ଅକ୍ଟୋବର ୪ରୁ ବଢ଼ିବ ଓମ୍ଫେଡ୍ କ୍ଷୀର ଦର, ଲିଟର ପିଛା….
ଭୁବନେଶ୍ୱର,୨।୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ…
କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍: ଅଚାନକ ମିଳିଲା..
ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି ଅଷ୍ଟ୍ରେଲିଆ ଟେଷ୍ଟ ଦଳକୁ ଫେରିଛନ୍ତି ବାମହାତୀ ବ୍ୟାଟର ନିକ ମ୍ୟାଡିନସନ। ତାଙ୍କ ସହ…
ଟିଏମ୍ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା ପାଇଁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଷ୍ଟିସ ଏମ୍ଏମ୍ ସୁନ୍ଦ୍ରେଶ…
କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ
ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ପାଇଁ ଅଧିକ କଡ଼ା ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହାର ଉଦ୍ଦେଶ୍ୟ…
ହାଇଭୋଲଟେଜ୍ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…
ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ ଖେଳୁଥିବା ପନ୍ତ ବ୍ୟାଟିଂରେ ବିଶେଷ ପ୍ରଭାବ ପକାଇପାରି ନ ଥିଲେ। ତେବେ ତାଙ୍କ…
ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା
ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ ଶତାବ୍ଦୀର ସେହି କାଳଖଣ୍ଡରେ, ଯେତେବେଳେ ସମଗ୍ର ବିଶ୍ୱ ଯାନ୍ତ୍ରିକ ସଭ୍ୟତା ଓ ପୁଞ୍ଜିବାଦର…
ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ
ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ଜାପାନର ୟୁରି ନକାଜାତୋଙ୍କ ବିପକ୍ଷରେ କଡ଼ା ସଂଘର୍ଷ…
ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର
ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି । ଚଳିତ ରୁତୁରେ ଦ୍ବିତୀୟବାର ଜଳଭଣ୍ଡାରର ଜଳସ୍ତର ଏହାର ସର୍ବୋଚ୍ଚ ଜଳଧାଣ କ୍ଷମତା…
୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍
ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। କୀର୍ତ୍ତି, କୁମକୁମ ଓ ଅଙ୍କିତାଙ୍କ ଦମଦାର…
ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….
ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍ ସାମିଲ କରିଛନ୍ତି, ଯାହାଙ୍କ ସହ ରୁଷିଆର ଭଲ ଓ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରହିଛି । ଏହାସହ…
ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍ ପଣ୍ଡିତ
ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ ଊର୍ଦ୍ଧ୍ୱ ପିଲା ପଢ଼ୁଥିବାବେଳେ ଧୀରେ ଧୀରେ ପିଲାଙ୍କ ସଂଖ୍ୟାରେ ହ୍ରାସ ପାଇ ୪ବର୍ଷ…
ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା
ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଭାଜପା ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଦେଇଥିବା…

