Home

ମଣିପୁର ଜଳୁଛି, ମୋଦି ପାରୁନାହାନ୍ତି

ନୂଆଦିଲ୍ଲୀ/ କୋହିମା/ ଗୁଆହାଟୀ,୨୨ା୬(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁର ଦୀର୍ଘ ୫୦ ଦିନ ହେଲା ଜଳୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାଣିଶୁଣି ନୀରବ ରହି ଏହି ହିଂସା ପ୍ରଭାବିତ ରାଜ୍ୟକୁ ଅଣଦେଖା କରୁଛନ୍ତି। ମୋଦି ନିଜ କର୍ତ୍ତବ୍ୟ ସମ୍ପାଦନରେ ସମ୍ପୂର୍ଣ୍ଣ…

ଶାହାଙ୍କୁ ଭେଟିଲେ ଜିତନ୍‌ରାମ ମାନ୍‌ଝି

ନୂଆଦିଲ୍ଲୀ, ୨୨ା୬ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶୁକ୍ରବାର ବିରୋଧୀ ଦଳଗୁଡ଼ିକର ମିଳିତ ବୈଠକ ଆୟୋଜନ କରୁଥିବାବେଳେ ହିନ୍ଦୁସ୍ତାନୀ ଆଓ୍ବାମ ମୋର୍ଚ୍ଚା (ଏଚ୍‌ଏଏମ୍‌) ଅଧ୍ୟକ୍ଷ ଜିତନ୍‌ରାମ ମାନ୍‌ଝି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିବା ତାଙ୍କ ପାଇଁ ଶକ୍ତ ଧକ୍କା…

ମୋଦି ସରକାର ଗରିବ ବିରୋଧୀ: କଂଗ୍ରେସ

ନୂଆଦିଲ୍ଲୀ, ୨୨ା୬(ପି.ଟି.) : କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଗରିବ ବିରୋଧୀ ବୋଲି ବୁଧବାର କଂଗ୍ରେସ ଅଭିଯୋଗ କରିଛି। ଖୋଲା ବଜାର ବିକ୍ରି ଯୋଜନା (ଓଏମ୍‌ଏସ୍‌ଏସ୍‌)ରେ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ଖାଦ୍ୟଶସ୍ୟ ବିକ୍ରି ବନ୍ଦ କରିଦେଇଛନ୍ତି। କର୍ନାଟକ ସରକାରଙ୍କ ଅନ୍ନ ଭାଗ୍ୟ…

ସ୍ଥାନୀୟ ସରକାରଙ୍କ ଆଇନ ମାନିବା ବ୍ୟତୀତ ଟୁଇଟରର ଅନ୍ୟ ପନ୍ଥା ନାହିଁ: ଏଲନ୍‌ ମସ୍କ

ନ୍ୟୁୟର୍କ, ୨୨ା୬ : ଯେକୌଣସି ଦେଶରେ ସ୍ଥାନୀୟ ସରକାରଙ୍କ ଆଇନକୁ ମାନିବା ବ୍ୟତୀତ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମର ଅନ୍ୟ ବିକଳ୍ପ ନାହିଁ ବୋଲି ଟୁଇଟର ମୁଖ୍ୟ ଏଲନ୍‌ ମସ୍କ ବୁଧବାର କହିଛନ୍ତି। ୩ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ସମୟରେ…

ଜାତିସଂଘରେ ମୋଦିଙ୍କ ଯୋଗ କାର୍ଯ୍ୟକ୍ରମର ବିଶ୍ୱ ରେକର୍ଡ

ନ୍ୟୁୟର୍କ, ୨୨ା୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଆମେରିକା ଗସ୍ତର ଦ୍ୱିତୀୟ ଦିନରେ ବୁଧବାର ନ୍ୟୁୟର୍କସ୍ଥିତ ଜାତିସଂଘ ଭବନରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ଯୋଗ ସମସ୍ତ କପିରାଇଟ୍‌, ପ୍ୟାଟେଣ୍ଟ ଏବଂ ରୟାଲିଟିରୁ ମୁକ୍ତ। ଏହା…

