Home

ମାଧ୍ୟମିକ ସ୍କୁଲରେ ନିଯୁକ୍ତି ପାଇଲେ ୩୨୫ ଶିକ୍ଷକ

ଭୁବନେଶ୍ୱର,୨୭।୭(ଅନିଲ ଦାସ)ରାଜ୍ୟର ବିଭିନ୍ନ ସ୍କୁଲରେ ୩୨୫ ଜଣ ଟ୍ରେଣ୍ଡ ଗ୍ରାଜୁଏଟ ଟିଚର(ଟିଜିଟି) ଯୋଗ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଲୋକସେବା ଭବନରେ ବୁଧବାର ଅନୁଷ୍ଠିତ ନିଯୁକ୍ତି ପର୍ବରେ ଏହି ଶିକ୍ଷକମାନେ ଯୋଗ ଦେଇଛନ୍ତି। ସେମାନେ ୨୧ଟି ବିଷୟରେ ଶିକ୍ଷାଦାନ…

ସ୍ତ୍ରୀ, ଶାଶୁ, ଶ୍ୱଶୁରଙ୍କୁ ହତ୍ୟା

ଗୁଆହାଟୀ,୨୭।୭: ଆସାମ ଗେଲାଘାଟରୁ ବୁଧବାର ଏକ ଟ୍ରିପଲ ମର୍ଡର ସାମ୍ନାକୁ ଆସିଛି। ନାଜିବୁର ରହମାନ ନାମକ ମେକାନିକାଲ ଇଞ୍ଜିନିୟର ସ୍ତ୍ରୀ ସଂଘମିତ୍ରା ଘୋଷ ଓ ଶାଶୁ, ଶ୍ୱଶୁରଙ୍କୁ ହତ୍ୟା କରିବା ପରେ ୯ ମାସର ଶିଶୁକୁ ନେଇ ଥାନାରେ ଆତ୍ମସମର୍ପଣ କରିଛନ୍ତି।…

ମଣିପୁରରେ ୨ ବସ୍‌ ଜାଳିଦେଲେ

ଇମ୍ଫାଲ,୨୭।୭: ମଣିପୁରରେ ଜାତିଆଣ ହିଂସା ଥମିବାର ନାଁ ନେଉନାହିଁ। କାଙ୍ଗପୋକ୍‌ପି ଜିଲାରେ ସୁରକ୍ଷାକର୍ମୀଙ୍କ ଯାତାୟାତରେ ବ୍ୟବହାର ହେଉଥିବା ଦୁଇଟି ବସ୍‌କୁ ଉତ୍ତ୍ୟକ୍ତ ଲୋକେ ଜାଳ ଦେଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ବସ୍‌ଗୁଡ଼ିକ ଦିମାପୁରରୁ ସପୋରମେଇନା ଆସୁଥିବାବେଳେ କେତେଜଣ ଲୋକ ଗାଡ଼ିକୁ ଅଟକାଇଥିଲେ। ସେମାନେ…

ନା ପରେ ବି ମନ ମାନୁନି

ନୂଆଦିଲ୍ଲୀ,୨୭ା୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟ ସଞ୍ଜୟ କୁମାର ମିଶ୍ରାଙ୍କ ଲଗାତର କାର୍ଯ୍ୟକାଳ ବୃଦ୍ଧିକୁ ବେଆଇନ ଦର୍ଶାଇ ଜୁଲାଇ ୩୧ରେ ପଦ ଛାଡ଼ିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଅବଧି ପୂରିବାକୁ ଆଉ ୫ ଦିନ ବାକି ଥିବାବେଳେ ସଞ୍ଜୟଙ୍କୁ ଇଡି…

୧୬ରୁ ଘରୋଇ ବସ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର,୨୭।୭(ଅନିଲ ଦାସ)ମୋ ବସ୍‌ ଚଳାଚଳକୁ ନେଇ ଘରୋଇ ବସ୍‌ ମାଲିକ ଚିନ୍ତାରେ ପଡ଼ିଛନ୍ତି। ସହରାଞ୍ଚଳ ଛାଡି ବିଭିନ୍ନ ସ୍ଥାନକୁ ମୋ ବସ୍‌ ସେବା ଯୋଗାଇ ଦିଆଯିବା ଫଳରେ ସେମାନେ ରୋଜଗାର ହରାଇବାକୁ ବସିଲେଣି। ଯାତ୍ରୀମାନେ ମୋ ବସ୍‌କୁ ଅଧିକ ପସନ୍ଦ କରୁଛନ୍ତି।…

