ଆଜି ଆମେରିକା ଗସ୍ତ କରିବେ ମୋଦି
ନୂଆଦିଲ୍ଲୀ,୨୦।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆମେରିକା ଗସ୍ତ କରୁଛନ୍ତି। ଏହା ଏକ ମହତ୍ୱପୂର୍ଣ୍ଣ ଯାତ୍ରା ବୋଲି କୁହାଯାଉଛି।ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମ୍ପର୍କରେ ବୈଦେଶିକ ସଚିବ ବିନୟ କ୍ୱାତ୍ରା ସୋମବାର କହିଛନ୍ତି ଯେ ଏହି ଗସ୍ତ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ…
ଶ୍ରାବଣୀ ନନ୍ଦଙ୍କୁ ସ୍ବର୍ଣ୍ଣ
ଭୁବନେଶ୍ୱର,୨୦ା୬.(ସରୋଜ ଜେନା): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ୬୨ ତମ ଜାତୀୟ ଆନ୍ତଃ ରାଜ୍ୟ ଆଥ୍ଲେଟିକ ମିଟ୍ରେ ଶ୍ରାବଣୀ ନନ୍ଦଙ୍କୁ ସ୍ବର୍ଣ୍ଣ ପଦକ। ୨୦୦ ମିଟର ମହିଳା ସ୍ପ୍ରିଣ୍ଟରେ ଶ୍ରାବଣୀ ୨୩.୭୭ ସେକେଣ୍ଡର ସମୟ ସହିତ ପ୍ରଥମ ସ୍ଥାନରେ ରହି ସ୍ବର୍ଣ୍ଣ ପଦକ ହାସଲ…
ମଣିପୁରରେ ପୁଣି ହିଂସା
ନୂଆଦିଲ୍ଲୀ, ୨୦ା୬(ପି.ଟି.): ମଣିପୁରରେ ଏକତା ଦିବସ ପାଳନକୁ ୨୪ ଘଣ୍ଟା ନ ପୂରୁଣୁ ସେଠାରେ ସାନି ହିଂସାକାଣ୍ଡ ଘଟିଛି। ରବିବାର ରାତିରେ ହୋଇଥିବା ସଂଘର୍ଷ ଓ ଗୁଳିମାଡ଼ରେ ଜଣେ ଯବାନ ଆହତ ହୋଇଛନ୍ତି। ବିଭିନ୍ନ ଜିଲାରେ ସଂଘର୍ଷ ଘଟିଥିବାର ଖବର ମିଳିଛି। ମଣିପୁର…
ଆଜି ପଥେ ଭକ୍ତ-ଭଗବାନ ଭେଟ
ପୁରୀ, ୨୦।୬(ଅଜିତ୍ ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ମଙ୍ଗଳବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରତ୍ନସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ ବଡ଼ଦାଣ୍ଡକୁ…
କଶ୍ମୀରରେ କେନ୍ଦ୍ରୀୟ ଶାସନକୁ ୫ ବର୍ଷ
ଶ୍ରୀନଗର, ୨୦ା୬(ପି.ଟି.): ଜମ୍ମୁ-କଶ୍ମୀରରେ ବିନା ନିର୍ବାଚିତ ସରକାରରେ କେନ୍ଦ୍ରୀୟ ଶାସନକୁ ସୋମବାର ୫ ବର୍ଷ ପୂରିଛି। ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳରେ ଗଣତନ୍ତ୍ରର ପୁନଃସ୍ଥାପନା ବିଳମ୍ବ ହେଉଥିବାରୁ ମୁଖ୍ୟ ରାଜନୈତିକ ଦଳ ନ୍ୟାଶନାଲ କନ୍ଫରେନ୍ସ ଏବଂ ପିପୁଲ୍ସ ଡେମୋକ୍ରାଟିକ୍ ପାର୍ଟି (ପିଡିପି) କେନ୍ଦ୍ରକୁ ସମାଲୋଚନା…
ଏୟାରବସଠାରୁ ୫୦୦ ନୂଆ ଏ୩୨୦ ବିମାନ କିଣିବ ଇଣ୍ଡିଗୋ
ନୂଆଦିଲ୍ଲୀ,୧୯।୬: ଭାରତୀୟ ବିମାନ ସେବା କମ୍ପାନି ଇଣ୍ଡିଗୋ ଫ୍ରାନ୍ସ କମ୍ପାନି ଏୟାରବସଠାରୁ ୫୦୦ ନୂଆ ଏୟାରବସ ଏ୩୨୦ ବିମାନ କିଣିବାକୁ କିଣିବାକୁ ଯାଉଛି। ଏହା କୌଣସି ଭାରତୀୟ ଏୟାରଲାଇନ୍ସ ଦ୍ୱାରା ଅର୍ଡର କରାଯାଇଥିବା ସର୍ବାଧିକ ବିମାନ ବୋଲି କୁହାଯାଉଛି । ଏହି…