ସୁନ୍ଦରବନର ହତଭାଗା ସୁନ୍ଦରୀ

କୋଲକାତା,୨୨ା୬ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ବିଶ୍ୱର ଅନ୍ୟତମ ପ୍ରାକୃତିକ ବିସ୍ମୟ ସୁନ୍ଦରବନ। ଭାରତ ଓ ବାଂଲାଦେଶ ମଧ୍ୟରେ ପରିବ୍ୟାପ୍ତ ଏହି ତ୍ରିକୋଣ ଭୂମି ହେନ୍ତାଳ ବନରେ ପରିପୂର୍ଣ୍ଣ। ଚିରହରିତ୍‌ ବର୍ଷାରଣ୍ୟ ଭିତରକୁ ଅଗ୍ରସର ହେଲେ ପର୍ଯ୍ୟଟକ ବିମୋହିତ ହୁଅନ୍ତି ଏହାର ସୌନ୍ଦର୍ଯ୍ୟରେ।…

ଇଚ୍ଛାକୃତ ଋଣ ଖିଲାପକାରୀଙ୍କୁ ଦଣ୍ଡ ଫାଙ୍କିବା ସୁଯୋଗ

ନୂଆଦିଲ୍ଲୀ,୨୨ା୬ : ଟେକ୍ନିକାଲ ରାଇଟ୍‌-ଅଫ୍ସର ତାତ୍ପର୍ଯ୍ୟ ହେଉଛି, ଏକ ବ୍ୟାଙ୍କ ବକେୟା ରାଶି ଆଦାୟ ଅଧିକାର ତ୍ୟାଗ ନ କରି ନିଜ ଖାତାରୁ ଏନ୍‌ପିଏକୁ ହଟାଇବା। ଅର୍ଥାତ୍‌ ଋଣକୁ ସମ୍ପତ୍ତି ଆକାରରେ ନ ଦେଖାଇ ବ୍ୟାଙ୍କ ଟଙ୍କା ଆଦାୟ ଉଦ୍ୟମ ଜାରି…

ଯୋଗ ପାଇଁ ଏକାଠି ହୋଇଛି ବିଶ୍ୱ: ମୋଦି

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୬: ମିଳିତ ଜାତିସଂଘର ମୁଖ୍ୟାଳୟରେ ବୁଧବାର ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହାର ନେତୃତ୍ୱ ନେଇଛନ୍ତି। ଏହି ଅବସରରେ ସେ ୧୩୫ଟି ଦେଶର ପ୍ରତିନିଧିଙ୍କ ସହିତ ମିଶି ଯୋଗାଭ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ…

ଦିନେ ଦୁଇଦିନ ପରେ ଆସିପାରେ ମୌସୁମୀ

ଭୁବନେଶ୍ୱର,୨୧ା୬(ଅନିଲ ଦାସ): ଆସନ୍ତା ଦିନେ ଦୁଇ ଦିନ ଭିତରେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବୁଧବାର ରାଜ୍ୟର ଅନେକ…

କ୍ୟାବିନେଟ୍‌ ବୈଠକରେ ୧୫ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୧ା୬(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୫ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସୌରା ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ…

ବନ କର୍ମଚାରୀଙ୍କୁ ଆକ୍ରମଣ କରି ଜଣେ ଗିରଫ

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ଥାନା ଅନ୍ତର୍ଗତ କୋଳିମାଟିଠାରେ ଗତ ୭ ତାରିଖରେ ଜାତୀୟ ରାଜପଥ ୨୦ର ମେଲଣ ନିକଟରେ ବନ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ଚୋରା କାଠ ବୋଝେଇ ଗାଡ଼ି ଲୁଟି ନେବା ଘଟଣାରେ ପୋଲିସ ସାନ୍ତରାପୁରର…

ବାଲୁକା କଳାରେ ‘ଭିଲେଜ୍‌ ଇନ୍‌ ସମର’

କର୍ଲାମୁଣ୍ଡା,୨୧ା୬(ପ୍ରଦୀପ କୁମାର ସାହୁ): ଚଳିତ ବର୍ଷ ଗ୍ରୀଷ୍ମର ପ୍ରକୋପ ରଥଯାତ୍ରା ପରେ ବି ଜାରି ରହିଛି। ଏପରିକି ଆଷାଢ଼ ମାସରେ ବି ସକାଳୁଆ କ୍ଲାସ ଚାଲିଛି। ଫଳରେ ଚାଷ କାମ ପଛେଇ ଯିବା ସହ କଂକ୍ରିଟ ରାସ୍ତା, ଛାତ ଘର,ଆଜବେଷ୍ଟସ୍‌ ଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri