ଭାଜପା ସହିତ ଲଢିବୁ ନିର୍ବାଚନ: ଶିବସେନା ପ୍ରତିଷ୍ଠା ଦିବସରେ ଶିନ୍ଦେଙ୍କ ଘୋଷଣା
ମୁମ୍ବାଇ,୨୦।୬: ଶିବସେନାର ପ୍ରତିଷ୍ଠା ଦିବସରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ତାଙ୍କ ଦଳ ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ଭାଜପା ସହିତ ଲଢିବ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଶିନ୍ଦେ…
କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ
ପୁରୀ, ୨୦।୬(ଅଜିତ୍ ମହାନ୍ତି): ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କ ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ…
ମା’ ସୁଭଦ୍ରାଙ୍କ ପହଣ୍ଡି ବିଜେ
ପୁରୀ, ୨୦।୬(ଅଜିତ୍ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଧାଡ଼ି ପହଣ୍ଡିରେ ଆସି ରଥରେ…
ଦେଶବାସୀଙ୍କୁ ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୦।୬: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଭୁ ଜଗନ୍ନାଥଙ୍କ ରଥ ଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ସମସ୍ତଙ୍କ ସ୍ବାାସ୍ଥ୍ୟ, ସୁଖ ଏବଂ ଆଧ୍ୟାତ୍ମିକ ସମୃଦ୍ଧତା କାମନା…
ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୬: ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ଏହି ପବିତ୍ର ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ରଥଯାତ୍ରା…
ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ
ପୁରୀ, ୨୦।୬(ଅଜିତ୍ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ସକାଳ ୬ଟାରେ ମଙ୍ଗଳ…
ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା: ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ
ପୁରୀ, ୨୦।୬(ଅଜିତ୍ ମହାନ୍ତି): ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ନିର୍ଦ୍ଧାରିତ ସମୟରେ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି ଭୋଗ ଶେଷ ହୋଇଥିବା ବେଳେ ରଥ ପ୍ରତିଷ୍ଠା କାର୍ଯ୍ୟ…
ବାପା ହେଲେ ରାମ ଚରଣ
ଚେନ୍ନାଇ: ବାପା ହୋଇଛନ୍ତି ସାଉଥ ସୁପରଷ୍ଟାର ରାମ ଚରଣ। ମେଗାଷ୍ଟାର ଚିରଞ୍ଜିବଙ୍କ ପରିବାର ଦୀର୍ଘ ୯ ମାସ ହେବ ଯେଉଁ ଦିନକୁ ଅପେକ୍ଷା ରଖିଥିଲେ ଶେଷରେ ଏହି ଅପେକ୍ଷାର ଅନ୍ତ ହୋଇଛି। ୨୦ ଜୁନ ମଙ୍ଗଳବାର ରାମ ଚରଣ ଓ ଉପାସନା…
ଆମେରିକା ଗସ୍ତ କଲେ ମୋଦି, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା, ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗ ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା
ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀ ଛାଡି ଆମେରିକା ଗସ୍ତରେ ବାହାରି ଯାଇଛନ୍ତି। ସେ ନ୍ୟୁୟର୍କରେ ମିଳିତ ଜାତିସଂଘ ମୁଖ୍ୟାଳୟରେ ଯୋଗ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଆଲୋଚନା କରିବେ। ୱାଶିଂଟନ…
ଆମେରିକା ଗସ୍ତ ପୂର୍ବରୁ କଂଗ୍ରେସକୁ କାହିଁକି ଥ୍ୟାଙ୍କ ୟୁ କହିଲେ ମୋଦି
ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଆମେରିକା ଗସ୍ତ ପାଇଁ ମଙ୍ଗଳବାର ଯାତ୍ରା ଆରମ୍ଭ କରିଛନ୍ତି। ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ପତ୍ନୀ ଜିଲ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ଆମେରିକା ଯାଉଛନ୍ତି। ତାଙ୍କର ଆମେରିକୀୟ ଯାତ୍ରା…
ଆଜି ଆମେରିକା ଗସ୍ତ କରିବେ ମୋଦି
ନୂଆଦିଲ୍ଲୀ,୨୦।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆମେରିକା ଗସ୍ତ କରୁଛନ୍ତି। ଏହା ଏକ ମହତ୍ୱପୂର୍ଣ୍ଣ ଯାତ୍ରା ବୋଲି କୁହାଯାଉଛି।ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମ୍ପର୍କରେ ବୈଦେଶିକ ସଚିବ ବିନୟ କ୍ୱାତ୍ରା ସୋମବାର କହିଛନ୍ତି ଯେ ଏହି ଗସ୍ତ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ…
ଶ୍ରାବଣୀ ନନ୍ଦଙ୍କୁ ସ୍ବର୍ଣ୍ଣ
ଭୁବନେଶ୍ୱର,୨୦ା୬.(ସରୋଜ ଜେନା): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ୬୨ ତମ ଜାତୀୟ ଆନ୍ତଃ ରାଜ୍ୟ ଆଥ୍ଲେଟିକ ମିଟ୍ରେ ଶ୍ରାବଣୀ ନନ୍ଦଙ୍କୁ ସ୍ବର୍ଣ୍ଣ ପଦକ। ୨୦୦ ମିଟର ମହିଳା ସ୍ପ୍ରିଣ୍ଟରେ ଶ୍ରାବଣୀ ୨୩.୭୭ ସେକେଣ୍ଡର ସମୟ ସହିତ ପ୍ରଥମ ସ୍ଥାନରେ ରହି ସ୍ବର୍ଣ୍ଣ ପଦକ ହାସଲ…
Archives