ଗୀତା ପ୍ରେସକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୧୯।୬: ୨୦୨୧ ବର୍ଷ ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ଲାଗି ଗୀତା ପ୍ରେସ ଗୋରଖପୁରକୁ ବଛା ଯାଇଥିବା ବେଳେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରେସକୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିର୍ଣ୍ଣାୟକ ମଣ୍ଡଳ…
ସି ଜିନପିଙ୍ଗଙ୍କୁ ଭେଟିଲେ ଆମେରିକା ବୈଦେଶିକ ମନ୍ତ୍ରୀ ବ୍ଲିଙ୍କେନ, ଉଭୟ ଦେଶର ସମ୍ପର୍କରେ ସୁଧାର ପାଇଁ ହେଲା ଚର୍ଚ୍ଚା
ବେଜିଂ,୧୯।୬: ଆମେରିକାର ବୈଦେଶିକ ମନ୍ତ୍ରୀ ଏଣ୍ଟନି ବ୍ଳିଙ୍କେନ ଏବେ ଚାଇନା ଗସ୍ତରେ ଅଛନ୍ତି। ଆମେରିକା ଓ ଚାଇନାର ସମ୍ପର୍କ ଓ ଏହା ମଧ୍ୟରେ ସୁଧାରକୁ ନେଇ ବ୍ଳିଙ୍କେନଙ୍କ ଏହି ଗସ୍ତକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ…
ଗାନ୍ଧୀ ଶାନ୍ତି ପୁରସ୍କାର ସହ ଏକ କୋଟି ଟଙ୍କାର ପୁରସ୍କାର ରାଶି ନେବ ନାହିଁ ଗୀତା ପ୍ରେସ, କହିଲା ସମ୍ମାନ ନେବି ଧନରାଶି ନୁହେଁ
ଗୋରଖପୁର,୧୯।୬: ଗୀତା ପ୍ରେସ ଟ୍ରଷ୍ଟ ଗାନ୍ଧୀ ଶାନ୍ତି ପୁରସ୍କାରରେ ମିଳିବାକୁ ଥିବା ଏକ କୋଟି ଟଙ୍କାର ଧନରାଶି ନେବାକୁ ମନା କରି ଦେଇଛି। ଟ୍ରଷ୍ଟିମାନେ କହିଛନ୍ତି ଯେ ଗୀତା ପ୍ରେସ କୌଣସି ପ୍ରକାର ଦାନ ନେଇ ନ ଥାଏ।ସେଥିପାଇଁ ଗୀତା ପ୍ରେସ…
ଜେଲେନସ୍କିଙ୍କୁ ମାଆଙ୍କ ହାତ ତିଆରି ବର୍ଫି ଖୁଆଇଲେ ସୁନକ
ଲଣ୍ଡନ,୧୯।୬: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହାରି ଭିତରେ କିଛି ଦେଶ ୟୁକ୍ରେନକୁ ସପୋର୍ଟ କରୁଥିବା ବେଳେ ଆଉ କିଛି ଦେଶ ଏହି ଯୁଦ୍ଧକୁ ନେଇ ସମ୍ପୂର୍ଣ୍ଣ ଭାବେ ଚୁପ ରହିଛନ୍ତି।ଉଭୟ ଦେଶର ନେତା ଅର୍ଥାତ୍ ରୁଷିଆ…
‘ଆଦିପୁରୁଷ’କୁ ନେଇ ଆକ୍ସନ ମୁଡରେ ସରକାର
ନୂଆଦିଲ୍ଲୀ,୧୯।୬: ଓମ ରାଉତଙ୍କ ନିର୍ଦ୍ଦେଶିତ ଫିଲ୍ମ ’ଆଦିପୁରୁଷ’ର ସଂଳାପକୁ ନେଇ ବିବାଦ ବଢିବାରେ ଲାଗିଛି। ବାସ୍ତବରେ, ପ୍ରଭାସଙ୍କ ଅଭିନୀତ ମୁଭିରେ ରାମାୟଣର ଚରିତ୍ର ଏବଂ ବିଶେଷକରି ଏହାର ସଂଳାପକୁ ଅନେକ ନକାରାତ୍ମକ ରିଭ୍ୟୁ ମିଳିଛି। କୁହାଯାଉଛି ଯେ ଏହି ମୁଭିରେ ରାମାୟଣର…
ପଞ୍ଜାବରେ ବବ୍ବର ଖାଲସାର ବଡ ଆତଙ୍କବାଦୀ ଆକ୍ରମଣ ଯୋଜନା, ଟାର୍ଗେଟରେ ବଡ ଅଧିକାରୀ
ଚଣ୍ଡିଗଡ଼,୧୯।୬: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ସଙ୍ଗଠନ ବବ୍ବର ଖାଲସା ଇଣ୍ଟରନାଶନାଲ (ବିକେଆଇ)ଭାରତର ପଞ୍ଜାବରେ ବଡ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଛି। ସୁରକ୍ଷା ଏଜେନ୍ସି ପକ୍ଷରୁ ଏହାକୁ ନେଇ ଆଲର୍ଟ ଜାରି କରାଯାଇଛି।ସୁରକ୍ଷା ଏଜେନ୍ସି ପକ୍ଷରୁ ଏହାକୁ ନେଇ ଆଲର୍ଟ ଜାରି କରାଯାଇଛି।…
Archives


