ବ୍ୟବସାୟୀଙ୍କୁ ଡକାୟତି ଘଟଣାର ପର୍ଦ୍ଦାଫାଶ: ନଗଦ ୧ ଲକ୍ଷ ୧୨ ହଜାର ଟଙ୍କା ଜବତ, ୬ ଗିରଫ
କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କେସିଙ୍ଗାର ଜଣେ ବ୍ୟବସାୟୀ ଡକାୟତି ଘଟଣାରେ କେସିଙ୍ଗା ପୋଲିସକୁ ସଫଳତା ମିଳିଛି। ୬ଜଣ ଡକାୟତକୁ ଗିରଫ କରିବା ସହ ସେମାନଙ୍କଠାରୁ ୧ ଲକ୍ଷ ୧୨ ହଜାର ଟଙ୍କା, ଡକାୟତିରେ ବ୍ୟବହାର ହୋଇଥିବା ୨ଟି ମୋଟରସାଇକେଲ, ୪ଟି ଫୋନ, ଛୁରି,…
ବିଶେଷଜ୍ଞଙ୍କ ବିନା ଚାଲିଛି ଡାକ୍ତରଖାନା
ବିଶ୍ରା, ୧୮ା୬ (ବଟକୃଷ୍ଣ ସ୍ବାଇଁ) ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ବିଶ୍ରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାହାନ୍ତି ବିଶେଷଜ୍ଞ ଡାକ୍ତର। ଫଳରେ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ରୋଗୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧୧ ଡାକ୍ତର ପଦବୀରୁ ମାତ୍ର ୫ ଜଣ ସର୍ଜନଙ୍କ ତତ୍ତ୍ୱାବଧାନରେ ସ୍ବାସ୍ଥ୍ୟ…
ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ
ନୂଆଦିଲ୍ଲୀ,୧୮ା୬: ରବିବାର ପୂର୍ବାହ୍ନରେ ଜେଇଇ ଆଡଭାନ୍ସ-୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ଉଭୟ ପ୍ରଥମ ଓ ଦ୍ବିତୀୟ ପେପରରେ ମୋଟ୍ ୧ ଲକ୍ଷ ୮୦ ହଜାର ୩୭୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୪୩ ହଜାର ୩୭୩ ଜଣ ପାସ୍ କରିଛନ୍ତି।…
ଉନ୍ନୟନ କାର୍ଯ୍ୟ ଠପ୍, ହୋଇପାରୁନି ବିଲ୍
ତେନ୍ତୁଳିଖୁଣ୍ଟି, ୧୮ା୬(ଚିଦାନନ୍ଦ ସାହୁ) ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଯୋଜନା ସଫଳ ରୂପାୟନ ନେଇ କର୍ମଚାରୀ ନିଯୁକ୍ତି କରାଯାଉଛି। କିନ୍ତୁ ଏବେ ଚାଲିଥିବା ଅମଲାଙ୍କ ଧର୍ମଘଟ ଓ କମ୍ ସଂଖ୍ୟକ କର୍ମଚାରୀ ଥିବାରୁ ଉନ୍ନୟନ କାର୍ଯ୍ୟ ଠପ୍ ହୋଇ ପଡ଼ିଛି। ନବରଙ୍ଗପୁର…
ଡମ୍ପିଂ ୟାର୍ଡ ଭ୍ରମ ସୃଷ୍ଟି କରୁଛି ନୋଡାଲ ଆର୍ସିଡି ହାଇସ୍କୁଲ
ନବରଙ୍ଗପୁର, ୧୮ା୬(ସଦାଶିବ ପ୍ରହରାଜ) ୫-ଟି ମାଧ୍ୟମରେ ହାଇସ୍କୁଲଗୁଡ଼ିକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ରୂପାନ୍ତରଣ କରାଯାଉଛି। ଏହାର ରକ୍ଷଣାବେକ୍ଷଣ ଠିକ୍ ଭାବେ କରିବାକୁ ୫-ଟି ସଚିବ ପ୍ରତ୍ୟେକ ଉଦ୍ଘାଟନ ସମୟରେ କହୁଛନ୍ତି। ତେବେ ଏହାର ଓଲଟା ଚିତ୍ର ନବରଙ୍ଗପୁର ସଦର…
ଜଙ୍ଗଲରେ ହ୍ରାସ ପାଉଛି ବାଉଁଶ
ମାଲକାନଗିର, ୧୮ା୬(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ବାଲିମେଳା, ଚିତ୍ରକୋଣ୍ଡା, କାଲିମେଳା ଓ ମାଲକାନଗିରି ବନାଞ୍ଚଳରେ ପ୍ରାୟ ୨୦ ବର୍ଷ ପୂର୍ବରୁ ବିଭିନ୍ନ ଜଙ୍ଗଲରେ ବହୁ ପରିମାଣର ବାଉଁଶଗଛ ଦେଖିବାକୁ ମିଳୁଥଲା। ଏହି ବାଉଁଶ ବନ ବିଭାଗ ପ୍ରତିବର୍ଷ ସିଲିଭ୍ କଲ୍ଚର କଟିଂ…
‘୨୦୨୫ ସୁଦ୍ଧା ଟିବି ମୁକ୍ତ ହେବ ଭାରତ’ ‘ମନ କି ବାତ’ରେ ମୋଦି କହିଲେ ଲକ୍ଷ୍ୟ ବଡ ନିଶ୍ଚିତ ହେଲେ…
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ କି ବାତ’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କ ସହ କଥାବାର୍ତ୍ତା ହୋଇଛନ୍ତି। ଏଥର ଥିଲା ମନ କି ବାତ କାର୍ଯ୍ୟକ୍ରମର ୧୦୨ତମ ଅଧ୍ୟାୟ। ମନ କି ବାତ କାର୍ଯ୍ୟକ୍ରମ ମାସର ଶେଷ ରବିବାରରେ ଅନୁଷ୍ଠିତ…
ସରକାରଙ୍କ ଭତ୍ତା ଯୋଜନା ଭେଳିକି
ନୂଆଗାଁ, ୧୮ା୬ (ଧନେଶ୍ୱର ସାହୁ )୬୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧଙ୍କୁ ସରକାର ଭତ୍ତା ଦେଉଥିବା କଥା କହୁଛନ୍ତି । ହେଲେ ନୂଆଗାଁ ବ୍ଲକରେ ୬୪ ବର୍ଷର ବୃଦ୍ଧାବୃଦ୍ଧ ଆବେଦନ କରିଥିଲେ ମଧ୍ୟ ସେମାନଙ୍କୁ ଅଦ୍ୟାବଧି ଭତ୍ତା ପ୍ରଦାନ କରାଯାଉ ନାହିଁ ।…
ରେଳଧାରଣା କଡ଼ରେ ପଡ଼ିଛି ମୃତଦେହ
ବଲାଙ୍ଗୀର,୧୮ା୬(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଳ ଷ୍ଟେଶନ ନିକଟ ଖୁଜେନପାଲି ବ୍ରିଜ୍ ରେଳ ଧାରଣା କଡ଼ରେ ରବିବାର ଜଣେ ଅପରିଚିତ ବ୍ୟକ୍ତିଙ୍କ ମୃତଦେହକୁ ରେଳବାଇ ପୋଲିସ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ପଠାଇଛି। ଯୁବକଙ୍କ ମୃତ୍ୟୁର…
ମୋଦିଙ୍କ କାର୍ଯ୍ୟକ୍ରମରେ ପରଫର୍ମ କରିବାକୁ ଉତ୍ସାହିତ ଅଛନ୍ତି ଅଭିନେତ୍ରୀ ମିଲବେନ
ଓ୍ବାଶିଂଟନ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ସପ୍ତାହରେ ଆମେରିକାର ପ୍ରଥମ ସରକାରୀ ରାଜକୀୟ ଗସ୍ତ ସମୟରେ ଜଣାଶୁଣା ହଲିଉଡ ଅଭିନେତ୍ରୀ ତଥା ଗାୟିକା ମେରି ମିଲବେନ ନ୍ୟୁୟର୍କ ଏବଂ ୱାଶିଂଟନ ଡିସିରେ ତାଙ୍କ କାର୍ଯ୍ୟକ୍ରମରେ ପରଫର୍ମ କରିବେ। ଶନିବାର ଜାରି କରାଯାଇଥିବା…
ମୃତଦେହ ପରିବହନ ବ୍ୟବସ୍ଥାକୁ ଅଣଦେଖା
ନୟାଗଡ଼, ୧୮ା୬(ଲୋକନାଥ ମିଶ୍ର) ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୃତ ବ୍ୟକ୍ତିଙ୍କୁ ଘରକୁ ନେବା ପାଇଁ କୌଣସି ବ୍ୟବସ୍ଥା ନାହିଁ ା ସରକାର, ଜିଲା ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଆଖିବୁଜି ଦେଇଥିବାରୁ ବିଭିନ୍ନ ସମୟରେ ବାଇକ୍, ଟ୍ରଲି, ରିକ୍ସା କିମ୍ବା…
ଆନ୍ଧ୍ର ବିହନ ଉପରେ ନିର୍ଭର ଗଜପତି ଚାଷୀ
ପାରଳାଖେମୁଣ୍ଡି (ଗିରିଧାରୀ ପରିଚ୍ଛା), ୧୮ା୬: ଗଜପତି ଜିଲାର ଅଧାରୁ ଅଧିକ ଚାଷୀ ଆନ୍ଧ୍ରପ୍ରଦେଶର ଧାନ ବିହନ ଉପରେ ନିର୍ଭର କରୁଛନ୍ତି। ପ୍ରତ୍ୟେକ ବର୍ଷ ଓଡ଼ିଶା ପକ୍ଷରୁ ଯେତିକି ବିହନ ଯୋଗାଯାଉଛି ତାହା ଆବଶ୍ୟକତାର ଅଧା ହୋଇଥିବା ବେଳେ ଓଡ଼ିଶାର ଧାନ ବିହନରେ…
Archives