ମାଧ୍ୟମିକ ଶିକ୍ଷାରେ ଓଡ଼ିଶାର ଡ୍ରପ୍‌ ଆଉଟ୍‌ ହାର ସର୍ବାଧିକ

ଭୁବନେଶ୍ୱର,୨୭।୭(ଅନୁରାଧା ମହାରଣା)ମାଧ୍ୟମିକ ଶିକ୍ଷାରେ ଓଡ଼ିଶାରେ ସର୍ବାଧିକ ପିଲା ଅଧାରୁ ପାଠପଢ଼ା ଛାଡୁଛନ୍ତି। କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ରାଜ୍ୟ ସଭାରେ ଏପରି ତଥ୍ୟ ରଖିଛନ୍ତି। ଉକ୍ତ ତଥ୍ୟ ଅନୁସାରେ, ଜାତୀୟ ଡ୍ରପ୍‌ ଆଉଟ୍‌ ରେଟ୍‌ ବା ଜାତୀୟ ସ୍ତରରେ ଅଧାରୁ…

୫-ଟିକୁ ଟୋନି ବ୍ଲେୟାରଙ୍କ ପ୍ରଶଂସା

ଭୁବନେଶ୍ୱର,୨୭।୭(ଅନିଲ ଦାସ)ବ୍ରିଟେନ୍‌ର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ଓଡ଼ିଶାର ଆର୍ଥିକ ବିକାଶ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ୨୦୨୩…

ଭିଭିଆଇପି ଗଛ ଲାଗି ଖର୍ଚ୍ଚ ୧୨ ଲକ୍ଷ

ଭୋପାଳ,୨୭।୭: ମଧ୍ୟପ୍ରଦେଶ ସରକାର ଦେଶର ପ୍ରଥମ ଭିଭିଆଇପି ଗଛର ଦେଖାଶୁଣା ଲାଗି ବର୍ଷକୁ ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ସାଞ୍ଚତ୍ ବୁଦ୍ଧିଷ୍ଟ କମ୍ପ୍ଲେକ୍ସଠାରୁ ୫ କି.ମି. ଦୂରରେ ଅର୍ଥାତ୍‌ ଭୋପାଳ ଓ ବିଦିଶା ଟାଉନ୍‌ର ମଝାମଝି ଅଞ୍ଚଳରେ ଲଗାଯାଇଥିବା ଓସ୍ତ…

ଅନାସ୍ଥା ମୁହଁ ଖୋଲାଇବ

ନୂଆଦିଲ୍ଲୀ,୨୭ା୭(ପି.ଟି.) : ବିରୋଧୀ ଦଳଗୁଡ଼ିକର ବାରମ୍ବାର ଦାବି ସତ୍ତ୍ୱେ ମଣିପୁର ହିଂସା ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାର୍ଲାମେଣ୍ଟରେ ଏଯାଏ କୌଣସି ବିବୃତି ଦେଇନାହାନ୍ତି। ଶେଷରେ ଏହି ସ୍ପର୍ଶକାତର ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ବୁଧବାର ଲୋକ ସଭାରେ କେନ୍ଦ୍ର ସରକାରଙ୍କ ବିରୋଧରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ଓଡ଼ିଶାର ଆର୍ଥିକ ବିକାଶ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୨୦୨୩…

ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ମାରିବା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୨୬ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଯାହାକୁ ସାତ ଜନ୍ମର ଜୀବନସାଥୀ କରିବାକୁ ହୋମନିଆଁରେ ଶପଥ ନେଇଥିଲେ ସ୍ବାମୀ ସେହି ଜୀବନସାଥୀଙ୍କୁ ପେଟ୍ରୋଲ ଢାଳି ନିଆଁରେ ପୋଡ଼ି ମାରି ଏବେ ଜେଲ୍‌ ହାଜତକୁ ଗଲେ ନୃଶଂସ ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ…

ଅଗଷ୍ଟ ୧୬ରୁ ରାଜ୍ୟବ୍ୟାପୀ ଘରୋଇ ବସ୍‌ ଧର୍ମଘଟ

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ମୋ ବସ୍‌ ଚଳାଚଳକୁ ନେଇ ଘରୋଇ ବସ୍‌ ମାଲିକ ଚିନ୍ତାରେ ପଡ଼ିଛନ୍ତି। ସହରାଞ୍ଚଳ ଛାଡ଼ି ବିଭିନ୍ନ ସ୍ଥାନକୁ ମୋ ବସ୍‌ ସେବା ଯୋଗାଇ ଦିଆଯିବା ଫଳରେ ସେମାନେ ରୋଜଗାର ହରାଇବାକୁ ବସିଲେଣି। ଯାତ୍ରୀମାନେ ମୋ ବସ୍‌କୁ ଅଧିକ ପସନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri