ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ
ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ରେ ଆମେରିକା ଓ ଇରାନ୍ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ ନୌସେନା ଏହି ଜଳପଥ ଦେଇ ମଧ୍ୟପ୍ରାଚ୍ୟର ସମସ୍ତ ଇରାନୀୟ ବନ୍ଦରକୁ ବନ୍ଦ କରିଦେଇଥିବାବେଳେ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!
ନୂଆଦିଲ୍ଲୀ,୧୪।୪: ଆଇପିଏଲ୍ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍ ମ୍ୟାନେଜମେଣ୍ଟ ଉପରେ ଅସନ୍ତୁଷ୍ଟ ଥିବା ଖବର ସାମ୍ନାକୁ ଆସିଛି। ରାଜସ୍ଥାନ ରୟାଲ୍ସର ଏହି ଓପନର…
ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…
ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ ନାହିଁ। ସମସ୍ତ ରିଫାଇନାରୀ ସେମାନଙ୍କର ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ଏହା ବ୍ୟତୀତ,…
ବାଇକ୍ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍ଅପ୍: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…
ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି): ପିକ୍ଅପ୍ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍.ଏଚ୍ ୫୭ ର ଟୋଲଗେଟ ନିକଟରେ। ସୂଚନା ମୁତାବକ, ଡୁମ୍ବେରବାହାଲ ଗାଁର ରମାକାନ୍ତ ନାଏକ ନିଜ ସ୍ତ୍ରୀ ଓ…
୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…
ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ଅପରପକ୍ଷେ ଭାଜପା ନେତା ସମ୍ରାଟ ଚୌଧୁରୀଙ୍କୁ ବିହାରର…
୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!
ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ମଧ୍ୟରେ…
ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ
ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି ୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଆହତ ହୋଇଥିବା ପୋଲିସ କହିଛି।…
ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…
୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ କରାଯାଇଥିଲା। ଏହା ତାଙ୍କୁ ରାଜ୍ୟରେ ଦଳର ପ୍ରଥମ ମୁଖ୍ୟମନ୍ତ୍ରୀ ହେବାର ପଥ ପ୍ରଶସ୍ତ…
ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ
ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି ଅନେକ କିମ୍ବଦନ୍ତୀ ହାସଲ କରିପାରି ନାହାଁନ୍ତି। ସେ ଇଣ୍ଡିଆନ ପ୍ରିମିୟର ଲିଗର ୧୯…
୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?
ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ ଚୌଧୁରୀ ଏବେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି।…
ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ
ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର ଦେଇଛନ୍ତି। ମଙ୍ଗଳବାର NDA ବିଧାନସଭା ମଧ୍ୟ ବୈଠକ ହୋଇଛି। ଏଥିରେ ସମ୍ରାଟ ଚୌଧୁରୀଙ୍କୁ…
ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା
ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର ସହରରେ ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ତୋଲ, ଝାଞ୍ଜ…
Archives


