୍‌ଏଆର୍‌ ଉପଗ୍ରହ ସମେତ ୭ଟି ଉପଗ୍ରହ ଆଜି ସକାଳ ୬.୩୦ରେ ଇସ୍ରୋର ଶ୍ରୀହାରିକୋଟାଠାରୁ ପିଏସ୍‌ଏଲ୍‌ଭି-ସି୫୬ ଉତ୍‌କ୍ଷେପଣ କରାଯାଇଛି। ଏହି ମିଶନ ଇସ୍ରୋର ତୃତୀୟ ବାଣିଜି୍ୟକ ମିଶନ।…

ଜଙ୍ଗଲରୁ କଳାପଥର ଲୁଟ୍‌ ବନାମ ବର୍ଷା

ଯାଜପୁର,୩୦ା୭(ହର୍ଷବର୍ଦ୍ଧନ ବେହେରା)ଖରିଫ ଋତୁରେ ଧାନ ଚାଷ ପାଇଁ ଗୁରୁତ୍ୱପୂର୍ଣ୍ଣ ସମୟ ହେଉଛି ଜୁଲାଇ। ଯାଜପୁର ଜିଲାରେ ଏହି ମାସରେ ବର୍ଷା ପ୍ରତାରଣା କରିଛି। ଜୁଲାଇ ୨୦ ସୁଦ୍ଧା ସ୍ବାଭାବିକ ବର୍ଷା ହାରାହାରି ୩୫୦.୯ ମିମି ହେବା ସ୍ଥଳେ ମାତ୍ର ୨୦୩.୧୨ ମିମି…

ଡୋଲିପୁର ସମବାୟ ସମିତି କାର୍ଯ୍ୟାଳୟରେ ତାଲା

ଯାଜପୁର ରୋଡ,୩୦ା୭(ପବିତ୍ର ରଞ୍ଜନ ମହାନ୍ତି): ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। କୃଷି ସମ୍ବନ୍ଧୀୟ ସରକାରୀ ଯୋଜନାଗୁଡ଼ିକ ଚାଷୀମାନଙ୍କ ପାଖରେ ପହଞ୍ଚାଇବା ପାଇଁ ସେବା ସମବାୟ ସମିତିଗୁଡ଼ିକ ମାଧ୍ୟମ ହୋଇଥାନ୍ତି। ହେଲେ କେତେକ ସ୍ଥାନରେ ଏହାର…

ବର୍ଷା ଋତୁରେ ଉପାନ୍ତ ଅଞ୍ଚଳବାସୀଙ୍କ ବଢ଼ିଛି ଚିନ୍ତା

କେନ୍ଦ୍ରାପଡ଼ା,୩୦ା୭(ଜଗନ୍ନାଥ ଧଳ): ବର୍ଷାଋତୁ ଆରମ୍ଭ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଛିି ା ପ୍ରାକୃତିକ ବିପର୍ଯ୍ୟୟ ଭୟ ସଦାସର୍ବଦା ଲାଗି ରହୁଛି ା ତଟକ୍ଷୟ ଯୋଗୁ ସମୁଦ୍ର ପାଣି ଗ୍ରାମ ମଧ୍ୟକୁ ପଶିଆସିବା ଭୟ ରହୁଛି ା ରାଜନଗର…

ସରକାରୀ ଜମି ଜବରଦଖଲ: ଡ୍ରେନ୍‌ ସମସ୍ୟା ବଢୁଛି

ଜଗତ୍‌ସିଂହପୁର,୩୦ା୭ (ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ସହରରେ ଡ୍ରେନ୍‌ ସମସ୍ୟା ନେଇ ଦୀର୍ଘ ବର୍ଷ ଧରି ଅସନ୍ତୋଷ ଲାଗି ରହିଥିଲେ ସୁଦ୍ଧା ତା’ର କୌଣସି ପ୍ରତିକାର ହେଉନାହିଁ। କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଜଗତ୍‌ସିଂହପୁର ଡ୍ରେନେଜ୍‌ ଡିଭିଜନ ଓ ପୌର…

କଟାହେଉନି ରିଜେକ୍ସନ ନୋଟ୍‌

ନୟାଗଡ଼,୩୦ା୭ (ଲୋକନାଥ ମିଶ୍ର)ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ (ଓଏସ୍‌ଡବ୍ଲ୍ୟୁସି)ର ଚାଉଳ ଗୋଦାମକୁ ନୟାଗଡ଼ ଜିଲାର କେତେଜଣ ମିଲର ଅଧିକାଂଶ ସମୟରେ ଖରାପ ଚାଉଳ ଯୋଗାଣ କରୁଥିଲେ ମଧ୍ୟ ରିଜେକ୍ସନ ନୋଟ୍‌ କଟା ଯାଉ ନାହିଁ । ମିଲରକୁ ଅନୁକମ୍ପା ଦେଖାଯାଇ ବିଭିନ୍ନ…

ଅଧାପନ୍ତରିଆ ଭାବେ ପଡ଼ିଛି ନୂଆଗଁା କଲ୍ୟାଣ ମଣ୍ଡପ

ନୂଆଗାଁ,୩୦ା୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ଶୈବପୀଠ ନିକଟରେ ଆରମ୍ଭ ହୋଇଥିବା କଲ୍ୟାଣ ମଣ୍ଡପ ନିର୍ମାଣ କାମ ଅଢେଇ ବର୍ଷ ହେଲା ଅଧାପନ୍ତରିଆ ଭାବେ ପଡି ରହିଛି । ନିର୍ମାଣ କାର୍ଯ୍ୟ ପାଇଁ ଅନୁଦାନ ଥିଲେ ମଧ୍ୟ ପଞ୍ଚାୟତ…

ଏଆଇ ବିପ୍ଳବ: ନିଯୁକ୍ତି ପାଇଁ ବଡ଼ ବିପଦ

ଓ୍ବାଶିଂଟନ୍‌,୩୦ା୭: କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସାରା ବିଶ୍ୱର ନିଯୁକ୍ତି କ୍ଷେତ୍ରରେ ବଡ଼ ବିପଦ ହେବାକୁ ଯାଉଛି। ଏଆଇ ପାଇଁ ନିକଟ ଭବିଷ୍ୟତରେ ଅଗଣିତ କର୍ମଚାରୀ ସେମାନଙ୍କ ନିଯୁକ୍ତି ହରାଇବାକୁ ଯାଉଛନ୍ତି। ଏଆଇ ଆମେରିକାର ନିଯୁକ୍ତି ବଜାରକୁ କିଭଳି ପ୍ରଭାବିତ କରିବ ଏବଂ…

ଉଦାହରଣ ସାଜିଛନ୍ତି ଦିବ୍ୟାଙ୍ଗ ଲିପୁନା

ଭୁବନେଶ୍ୱର,୩୦ା୭(ଅଭିଜିତ ଦାସ)ଦିବ୍ୟାଙ୍ଗ ହେଲେ ବି ସେ କେଉଁଥିରେ କମ୍‌ ନୁହନ୍ତି। ଜଣେ ସାଧାରଣ ଲୋକଙ୍କ ପରି ଜୀବନଯାପନ କରୁଛନ୍ତି। କାହା ଉପରେ ନିର୍ଭର ନ କରି ନିଜେ ସବୁକିଛି କରୁଛନ୍ତି। ଏପରିକି ଟ୍ରାଇ ସାଇକେଲରେ ପରିବା ବିକି ପରିବାର ଚଳାଇ ଅନ୍ୟମାନଙ୍କ…

ଅନ୍ତର୍ଜାତୀୟ ବନ୍ଧୁତ୍ୱ ଦିବସ

ପୃଥିବୀରେ ଶାନ୍ତି ପାଇଁ ବନ୍ଧୁତା ହିଁ ଏକମାତ୍ର ବିକଳ୍ପ। ଏନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଜୁଲାଇ ୩୦ରେ ଅନ୍ତର୍ଜାତୀୟ ବନ୍ଧୁତ୍ୱ ଦିବସ ପାଳନ କରାଯାଇଥାଏ। ପ୍ରଥମେ ଗ୍ରିଟିଂସ୍‌ କାର୍ଡ ଇଣ୍ଡଷ୍ଟ୍ରି ଦ୍ୱାରା ଏହି ଦିବସ ପାଳନ ପାଇଁ ପ୍ରୋତ୍ସାହିତ ହୋଇଥିଲା।…

୨ ବର୍ଷ ହେଲା କାମ ସରୁନି

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ପୌରାଞ୍ଚଳରେ ବିକାଶ ଏକପ୍ରକାର ସ୍ଥାଣୁ ପାଲଟିଛି। ପ୍ରତିବର୍ଷ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ କାମ ଚାଲୁଛି। ତେବେ ପୁରୁଣା ପ୍ରକଳ୍ପ କାମ ସରୁନି। ଗତ ୨ବର୍ଷ ଧରି ଚାଲିଥିବା ବରୁଣେଇ ସ୍ମାର୍ଟ ପାର୍କ ଏବଂ ସାମନ୍ତରାପୁରସ୍ଥିତ ଜରି ପୋଖରୀ ସୌନ୍ଦର୍ଯ୍ୟକରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri