Home

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ପୋଲିସ ସୁଶାନ୍ତ ସାହୁଙ୍କୁ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ପରେ…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି ଲୋକ ନିଜର ସମସ୍ୟା ଜଣାଇବାକୁ ଜିଲାପାଳଙ୍କ ପାଖକୁ ଆସିଥିଲେ। ସମସ୍ୟାର ସମାଧାନ କରିବା…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ ଦୁର୍ବୃତ୍ତଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା। ପୋଲିସ ଜମାଲପୁର କେନାଲ ବନ୍ଧ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ ପଢ଼ିବା…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଣିଷର ଦୁଇଟି କ୍ଷତାକ୍ତ ଗୋଡ଼ ପଡିରହିଥିବା ବେଳେ ମଣିଷର…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ ବିପକ୍ଷରେ ଫାଇନାଲରେ, ବିରାଟ କୋହଲି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ, ଏବଂ…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ ତାପମାତ୍ରା ରହୁଥିବା ବେଳେ ପାଣି ସମସ୍ୟା ପଡାବାସୀଙ୍କୁ ହନ୍ତସନ୍ତ କରୁଛି । ପଡାର…

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ ୨ ସାଙ୍ଗ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ୱାମୀ । ପାରିବାରିକ କଳହରୁ ଉତ୍ତ୍ୟକ୍ତ ସ୍ୱାମୀ ଏକ ଠେଙ୍ଗାରେ…

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ୨ଲକ୍ଷ ବୋହିନେଲେ ଲୋକେ, ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବୁଲନ୍ଦସହରରୁ ଏପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ଦେଖିବା ପରେ ଲୋକଙ୍କୁ କିଛି ସମୟ ପାଇଁ ସ୍ତବ୍ଧ କରିଦେଇଛି । ପଞ୍ଜୀକରଣ ପାଇଁ ଷ୍ଟାମ୍ପ ପେପର୍ କିଣିବା ପାଇଁ କୋର୍ଟହାଉସ୍ ଯାଉଥିବା ଜଣେ ଓକିଲଙ୍କଠାରୁ ଏକ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଖେଳାଳିମାନେ ସେମାନଙ୍କ ହୋଟେଲକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା; ତଥାପି,…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି। ସେଥିପାଇଁ ପାଟିରେ ଘା’ ହେଲେ ତାହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ। ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?