Home

କେବୁଲ କାରରେ ମଝି ଆକାଶରେ ଲଟକିଛନ୍ତି ୬ ଶିଶୁଙ୍କ ସମତେ ୮ଜଣ, ଉଦ୍ଧାରକାର୍ଯ୍ୟ କାରି…

ଇସଲାମାବାଦ,୨୨।୮: ମଙ୍ଗଳବାର ଏକ ପାକିସ୍ତାନୀ ଗଭୀର ଉପତ୍ୟକା ଉପରେ ମଝି ଆକାଶରେ ଝୁଲୁଥିବା କେବୁଲ କାର ଭିତରେ ୬ ଜଣ ଶିଶୁ ଏବଂ ଦୁଇ ବୟସ୍କଙ୍କ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରାଯିବା ପାଇଁ ଉଦ୍ୟମ ଅବ୍ୟାହତ ରହିଛି। ପିଲାମାନେ ବିଦ୍ୟାଳୟକୁ…

ସମ୍ପର୍କ ପାଇଁ ସମୟ

ସ୍ବାସ୍ଥ୍ୟ ପାଇଁ ଖାଦ୍ୟ ଯେତିକି ଦରକାର ସେତିକି ଜରୁରୀ ସମ୍ପର୍କ। ହେଲେ ଏବେ ଅଧିକାଂଶ ମହିଳା କର୍ମକ୍ଷେତ୍ର ଓ ଘରକାମ ଭିତରେ ଏଭଳି ବ୍ୟସ୍ତ ରହୁଛନ୍ତି ଯେ ଅନ୍ୟ କୌଣସି ସମ୍ପର୍କ ନିଭାଇବାକୁ ସୁଯୋଗ ପାଉନାହାନ୍ତି। କିନ୍ତୁ ନିଜକୁ ସୁସ୍ଥ ରଖିବାକୁ…

ଜୀବନସାଥୀଙ୍କ ପାଇଁ ବହୁତ ଲକି ଏହି ୪ ରାଶିରେ ଜନ୍ମିତ ଯୁବତୀ; ବିବାହ ପରେ ସ୍ବାମୀଙ୍କ ଭାଗ୍ୟ ଚମକେ

ବିବାହ ପରେ ଅନେକ ଲୋକଙ୍କ ଜୀବନ ବଦଳିଯାଇଥାଏ। କାହାର କ୍ୟାରିୟରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ତ କାହାର ବିଗିଡ଼ି ଯାଇଥିବା କାମ ସୁରୁଖୁରୁରେ ହୋଇଯାଏ। ଘରେ ଧନଧାନ୍ୟରେ ପୂରି ଉଠେ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଏ। ଏହାକୁ ନେଇ ଜ୍ୟୋତିଷଶାସ୍ତ୍ରରେ…

୯୦ ଟେଷ୍ଟ ଖେଳିବା ପରେ ବି ସକ୍ଷମ ବୋଲି ପ୍ରମାଣ ଦେବାକୁ ପଡ଼ୁଛି: ପୂଜାରା

ନୂଆଦିଲ୍ଲୀ,୨୨।୮: ଭାରତୀୟ ଟେଷ୍ଟ ଟିମ୍‌ରୁ ବାଦ୍‌ ପଡ଼ିବା ନିରାଶାଜନକ ଥିଲା। ଏହାଫଳରେ ନିଜ ଦକ୍ଷତା ଉପରେ ସନ୍ଦେହ ସହ ମନରେ ଆଘାତ ଲାଗିଥିଲା ବୋଲି କହିଛନ୍ତି ଅନୁଭବୀ ବ୍ୟାଟ୍ସମ୍ୟାନ୍‌ ଚେତେଶ୍ୱର ପୂଜାରା। ଭାରତ ଲାଗି ସେ ୧୦୩ ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି।…

ପୁଣି ଛଟେଇ କଲା ଇଣ୍ଟେଲ୍‌

ନୂଆଦିଲ୍ଲୀ,୨୨।୮: ପୁଣି ଛଟେଇ କରିଛି ଇଣ୍ଟେଲ କର୍ପୋରେଶନ। ଖର୍ଚ୍ଚ ହ୍ରାସ ଦର୍ଶାଇ ଆମେରିକାର ୧୪୦ଜଣ କର୍ମଚାରୀଙ୍କୁ କମ୍ପାନୀ ବାହାର କରିଛି। ଛଟେଇ ହୋଇଥିବା କର୍ମଚାରୀ କାଲିଫର୍ଣ୍ଣିଆରେ କାମ କରୁଥିଲେ। କମ୍ପାନୀ ଏନେଇ ମେ’ ମାସରେ ଘୋଷଣା କରିଥିଲା। ତେବେ ଚଳିତ ବର୍ଷ…

ଚନ୍ଦ୍ରୟାନ-୩ର ମଜା ଉଡାଇବା ଅଭିନେତାଙ୍କୁ ପଡ଼ିଲା ମହଙ୍ଗା: ମାମଲା ରୁଜୁ

ନୂଆଦିଲ୍ଲୀ,୨୨।୮: ଚନ୍ଦ୍ରୟାନ-୩ ମିଶନକୁ ନେଇ ଟୁଇଟ୍‌ କରି ଫସିଯାଇଛନ୍ତି ଅଭିନେତା ପ୍ରକାଶ ରାଜ। ତାଙ୍କ ବିରୋଧରେ ପୋଲିସ ମାମଲା ରୁଜୁ ହୋଇଛି। ପ୍ରକାଶ ରାଜ ଏକ୍ସରେ ଶର୍ଟ ଏବଂ ଲୁଙ୍ଗି ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କ କାର୍ଟୁନ ଶେୟାର କରିଥିଲେ। ଏଥିରେ ସେ…

