Home

ଭାରତର ସବୁଠାରୁ ବୟସ୍କ ହାତୀ ବିଜୁଳି ପ୍ରସାଦର ମୃତ୍ୟୁ

ଗୌହାଟୀ,୨୨।୮: ଆସାମର ଚା ବଗିଚାରେ ସୋମବାର ଭାରତର ସବୁଠାରୁ ବୟସ୍କ ହାତୀ ବିଜୁଳି ପ୍ରସାଦର ମୃତ୍ୟୁ ଘଟିଛି। ତାକୁ ୮୯ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ତା’ର ମୃତ୍ୟୁ ଘଟିଥିବା କୁହାଯାଉଛି। ପ୍ରସାଦର ନାମକରଣ ତା’ର ମାଲିକ ତଥା ଇଂଲଣ୍ଡର ଓଲିଭର…

ଆଉ ନିର୍ବାଚନ ଲଢିବେ ନାହିଁ ସନ୍ନି ଦେଓଲ

ଫିଲ୍ମ ‘ଗଦର-୨’ର ସଫଳତା ପରେ ଅଭିନେତା ସନ୍ନି ଦେଓଲ ଏକ ବଡ଼ ଘୋଷଣା କରିଛନ୍ତି। ସେ ଆଉ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ ବୋଲି ସେ ଘୋଷଣା କରିଛନ୍ତି। ଏକ ସାକ୍ଷାତକାରରେ ସନ୍ନି ଦେଓଲ କହିଛନ୍ତି ଯେ, ଆଉ ରାଜନୀତିରେ ମନ…

ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆଜି ଦକ୍ଷିଣ ଆଫ୍ରିକା ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୫ ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ମଙ୍ଗଳବାର ଦକ୍ଷିଣ ଆଫ୍ୟିକା ଗସ୍ତ କରିବେ। ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ସକାଳେ ଜୋହାନ୍ସବର୍ଗ ଯିବାର କାର୍ଯ୍ୟକ୍ରମ ରହିଛି। ୨୨ ରୁ ୨୪ଅଗଷ୍ଟ ମଧ୍ୟରେ ଜୋହାନ୍ସବର୍ଗରେ ବ୍ରିକ୍ସ…

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଆରଏସ୍‌, ଜାଣନ୍ତୁ ଏହା ପଛର କାରଣ

ହାଇଦ୍ରାବାଦ୍‌,୨୨।୮: ତେଲେଙ୍ଗାନାରେ ନିର୍ବାଚନ ତାରିଖ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଶାସକ ଦଳର ମୁଖ୍ୟ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର) ନିର୍ବାଚନ ପାଇଁ ବିଗୁଲକ ବଜାଇଛନ୍ତି। ନିର୍ବାଚନ ପାଇଁ…

ମାଛ ଖାଇ ଚମକୁଛନ୍ତି ଐଶ୍ୱର୍ଯ୍ୟା, ଏପରି ମନ୍ତବ୍ୟ ଦେଇ ବିବାଦରେ ବିଜୟ କୁମାର

ମୁମ୍ବାଇ,୨୧ା୮: ମହାରାଷ୍ଟ୍ରର ସିନ୍ଦେ ସରକାରରେ ଜଣେ ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ ସାମ୍ନାକୁ ଆସିଛି। ସିନ୍ଦେ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରୀ ଡକ୍ଟର ବିଜୟ କୁମାର କହିଛନ୍ତି, ମାଛ ଖାଇବା ଦ୍ୱାରା ପ୍ରସିଦ୍ଧ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଆଖି ଉଜ୍ଜ୍ୱଳ ଏବଂ ଚର୍ମ…

ସ୍ତ୍ରୀଙ୍କୁ ବଳି ଦେଲେ ସ୍ବାମୀ, ଶ୍ମଶାନରୁ ମୃତଦେହ ଜବତ କଲା ପୋଲିସ

ଲୋଇସିଂହା,୨୧ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଚମାରପଡ଼ାର ଜଣେ ତନ୍ତ୍ର ସାଧକ ମକାରୁ ମେହେର (୪୦) ତାଙ୍କ ସ୍ତ୍ରୀ ଜାନକୀ (୩୫)ଙ୍କୁ ବଳି ଦେଇଥିବା ଅଭିଯୋଗ ହୋଇଛି। ମୃତଦେହ ପଚି ବନ୍ଧ ଘରୁ ଦୁର୍ଗନ୍ଧ ବାହାରିବା ପରେ ସ୍ଥାନୀୟ ଲୋକେ ଏହା…

ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ମୋରଡ଼ା,୨୧ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଡାକୋଇ ଅଙ୍ଗନଓ୍ବାଡି କେନ୍ଦ୍ରରେ ସୋମବାର ଗ୍ରାମର ମହିଳାମାନେ ତାଲା ପକାଇଛନ୍ତି। ସୂଚନା ଅନୁଯାୟୀ, ଆଜକୁ ପ୍ରାୟ ଏକ ବର୍ଷ ତଳେ ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ସହାୟିକା ନିଯୁକ୍ତି ପାଇଁ…

ନାବାଳିକା ବଳାତ୍କାର ଅଭିଯୋଗରେ ଡେପୁଟି ଡାଇରେକ୍ଟର ଗିରଫ, ଆତିଶି କହିଲେ କେବେ ନ ଥିଲେ ମୋ ଓଏସଡି

ନୂଆଦିଲ୍ଲୀ,୨୧।୮: ନାବାଳିକା ବଳାତ୍କାର ମାମଲାରେ ଦିଲ୍ଲୀ ପୋଲିସ ଦିଲ୍ଲୀ ସରକାରଙ୍କ ଅଧିକାରୀ ଓ ତାଙ୍କ ପତ୍ନୀଙ୍କୁ ଗିରଫ କରିଛି। ମାମଲା ସାମ୍ନାକୁ ଆସିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। କେବଳ ସେତିକି ନୁହେଁ ମୁଖ୍ୟମନ୍ତ୍ରୀ ସୋମବାର…

ରାଜ୍ୟରେ ଫସଲ ବୀମା ପଞ୍ଜୀକରଣ ୨୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର,୨୧ା୮(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ଅନ୍ତର୍ଗତ ପଞ୍ଜୀକରଣ ପୂର୍ବ ବର୍ଷଗୁଡ଼ିକରେ ପ୍ରାୟ ୧୦/୧୧ ଲକ୍ଷ ଟଙ୍କା ହେଉଥିବା ବେଳେ ଚଳିତବର୍ଷ ଖରିଫରେ ଏହା ୨୩.୫୦ ଲକ୍ଷ ଟଙ୍କାକୁ ଟପି ଯାଇଛି। ୨୦୧୬ ଖରିଫଠାରୁ ରାଜ୍ୟରେ ପିଏମ୍‌ଏଫ୍‌ବିଓ୍ବାଇ କାର୍ଯ୍ୟ…

ବସ୍ତାରେ ରଖି ଶିଶୁଙ୍କୁ ଅପହରଣ କରୁଥିବା ଭାରତୀୟ ନେପାଳରୁ ଗିରଫ

କାଠମାଣ୍ଡୁ,୨୧।୮: ଦୁଇ ଶିଶୁ ଅପହରଣ ଅଭିଯୋଗରେ ନେପାଳରେ ଜଣେ ଭାରତୀୟ ନାଗରିକଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଯୁବକ ପିଲାମାନଙ୍କୁ ଅଖା ଭିତରେ ନେଇ ଯାଉଥିଲେ କିନ୍ତୁ ପିଲାମାନଙ୍କ କୋଳାହଳ ଯୋଗୁଁ ସେ ଧରାପଡିଥିଲେ। ବର୍ତ୍ତମାନ ନେପାଳ ପୋଲିସ ଅଭିଯୁକ୍ତଙ୍କୁ ପଚରାଉଚରା କରିବାରେ…

ଉତ୍ତରାଖଣ୍ଡର ଏହି ଜିଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଡେରାଡୁନ,୨୧ା୮: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରାଖଣ୍ଡର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ରୀୟ ପାଣିପାଗ ବିଭାଗ ଏକ ସତର୍କ ସୂଚନା ଜାରି କରିଛି। ପାଣିପାଗ ବିଭାଗର ଏହି ପୂର୍ବାନୁମାନ ପରେ ପ୍ରଶାସନ…

ଅଫିସିଆଲ ସିକ୍ରେଟ ଆକ୍ଟ ଅନୁଯାୟୀ ମାମଲା ଗୁଡିକର ବିଚାର ପାଇଁ ସ୍ବତନ୍ତ୍ର ଅଦାଲତ ଗଠନ, ହାଜର କରାଗଲା କୁରୈଶିଙ୍କୁ

ଇସଲାମାବାଦ,୨୧।୮: ପାକିସ୍ତାନ ସରକାର ସୋମବାର ଅଫିସିଆଲ ସିକ୍ରେଟ ଆକ୍ଟ ଅନୁଯାୟୀ କରାଯାଇଥିବା ମାମଲାର ଶୁଣାଣି ପାଇଁ ଏକ ବିଶେଷ କୋର୍ଟର ସ୍ଥାପନା କରାଯାଇଛି। ଏହାସହ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସହଯୋଗୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରୈଶିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?