Home

ଟ୍ରମ୍ପଙ୍କ ‘ପ୍ରକୃତ ବନ୍ଧୁତା’ କଥାରେ ପାକିସ୍ତାନ ଖୁସି ହେବା ଉଚିତ ନୁହେଁ! ଇରାନ ଖୋଲିଲା ଆମେରିକା ଡାଏରୀ

ତେହରାନ,୧।୬: ଆମେରିକା ପାକିସ୍ତାନକୁ ‘ପ୍ରକୃତ ବନ୍ଧୁ’ ବୋଲି ବର୍ଣ୍ଣନା କରିଛି। ଦୁଇ ରାଷ୍ଟ୍ର ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ଦୃଷ୍ଟିରେ ରଖି, ଇରାନ ଇସଲାମାବାଦକୁ ଏକ ଚେତାବନୀ ଦେଇଛି। ଫିନଲ୍ୟାଣ୍ଡରେ ଥିବା ଇରାନୀ ଦୂତାବାସର ସରକାରୀ X (ପୂର୍ବରୁ ଟୁଇଟର) ଆକାଉଣ୍ଟରୁ ଶେୟାର…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା ନିମ୍ନମାନର କାର୍ଯ୍ୟ ହୋଇଥିବା ଯୋଗୁ ଝଡ଼ବତାସରେ ତୋରଣ ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି।…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ପ୍ରାୟତଃ ସମଗ୍ର…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା ଘଟିଥିଲା। ଅଗ୍ନିକାଣ୍ଡ ସମୟରେ ସମସ୍ତ ଖେଳାଳି ବସ ଭିତରେ ଥିଲେ। ସୂଚନା ଅନୁଯାୟୀ,…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି ଏହି ସଫଳତା ହାସଲ କରିଛନ୍ତି। ସେହିପରି ଆରୋହୀ ଦେଶପାଣ୍ଡେ ଏହି ପରୀକ୍ଷାରେ ମହିଳା…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଟାଇଟଲ ମୁକାବିଲା ଦେଖିବା ପାଇଁ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉପସ୍ଥିତ ଥିଲେ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ ଭୂତଳଜଳସ୍ତର ବୃଦ୍ଧି କରିବା ସକାଶେ ଆଇଏଏସ୍‌ ଅଧିକାରୀ ତଥା ତାମିଲନାଡୁ ତିରୁଭାଲ୍ଲାର ଜିଲାର…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ ଭଲ ଦରବ ନିଜ ଭିତରେ ବାଣ୍ଟିନେଇ ଅସୁରଙ୍କୁ ଠକି ଦେଇଥିଲେ। ସେଥିପାଇଁ ସୁର-ଅସୁର…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛି। ଯେତେବେଳେ ସମଗ୍ର ଭାରତରେ ସମବାୟ ସମିତିଗୁଡ଼ିକୁ ସମାବେଶୀ…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ପଦ ଛାଡିବାର ନିଷ୍ପତ୍ତି ପଛରେ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା। ଇରାନ ଅଣୁଅସ୍ତ୍ରର ବିକାଶ କରିବ ନାହଁି ବୋଲି ଗ୍ୟାରେଣ୍ଟି ଦେଇଥିବା ଆମେରିକା…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ତେବେ ଏହି ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପାଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?