Home

ପାକିସ୍ତାନକୁ ସହାୟତା ଦେଉଛି ଚାଇନା

ନୂଆଦିଲ୍ଲୀ, ୨୬ା୬ : ନିୟନ୍ତ୍ରଣ ରେଖା (ଏଲ୍‌ଓସି) ନିକଟରେ ପ୍ରତିରକ୍ଷା ଭିତ୍ତିଭୂମି ନିର୍ମାଣ ଲାଗି ପାକିସ୍ତାନକୁ ଚାଇନା ସହାୟତା ଯୋଗାଇ ଦେଇଆସୁଛି। ସୀମାରେ ଯୋଗାଯୋଗ ଟାଓ୍ବାର ନିର୍ମାଣ, ଭୂତଳ କେବୁଲ ବିଛାଇବାରେ ଚାଇନା ସହାୟତା କରିବା ସହ ଡ୍ରୋନ୍‌ ଏବଂ ଲଢ଼ୁଆ…

୨ ମାଲବାହୀ ଟ୍ରେନ୍‌ ଧକ୍କା: ୧୨ ବଗି ଲାଇନଚ୍ୟୁତ

ବାଙ୍କୁରା, ୨୬ା୬ : ପଶ୍ଚିମବଙ୍ଗର ବାଙ୍କୁରା ନିକଟ ଓଣ୍ଡା ଷ୍ଟେଶନରେ ରବିବାର ଭୋର ସମୟରେ ଦୁଇଟି ମାଲ୍‌ବାହୀ ଟ୍ରେନ୍‌ ମଧ୍ୟରେ ଧକ୍କା ହେବାରୁ ୧୨ଟି ବଗି ଲାଇନଚ୍ୟୁତ ହୋଇଛି। ଷ୍ଟେଶନରେ ଗୋଟିଏ ଟ୍ରେନ୍‌ ଛିଡ଼ାହୋଇଥିବାବେଳେ ଅନ୍ୟଟି ତାକୁ ପଛରୁ ପିଟିଥିଲା। ଦୁର୍ଘଟଣାରେ…

ରୋଗୀ ପାଉନାହାନ୍ତି ମାଗଣା ଔଷଧ

କଳିଙ୍ଗନଗର,୨୬ା୬(ଶୁଭାଶିଷ ରାଉତ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦାନଗଦି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ବୋର୍ଡ ଲଗାଯାଇଛି। ଏଥିରେ ଲେଖା ଅଛି ଔଷଧ ଖର୍ଚ୍ଚର ନାହିଁ ଭୟ, ଆମେ ସାଥେ ଅଛି ନିରାମୟ। ଏଭଳି ଏକ ବୋର୍ଡମାରି ବିଭାଗ…

୧୨ ଉଗ୍ରପନ୍ଥୀଙ୍କୁ ମୁକ୍ତ କଲା ସେନା

ଇମ୍ଫାଲ, ୨୬ା୬ : ମଣିପୁରରେ ସେନା ଯବାନମାନେ ଶନିବାର ଏକ ସ୍ବତନ୍ତ୍ର ଅଭିଯାନରେ ମେଇତି ଉଗ୍ରପନ୍ଥୀ ସଂଗଠନ କଙ୍ଗଲେଇ ୟାଓ୍ବଲ କାନ୍ନା ଲୁପ୍‌ (କଓ୍ବୋଇକେଏଲ୍‌)ର ୧୨ ଜଣ ସଦସ୍ୟଙ୍କୁ ଗିରଫ କରିଥିଲେ। ଏହି ସଂଗଠନ ୨୦୧୫ର ୬ ଡୋଗ୍ରା ୟୁନିଟ୍‌ ଉପରେ…

୨୩,୦୦୦ କୋଟିର ଟିକସ ଠକେଇ

କୋଲକାତା/ଜୟପୁର,୨୬ା୬: ଭାରତର ଅନ୍ୟତମ ବୃହତ୍‌ ସିମେଣ୍ଟ ଉତ୍ପାଦନକାରୀ କମ୍ପାନୀ ‘ଶ୍ରୀ ସିମେଣ୍ଟ’ କିଛିଦିନ ହେଲା ଏକ ଭୁଲ୍‌ କାରଣକୁ ନେଇ ଚର୍ଚ୍ଚାରେ ରହିଛି। କୋଲକାତାରେ ମୁଖ୍ୟାଳୟ ଥିବା ଏହି କମ୍ପାନୀ ବିରୋଧରେ ୨୩,୦୦୦ କୋଟି ଟଙ୍କା ଟିକସ ଠକେଇର ସାଂଘାତିକ ଅଭିଯୋଗ…

ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ ଲକ୍ଷ…

ବିକାଶ ପାଇଁ ନିଶାଦ୍ରବ୍ୟ କାରବାରରେ ଲଗାମ ଅପରିହାର୍ଯ୍ୟ

ନିଶାଦ୍ରବ୍ୟ ସମାଜକୁ ପଙ୍ଗୁ କରିଦିଏ। ସମାଜ, ଦେଶ ତଥା ସମଗ୍ର ପୃଥିବୀର ବିକାଶ ପାଇଁ ନିଶାଦ୍ରବ୍ୟ କାରବାରରେ ଲଗାମ ଅପରିହାର୍ଯ୍ୟ। ଏଥିରୁ ଦୂରେଇ ରହିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଜୁନ୍‌ ୨୬ରେ ଅନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର…

୨୩ ବର୍ଷ ହେଲା ଦୀପତଳ ଅନ୍ଧାର

ଖମାର/କଣିହାଁ/ଅନୁଗୋଳ, ୨୬।୬(ରଜନୀକାନ୍ତ ମହାରଣା/ସଚ୍ଚିଦାନନ୍ଦ ପ୍ରଧାନ/ଅମିତ ସାମଲ): ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଛି। ମୁଖ୍ୟମନ୍ତ୍ରୀ ଆଖିରେ ଅନ୍ଧପୁଟୁଳି ବାନ୍ଧି ବସିଛନ୍ତି। ୨୩ ବର୍ଷର ସ୍ଥାଣୁ ସରକାରରେ ଦୀପତଳ ଅନ୍ଧାର। ଶିଳ୍ପସମୃଦ୍ଧ ଅନୁଗୋଳ ଜିଲା ଅବହେଳିତ ବୋଲି ବିଜେଡି ସରକାରଙ୍କୁ ଟାର୍ଗେଟ କରି…

ଭାରତ-ଇଜିପ୍ଟ ସମ୍ପର୍କ ‘ରଣନୀତିକ ସହଭାଗିତା’ରେ ପରିଣତ

କାଇରୋ, ୨୬ା୬(ପି.ଟି.) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଇଜିପ୍ଟ ଗସ୍ତରେ ଯାଇ ରବିବାର ରାଷ୍ଟ୍ରପତି ଅବଦେଲ, ଫତହ ଏଲ୍‌-ସିସିଙ୍କ ସହ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଆଲୋଚନାରେ ରାଜନୈତିକ ଓ ସୁରକ୍ଷା ସହଯୋଗ ବଢ଼ାଇକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା।…

ଓଡ଼ିଶା ଭାଜପା ଏମ୍‌ପି, ଜଣେ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର ଜାରି ରଖିଛନ୍ତି: ବିଜେଡି

ଭୁବନେଶ୍ବର,୨୬ା୬ (ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଗତ କିଛିଦିନ ହେଲା ରାଜ୍ୟ ଭାଜପା ନେତାମାନଙ୍କଠାରୁ କେନ୍ଦ୍ରମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ରାଜ୍ୟବାସୀଙ୍କୁ ଭ୍ରମିତ କରିଆସୁଛନ୍ତି। ଅତୀତରେ ଓଡ଼ିଶାର ଭାଜପା ଏମ୍‌ପି ଏବଂ ରାଜ୍ୟର ଜଣେ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର କରି…

ଗଞ୍ଜେଇ ଚାଷ କରୁଥିବା ୫ ଡାକ୍ତରୀ ଛାତ୍ର ଗିରଫ

ଶିବମୋଗା, ୨୬ା୬ : କର୍ନାଟକର ଶିବମୋଗାରେ ଗଞ୍ଜେଇ ଚାଷ କରିବା ସହ ଚୋରା କାରବାର କରିବା ଅଭିଯୋଗରେ ୫ ଜଣ ଡାକ୍ତରୀ ଛାତ୍ରଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣ ଏକ ଭଡ଼ାଘରେ ରହୁଥିଲେ। ସେମାନେ ଘର ଭିତରେ ଗଞ୍ଜେଇ…

କୁସ୍ତି ମହାସଂଘ ନିର୍ବାଚନ ସ୍ଥଗିତ

ଗୁଆହାଟୀ/ନୂଆଦିଲ୍ଲୀ,୨୬ା୬ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ପୂର୍ବ ନିର୍ଦ୍ଧାରିତ ତାରିଖ ଜୁଲାଇ ୧୧ରେ ଅନୁଷ୍ଠିତ ହେବ ନାହିଁ। ଆସାମ କୁସ୍ତି ସଂଘ (ଏଡବ୍ଲ୍ୟୁଏ) ପକ୍ଷରୁ ଦାଖଲ ଏକ ଆବେଦନକ୍ରମେ ରବିବାର ଗୁଆହାଟୀ ହାଇକୋର୍ଟ ଏହି ବହୁପ୍ରତୀକ୍ଷିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri