Home

ବିଦ୍ୟୁତ୍‌ କାଟ୍‌ ପ୍ରତିବାଦରେ ଗ୍ରୀଡ୍‌କୋ ଅଫିସକୁ କଂଗ୍ରେସର ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର): ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଏବଂ ଲୋ-ଭୋଲ୍‌ଟେଜ ସମସ୍ୟା ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ଗ୍ରୀଡ୍‌କୋ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ କଂଗ୍ରେସ କର୍ମୀମାନେ ଗ୍ରୀଡ୍‌କୋ ଅଫିସକୁ ଅଣ୍ଡା, ଟମାଟୋ ମାଡ଼ କରିଛନ୍ତି। ପିସିସି ସଭାପତି ଶରତ…

ଦୈନିକ ସଂକ୍ରମଣ ୬୩…

ନୂଆଦିଲ୍ଲୀ, ୧୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ…

ସାବେରୀ ନଦୀରୁ ଧରାହେଲା ବିରାଟକାୟ ମାଛ

ମାଲକାନଗିରି,୧୯ା୬(ଦୁର୍ଯ୍ୟୋଧନ ପାତ୍ର): ସାଧାରଣତଃ ସମୁଦ୍ରରେ ସାର୍କ, ତିମି, ଭଳି ବିରାଟ ବିରାଟକାୟ ମାଛ ଧରା ଯାଇଥାଏ। ଏହି ମାଛକୁ ଦେଖିବା ପାଇଁ ପ୍ରବଳ ଭିଡ଼ ହେଉଥିବା ବେଳେ ମତ୍ସ୍ୟଜୀବୀ ଏହି ମାଛକୁ ଲକ୍ଷାଧିକ ଟଙ୍କାରେ ବିକ୍ରି କରିଥାନ୍ତି। ମାଲକାନଗିରି ଭଳି ଏକ…

ପୁଣି ୧୦ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍‌ ଜବତ

ମାଲକାନଗିରି,୧୯ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ପୋଲିସ ଗତ ୨୫ ଦିନ ମଧ୍ୟରେ ୧୮ ଲକ୍ଷ ଟଙ୍କାର ଦୁଇ ହଜାର ଟଙ୍କିଆ ନୋଟ୍‌ ଜବତ କରିବା ସହ ୬ ଜଣଙ୍କୁ ଗିରଫ କରିଛି। ତଥ୍ୟ ଅନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ସଦର…

ରାଜଧାନୀରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯ା୬(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଅନ୍ତର୍ଗତ ଭବାନୀ ମଲ୍‌ ନିକଟରେ ଥିବା ଏକ  ବାର୍‌ରେ ଅଗ୍ନିକାଣ୍ଡ ଘଟିଛି। ଶଟ୍‌ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିସହ ବାର୍‌ ଭିତରେ ଫସି…

ପ୍ରଧାନମନ୍ତ୍ରୀ ମୋଦି ମଣିପୁର ଆଉ କଶ୍ମୀର ଯିବା ଉଚିତ: ସଞ୍ଜୟ ରାଉତ

ନୂଆଦିଲ୍ଲୀ,୧୯।୬: ଶିବସେନାର ଉଦ୍ଧବ ଠାକୁର ଦଳର ନେତା ସଞ୍ଜୟ ରାଉତ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଣିପୁର ଏବଂ କାଶ୍ମୀର ଯିବା ଉଚିତ। ସେ କହିଛନ୍ତି ଯେ ମଣିପୁରର ଲୋକଙ୍କ ସହ ଆରଏସଏସ ଏକ ଆଲୋଚନା କରିବା ଉଚିତ। ଫିଲ୍ମ…

ଏସପି ପାଇଁ ପିଡିଏର ଅର୍ଥ ହେଉଛି, ପରିବାର ଦଳ ଆଲାଏନ୍ସ: ମାୟାବତୀଙ୍କ ଟୁଇଟ…

ଲକ୍ଷ୍ନୌ,୧୯।୬ : ବିଏସପି ସୁପ୍ରିମୋ ମାୟାବତୀ ପିଡିଏ (ପଛୁଆ, ଦଳିତ ଏବଂ ସଂଖ୍ୟାଲଘୁ)କୁ ନିଜ ଶୈଳୀରେ ବ୍ୟାଖ୍ୟା କରିଛନ୍ତି। ସେ ଏସପିକୂ ଟାର୍ଗେଟ କରିଛନ୍ତି। ଏକ ଟୁଇଟରେ ସେ କହିଛନ୍ତି ଏସପି ଏନଡିଏର ଜବାବରେ ପିଡିଏ ଗଠନର ଖେଳ ଖେଳୁଛି। ଏସପି…

ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନ ଗଲା

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବାରକୋଟ ବନାଞ୍ଚଳ କଲା ଫରେଷ୍ଟ ସେକ୍ସନ ହରେକୃଷ୍ଣପୁର ଗ୍ରାମରେ ଏହି ଅଘଟଣ ଘଟିଛି। ସୋମବାର ସକାଳୁ ଶୌଚ ପାଇଁ ଗାଁ ନିକଟସ୍ଥ ଜଙ୍ଗଲକୁ ରେଙ୍ଗଟୁ ମହାନ୍ତ ନାମକ ଜଣେ…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି

ସୋରଡ଼ା,୧୯ା୬(ଲମ୍ବୋଦର ପାଣିଗ୍ରାହୀ): ଅଞ୍ଚଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋରଡା,ବଡ଼ଗଡ଼ ୨ ଜଗନ୍ନାଥ ମନ୍ଦିରରେ ସୋମବାର ନବଯୌବନ ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି। ସକାଳୁ ପ୍ରାକ୍‌ ମୌସୁମୀ ବର୍ଷା ଯୋଗୁ ଜନସାଧାରଣ ଆନନ୍ଦ ଅନୁଭବ…

ଚେତିଲା ପ୍ରଶାସନ, ଖନନ କାର୍ଯ୍ୟ ବନ୍ଦ

ଭବାନୀପାଟଣା,୧୯।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ବୋଣ୍ଡୋଗୁଡା ରତ୍ନପଥର ଖଣିକୁ ସ୍ଥାନୀୟ କିଛି ଲୋକ ବେଆଇନ ଭାବେ ଖନନ କରୁଥିବା ଘଟଣା ଗତ କିଛି ଦିନ ତଳେ ସାମାନାକୁ ଆସିଥିଲା। ଏଠାରେ ଟଙ୍କା ଲୋଭରେ ବିପଦଜନକ ଭାବେ…

ଡ୍ରଗ୍ସ ଚୋରା କାରବାର: ମ୍ୟାନମାରରୁ ଭାରତ ଲମ୍ବିଛି ଚେର, ୬ ମାସରେ ୨୭୧ କୋଟି ଟଙ୍କାର ଡ୍ରଗ୍ସ ଜବତ…

ଆଇଜଲ,୧୯।୬ : ଭାରତରେ ହେଉଥିବା ଡ୍ରଗ୍ସ ଚୋରା କାରବାରର ଚେର ମ୍ୟାନମାରରୁ ଲମ୍ବିଛି। ଅନୁସନ୍ଧାନକାରୀ ସଂସ୍ଥା ଚଳିତ ବର୍ଷ ଜାନୁଆରୀରୁ ଥିମଧଧ୍ୟରେ ମିଜୋରାମରେ ୨୭୧ କୋଟି ଟଙ୍କା ମୂଲ୍ୟର ଡ୍ରଗ୍ସ ଜବତ କରିଛନ୍ତି। ମିଜୋରାମ ଏକ୍ସାଇଜ ଏବଂ ନାର୍କୋଟିକ୍ସ ବିଭାଗ ଜାନୁଆରୀରୁ…

ନଦୀରେ ଚୁଆ ଖୋଳି ପିଉଛନ୍ତି ପାଣି

ଖଡ଼ିଆଳ,୧୯।୬(ସୁଜିତ୍‌ ପ୍ରଧାନ): ଗତ କିଛିଦିନ ହେବ ଓଡ଼ିଶା ହଟ୍‌ସ୍ପଟ୍‌ ପାଲଟିଛି। ପାରଦ ଉପରମୁହଁା ରହିଛି। ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ବେହାଲ। ଆକାଶରୁ ବର୍ଷୁଛି ଅଗ୍ନି। ସୂର୍ଯ୍ୟ ନଇଁବା ଯାଏ ନିସ୍ତାର ନାହିଁ। ସନ୍ଧ୍ୟା ପରେ ଖରା ନ ଥିଲେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri