Home

ଡେଟା ସେଣ୍ଟର ବ୍ୟବସାୟରେ ରିଲାଏନ୍ସ

ଭୁବନେଶ୍ୱର,୨୭।୭: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ପ୍ରତିଷ୍ଠାନ ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌) ପକ୍ଷରୁ ନିକଟରେ ବ୍ରୁକ୍‌ଫିଲ୍‌ଡ ଇନ୍‌ଫ୍ରାଷ୍ଟ୍ରକ୍ଚର ଓ ଡିଜିଟାଲ ରିଆଲିଟି ସହ ଦ୍ୱିପାକ୍ଷିକ ସହଭାଗିତା ଓ ନିବେଶ ଆଦି ସମ୍ପର୍କରେ ଘୋଷଣା କରାଯାଇଥିଲା। ବିଶେଷକରି ଭାରତରେ ଡାଟା ସେଣ୍ଟର…

ଓଡ଼ିଶାରେ ଜିଓର ୭୭୫୬-୫ଜି ବିଟିଏସ୍‌

ଭୁବନେଶ୍ୱର ,୨୭।୭: ଦେଶର ପ୍ରମୁଖ ୫ଜି ଟେଲିକମ୍‌ କମ୍ପାନୀଗୁଡିକ ୨୦୨୩ ଜୁଲାଇ ୭ ସୁଦ୍ଧା ମୋଟ ୨,୮୧,୯୪୮ଟି ୫ଜି ବିଟିଏସ୍‌ ସ୍ଥାପନ କରିଥିବା ଦୂରସଞ୍ଚାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବୁଧବାର ସଂସଦରେ ଏ ନେଇ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଛି। ୨୦୨୩…

ଗୋପାଳଙ୍କ ପାଇଁ ନିଯୁକ୍ତ ହେଲେ ସରକାରୀ ଓକିଲ

ସମ୍ବଲପୁର,୨୭।୭(ଶୁଭାଶିଷ ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ବୁଧବାର ଅଭିଯୁକ୍ତ ଗୋପାଳ ଦାସଙ୍କୁ କଡ଼ା ସୁରକ୍ଷା ବଳୟରେ ଝାରସୁଗୁଡ଼ା ଜିଲା ଜଜ୍‌ ଦିଗମ୍ବର ପୃଷ୍ଟିଙ୍କ ନିକଟରେ ହାଜର କରାଯାଇଥିଲା। ଅଭିଯୁକ୍ତ ଗୋପାଳ କୋର୍ଟ ଦ୍ୱାରରେ ମୁଣ୍ଡିଆ ମାରି ଭିତରକୁ…

କାର୍ଯ୍ୟକ୍ଷେତ୍ରରେ କର୍ମଚାରୀଙ୍କ ଆବଶ୍ୟକତାକୁ ଗୁରୁତ୍ୱ

ଭୁବନେଶ୍ୱର,୨୭।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ବାଣିଜ୍ୟକ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଥାଏ। ବିଶେଷକରି କମ୍ପାନୀରେ କାର୍ଯ୍ୟରତ ସବୁ ବର୍ଗର କର୍ମଚାରୀଙ୍କ ପାଇଁ…

ପ୍ରବଳ ବର୍ଷା: ମାଲକାନଗିରି ଜଳବନ୍ଦୀ

ମାଲକାନଗିରି,୨୭।୭ (ଦୁର୍ଯ୍ୟୋଧନ ପାତ୍ର)/ ପୋଟେରୁ(ସୌରଭ ମଣ୍ଡଳ)/କାଲିମେଳା/ଜୀବନ ଦାସ/କୁଡୁମୁଲୁଗୁମ୍ମା,(ସୁଜିତ ପଟ୍ଟନାୟକ)/ବାଲିମେଳା (ଶିବଦତ୍ତ ସାହୁ) କମାଲକାନଗିରି ଜିଲାରେ ମଙ୍ଗଳବାରଠାରୁ ପୁଣି ପ୍ରବଳ ବର୍ଷା ଆରମ୍ଭ ହୋଇଛି। ଫଳରେ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ୩୨୬ ନମ୍ବର ଜାତୀୟ ରାଜପଥ କାଙ୍ଗୁରୁକୋଣ୍ଡା,…

ସ୍କୁଲରେ ସ୍ମାର୍ଟଫୋନ୍‌ ନିଷିଦ୍ଧ କରାଯାଉ: ୟୁନେସ୍କୋ

ଲଣ୍ଡନ,୨୭।୭: ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ର ସ୍ମାର୍ଟଫୋନ୍‌ ବ୍ୟବହାର କରିବା ଦ୍ୱାରା ଶ୍ରେଣୀଗୃହରେ ସେମାନଙ୍କ ପାଠପଢ଼ା ବ୍ୟାହତ ହେଉଛି। ଏହାକୁ ଦୂର କରି ଶିକ୍ଷାରେ ଉନ୍ନତି ଆଣିବା ଏବଂ ପିଲାଙ୍କୁ ଅନ୍‌ଲାଇନ ଠକାମିରୁ ସୁରକ୍ଷା ଦେବା ନିମନ୍ତେ ଶିକ୍ଷାନୁଷ୍ଠାନଗୁଡ଼ିକରେ ସ୍ମାର୍ଟଫୋନ୍‌ ବ୍ୟବହାର ଉପରେ ନିଷିଦ୍ଧାଦେଶ…

୫୫.୬୦ ଲକ୍ଷ କ୍ଷତି ସହିଲାଣି ରେଲ୍‌ଓ୍ବେ

ନୂଆଦିଲ୍ଲୀ,୨୭।୭: ୨୦୧୯ରେ ଦେଶରେ ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳ ଆରମ୍ଭ ହେବା ପରଠୁ ଟେକାମାଡ଼ ଯୋଗୁ ରେଲ୍‌ଓ୍ବେକୁ ୫୫.୬୦ ଲକ୍ଷ ଟଙ୍କାର କ୍ଷତି ସହିବାକୁ ପଡ଼ିଲାଣି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବୁଧବାର ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏହା…

ଅନାସ୍ଥା ଭାଙ୍ଗିଥିଲା ୩ ସରକାର

ନୂଆଦିଲ୍ଲୀ,୨୭ା୭: ଅତୀତରେ ଲୋକ ସଭାରେ ୨୭ ଥର ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ସେଗୁଡ଼ିକ ଗୃହରେ କାଟ୍‌ ଖାଇଥିଲା ଅଥବା ଅମୀମାଂସିତ ରହିଥିଲା। କିନ୍ତୁ ୩ ଥର ଭୋଟିଂ ବେଳେ ସରକାର ନିଜ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇ ପାରି ନ ଥିଲେ।…

ମହିଳା ସଂରକ୍ଷଣ ବିଲ୍‌ ଗୃହୀତ ହେଲେ ୬୬ କୋଟି ମହିଳା ସଶକ୍ତ ହେବେ: ସସ୍ମିତ

ନୂଆଦିଲ୍ଲୀ,୨୭।୭: ବିଜୁ ଜନତା ଦଳ (ବିଜେଡି) ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ଗୃହୀତ କରାଇବା ପାଇଁ ଦାବି କରିଆସୁଛି। ରାଜ୍ୟ ସଭାର ବିଜେଡି ସଦସ୍ୟ ସସ୍ମିତ ପାତ୍ର ବୁଧବାର ଉକ୍ତ ଦାବିକୁ ଦୋହରାଇ କହିଛନ୍ତି, ଏହି ବିଲ୍‌ ପାରିତ ହେଲେ ଭାରତର…

ଲୋକ ସଭାରେ ବନ ସଂରକ୍ଷଣ ବିଲ୍‌ ପାରିତ

ନୂଆଦିଲ୍ଲୀ,୨୭ା୭ : ଲୋକ ସଭାରେ ବୁଧବାର ବନ ସଂରକ୍ଷଣ ବିଲ୍‌ ଗୃହୀତ ହୋଇଛି। ଏହି ବିଲ୍‌ ଆଇନରେ ପରିଣତ ହେଲେ ବନ ବିଭାଗର ମଞ୍ଜୁରୀ ବିନା ଜଙ୍ଗଲ ଜମିକୁ ପର୍ଯ୍ୟଟନ ଆଦି ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ବ୍ୟବହାର ପାଇଁ ସୁଯୋଗ ସୃଷ୍ଟି…

ରାଜପଥ ପାର୍ଶ୍ୱରେ ବାଉଁଶ ତିଆରି ବାହୁବଲୀ ବାଡ଼ କରାଯିବ: ଗଡ଼କରୀ

ନୂଆଦିଲ୍ଲୀ,୨୭।୭: ଦେଶର ଏକ୍ସପ୍ରେସ୍‌ଓ୍ବେ ଓ ଜାତୀୟ ରାଜପଥଗୁଡ଼ିକର ପାର୍ଶ୍ୱରେ ବାଉଁଶ ତିଆରି ‘ବାହୁବଲୀ’ ବାଡ଼ କରାଯିବ ବୋଲି ବୁଧବାର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାସ୍ତାକଡ଼ରେ ଦିଆଯାଉଥିବା ଷ୍ଟିଲ୍‌…

ଉଦ୍ଭିଦଭିତ୍ତିକ କ୍ଷୀରଠାରୁ ଗାଈ କ୍ଷୀରରେ ଅଧିକ ପ୍ରୋଟିନ୍‌

ନୂଆଦିଲ୍ଲୀ: ଅଧିକାଂଶ ଉଦ୍ଭିଦଭିତ୍ତିକ କ୍ଷୀରରେ ଗାଈ କ୍ଷୀର ଅପେକ୍ଷା କମ୍‌ ପରିମାଣର ପ୍ରୋଟିନ ଥାଏ। ଏଥିରେ ପ୍ରାୟ ଏକ ତୃତୀୟାଂଶ କ୍ୟାଲସିୟମ ଏବଂ ଭିଟାମିନ୍‌ ଡି’ର ଅଭାବ ରହିଥାଏ। ଉଦ୍ଭିଦଭିତ୍ତିକ କ୍ଷୀରରେ ମୁଖ୍ୟତଃ ୪ ମିନେରାଲ ଫସ୍‌ଫରସ୍‌, ମ୍ୟାଗ୍ନେସିୟମ୍‌, ଜିଙ୍କ୍‌ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri