ସହରରେ କୃତ୍ରିମ ବନ୍ୟା, ଜଳବନ୍ଦୀ ନେଇ ଆକ୍ସନପ୍ଲାନ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଜୁନ ମାସରେ ସାଧାରଣତଃ ଓଡ଼ିଶାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ଆଗମନ ହୋଇଥାଏ। ମେ’ ମାସ ଚାଲିଥିବାବେଳେ ମୌସୁମୀ ପୂର୍ବରୁ ସହରାଞ୍ଚଳରେ କିପରି ଜଳବନ୍ଦୀ ଓ କୃତ୍ରିମ ବନ୍ୟା ସ୍ଥିତିକୁ ଏଡାଯିବ, ସେନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ଆକ୍ସନପ୍ଲାନ…
ଆଗକୁ ବର୍ଷା, ନାଳ ସଫା କରୁନି ପୌର ପରିଷଦ
ନବରଙ୍ଗପୁର,୧୨।୫(ବି.ପ୍ର.): କିଛିଦିନ ମଧ୍ୟରେ ବର୍ଷା ଆରମ୍ଭ ହୋଇଯିବ। ନବରଙ୍ଗପୁର ସହରର ବିଭିନ୍ନ ଓ୍ବାର୍ଡରେ ନାଳ ସଫା କରାଯାଇନାହିଁ। ଫଳରେ ଅଳ୍ପ ବର୍ଷାରେ ମଧ୍ୟ ପାଣି ଜମି ରାସ୍ତାରେ ଭାସିବା ଆଶଙ୍କା ରହିଛି। ସଫେଇ ଦାୟିତ୍ୱ ପୌର ପ୍ରଶାସନ ଏକ ଘରୋଇ ସଂସ୍ଥାକୁ…
ରାସ୍ତା କାର୍ଯ୍ୟର ସୂଚନାଫଳକ ନ ଥିବାରୁ ଘଟୁଛି ଦୁର୍ଘଟଣା
କୋରୁକୋଣ୍ଡା, ୧୨ା୫(ଡି.ଏନ. ଏ.): ମାଲକାନଗିରି ଜିଲା ସଦରରୁ ବାଲିମେଳା ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ବହୁ ସଂଖ୍ୟାରେ ଗାଡିମୋଟର ଚଳାଚଳ କରେ। ବୁଧବାରଠାରୁ ପୋଟ୍ରେଲ ଛକଠାରୁ ଶିରାଗୁଡ଼ା ଛକ ମଧ୍ୟରେ ଥିବା ଏକ ଛୋଟ ଘାଟିକୁ କାଟି ସମତୁଲ କରିବା କାର୍ଯ୍ୟ…
ଚମ୍ପେଇତର ମିଳୁନି ଉଚିତ ମୂଲ୍ୟ
ମାଥିଲି,୧୨ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଚମ୍ପେଇତର ଉଚିତ ମୂଲ୍ୟ ଲୋକଙ୍କୁ ମିଳୁନାହିଁ। ଏନେଇ ବଜାର ସୁବିଧା ନ ଥିବାରୁ ଲୋକେ ଦଲାଲଙ୍କ ଶିକାର ହେଉଛନ୍ତି। ଦିନ ସାରା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଲୋକେ ଆମ୍ବ ସଂଗ୍ରହ କରି ସେଥିରୁ ଚମ୍ପେଇତ…
ମୋବାଇଲ ବ୍ୟବହାର ନେଇ ପାହାଡ଼ ଚଢ଼ା
ମାଲକାନଗିରି,୧୨ା୫(ଡି.ଏନ୍.ଏ.): ଦେଶକୁ ଡିଜିଟାଲ କରି ସମସ୍ତେ ଡିଜିଟାଲ ହେବାର ସ୍ବପ୍ନ ଦେଖୁଥିବା ବେଳେ କେନ୍ଦ୍ର ସରକାରଙ୍କ ଏହି ଯୋଜନା ମାଲକାନଗିରି ଜିଲାରେ ଅପହଞ୍ଚ ହୋଇ ରହିଛି। ଜିଲାର ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳରେ ମୋବାଇଲ ବ୍ୟବହାର କରିବାକୁ ହେଲେ ଲୋକଙ୍କୁ ଚଢ଼ିବାକୁ…
ଗ୍ରାମବାସୀଙ୍କ ଦାବି ମୁତାବକ କାର୍ଯ୍ୟ ଆରମ୍ଭ କଲା ପ୍ରଶାସନ
ଦଶମନ୍ତପୁର,୧୨ା୫( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁର୍କାର ପଞ୍ଚାୟତ ଅଧୀନ ଖଣି ପ୍ରଭାବିତ ଅଞ୍ଚଳର କଡିଙ୍ଗାମାଳି ପାହାଡ଼ ପାଦଦେଶରେ ଥିବା ମାଳିଚେମା ଗ୍ରାମର ବିକାଶ ନେଇ ବହୁ ଦାବି କରିବା ପରେ ଏବେ ପ୍ରଶାସନ ଗ୍ରାମର ବିକାଶ ଲାଗି…
ସମଲିଙ୍ଗୀ ବିବାହ ମାମଲା ରାୟ ସଂରକ୍ଷିତ
ନୂଆଦିଲ୍ଲୀ,୧୨ା୫(ପି.ଟି.): ସମଲିଙ୍ଗୀ ବିବାହକୁ ଆଇନଗତ ବୈଧତା ପ୍ରଦାନ ଦାବିରେ ଏକାଧିକ ପିଟିଶନର ଶୁଣାଣି କରି ସୁପ୍ରିମକୋର୍ଟ ଗୁରୁବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ଉକ୍ତ ମାମଲା ଉପରେ ୧୦…
୨ ଏକର ଲେଖାଏ ଜମି ନିରୂପଣ ନିଷ୍ପତ୍ତି: ଖୋଲିବ ୭୯ ନୂଆ ଲ୍ୟାମ୍ପସ୍
ରାୟଗଡ଼ା(ସ୍ବ.ପ୍ର.)/ରାୟଗଡ଼ା ଅଫିସ,୧୨ା୫: ରାୟଗଡ଼ା ଜିଲାରେ ୭୯ଟି ନୂତନ ଲ୍ୟାମ୍ପସ୍ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ପ୍ରତି ଦୁଇଟି ପଞ୍ଚାୟତକୁ ନେଇ ଗୋଟିଏ ଲେଖାଏ ଲ୍ୟାମ୍ପସ୍ ଗଠନ କରି କୃଷିଜନିତ ସମସ୍ୟା ଦୂରୀକରଣ କରିବା ପାଇଁ ସରକାର ଏଭଳି ନିଷ୍ପତ୍ତିନେଇଛନ୍ତି।…
ସମଲିଙ୍ଗୀ ସମ୍ପର୍କରେ ମୁହଁ ଖୋଲିଲେନି ନବୀନ
ନୂଆଦିଲ୍ଲୀ/ଭୁବନେଶ୍ୱର, ୧୨ା୫: ଦେଶରେ ସମଲିଙ୍ଗୀ ବିବାହକୁ ଆଇନତଃ ସ୍ବୀକୃତି ପ୍ରଦାନ କରିବା ନେଇ ବିଭିନ୍ନ ବର୍ଗରୁ ଦାବି ହୋଇ ଆସୁଛି। ଗୁରୁବାର ଏପ୍ରସଙ୍ଗରେ ବିଜେଡିର କ’ଣ ଆଭିମୁଖ୍ୟ ରହିଛି ବୋଲି ଗଣମାଧ୍ୟମ ପ୍ରତିନିଧିଙ୍କ ଦ୍ୱାରା କରାଯାଇଥିବା ପ୍ରଶ୍ନ ଉପରେ ମୁଖ୍ୟମନ୍ତ୍ରୀ ନବୀନ…
ଜଙ୍ଗଲ ପାର୍ଶ୍ୱ ଗ୍ରାମରେ ଲାଗିଲା କଟକଣା
ମହାକାଳପଡ଼ା,୧୨।୫ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତର ପଣିଖିଆ ସାନ୍ତାଳପଡ଼ାର ଚତୁଃପାର୍ଶ୍ୱରେ ବନ ବିଭାଗ ପକ୍ଷରୁ ସେଞ୍ଚୁରି ବାଉଣ୍ଡାରି ପିଲାର ଚିହ୍ନଟ ସୀମା ନିର୍ଦ୍ଧାରଣ କରାଯାଇଛି। ଏହାକୁ ନେଇ ଗ୍ରାମବାସୀ ଚିନ୍ତାରେ ପଡ଼ିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଏହି…
ଟୁଇଟର ସିଇଓ ପଦରୁ ଇସ୍ତଫା ଦେବେ ଏଲନ୍ ମସ୍କ
ଓ୍ବାଶିଂଟନ,୧୨ା୫: ଗୁରୁବାର ବିଳମ୍ବିତ ରାତିରେ ଟୁଇଟ୍ କରି ଏଲନ୍ ମସ୍କ ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ମସ୍କ ଟୁଇଟ୍ରେ ସିଇଓ ପଦ ଛାଡ଼ିବାକୁ କହିଛନ୍ତି। ସେ ଟୁଇଟରର ନୂତନ ସିଇଓ ଚୟନ କରିଛନ୍ତି ବୋଲି ଟୁଇଟ୍ କରି କହିଛନ୍ତି। Excited…
ୟୁନିଟ୍-୯ ବାଳିକା ହାଇସ୍କୁଲ ସ୍ମୃତି ହଜାଇବାକୁ ଚକ୍ରାନ୍ତ
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜଧାନୀର ବିଭିନ୍ନ ସ୍ଥାନରେ ଅଟ୍ଟାଳିକା ନିର୍ମାଣ କରି ପୁରାତନ ସ୍ମୃତିକୁ ଧ୍ୱଂସ କରାଯାଉଛି। ସ୍କୁଲର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ସାରା ରାଜ୍ୟରେ ରୂପାନ୍ତରଣ କରାଯାଇ ବହୁକୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମାତ୍ର ୫୭ ବର୍ଷ ଧରି ନାରୀଶିକ୍ଷାର ପ୍ରତୀକ ବହନ…
Archives