ଏବେ ବି ମୁଁ ମା’ ହୋଇପାରିବି: ରାକ୍ଷୀ

ବମ୍ବେ: ଟେଲିଭିଜନ ଦୁନିଆର ସବୁଠାରୁ ଚର୍ଚ୍ଚିତ ତଥା ବିବାଦୀୟ ଅଭିନେତ୍ରୀଙ୍କ ମଧ୍ୟରୁ ରାକ୍ଷୀ ସାଓ୍ବନ୍ତ ଜଣେ। ସର୍ବଦା ନିଜର ରୋକଠୋକ ବୟାନ ଏବଂ ବ୍ୟକ୍ତିଗତ ଜୀବନକୁ ନେଇ ସେ ଖବର ଶିରୋନାମାରେ ରହିଥାନ୍ତି। ଏହି କ୍ରମରେ ଏବେ ଦ୍ୱିତୀୟ ସ୍ବାମୀ ଆଦିଲ…

ସ୍ପଷ୍ଟ କଲା ବିସିସିଆଇ: ବଦଳିବ ନାହିଁ ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ 

ନୂଆଦିଲ୍ଲୀ,୨୨।୮: ଆଇସିସି ପୁରୁଷ ଦିନିକିଆ ବିଶ୍ୱକପ୍‌ ୨୦୨୩ର କାର୍ଯ୍ୟସୂଚୀରେ କୌଣସି ପରିବର୍ତ୍ତନ ହେବ ନାହିଁ। ବିସିସିଆଇ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ(ଏଚ୍‌ସିଏ)ର ଅନୁରୋଧକୁ ଆଧିକାରିକ ଭାବେ ଖାରଜ କରିବା ପରେ ଏନେଇ ସ୍ପଷ୍ଟ କରିଛି। ତେବେ ଏଚ୍‌ସିଏ ଅକ୍ଟୋବର ୫ରୁ ଆରମ୍ଭ ହେଉଥିବା…

ପୁଅର ଝଲକ ଦେଖାଇଲେ ଇଲିଆନା

ବମ୍ବେ: ପୁଅର ଝଲକ ଦେଖାଇଛନ୍ତି ବଲିଉଡ ଅଭିନେତ୍ରୀ ଇଲିଆନା ଡିକ୍ରୁଜ। ନିଜର ସୋସିଆଲ ମିଡିଆ ପୃଷ୍ଠାରେ ସେ ପୁଅଙ୍କ ପାଦର ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ଇଲିଆନା ଲାଲ ହୃଦୟ ଇମୋଜୀ ସହ ‘ପିକାବୁ’ ଲେଖିଛନ୍ତି। ଅଗଷ୍ଟରେ ପୁତ୍ର ସନ୍ତାନର…

‘ଗଦର ୨’ ନିର୍ଦ୍ଦେଶକଙ୍କୁ ଉପହାର ପଠାଇଲେ ପ୍ରିୟଙ୍କା-ନିକ୍‌

ଆଜିକାଲି ସନି ଦେଓଲ, ଅମିଶା ପଟେଲ ଏବଂ ଉତ୍କର୍ଷ ଶର୍ମାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଗଦର ୨’ ବକ୍ସ ଅଫିସରେ ଜବରଦସ୍ତ ଆୟ କରୁଛି। ଏପର୍ଯ୍ୟନ୍ତ ଏହି ଚଳଚ୍ଚିତ୍ର ୩୦୦ କୋଟିରୁ ଅଧିକ ଆୟ କଲାଣି। ସମସ୍ତେ ଏହି ଚଳଚ୍ଚିତ୍ରକୁ ପ୍ରଶଂସା କରୁଛନ୍ତି।…

‘କଳ୍ପନା କରି ନ ଥିଲି ଏମିତି ସୁଯୋଗ ପାଇବି’

ନୂଆଦିଲ୍ଲୀ,୨୨।୮:ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ହାଇଦ୍ରାବାଦ ପାଇଁ ଘରୋଇ କ୍ରିକେଟ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଇପିଏଲ ଖେଳିଥିବା ତିଳକ ବର୍ମା ୧୭ ଜଣିଆ ଦଳର ଏକମାତ୍ର ନୂଆ ଚେହେରା। ନିକଟରେ ତିଲକ ଅନ୍ତର୍ଜାତୀୟ ଟି-୨୦ରେ ଡେବ୍ୟୁ…

ଚନ୍ଦ୍ରର ନୂଆ ଫଟୋ ଆସିଲା ସାମ୍ନାକୁ, ଚନ୍ଦ୍ରାୟନ ୩କୁ ନେଇ ଇସ୍ରୋ କହିଲା, ଅଲ ଇଜ ଓ୍ବେଲ

ନୂଆଦିଲ୍ଲୀ,୨୨।୮: ଚନ୍ଦ୍ରରେ ଅବତରଣ କରିବାକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ସମୟରେ, ଇସ୍ରୋ ମିଶନ ଚନ୍ଦ୍ରୟାନ ୩ସମ୍ବନ୍ଧରେ ଏକ ଅପଡେଟ ଦେଇଛି । ଏହା ସହିତ ଇସ୍ରୋ ମଧ୍ୟ ଲ୍ୟାଣ୍ଡର ଦ୍ୱାରା ନିଆଯାଇଥିବା ଚନ୍ଦ୍ରର ନୂତନ ଫଟୋ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?