Home

ଭୂକମ୍ପରେ ଥରିଲା ଆସାମ

ନୂଆଦିଲ୍ଲୀ, ୧୬।୬: ଆସାମର ଗୌହାଟୀରେ ଭୂମିକମ୍ପ ହୋଇଛି। ଗୌହାଟୀ ସହ ପୂର୍ବୋତ୍ତରର ଅନେକ ସ୍ଥାନରେ ମଧ୍ୟ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୂମିକମ୍ପ ତୀବ୍ରତା ରେକ୍ଟର ସ୍କେଲରେ ୪.୮ ଥିଲା। ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ବାଙ୍ଗଂଦେଶରେ ରହିଛି। ଭୂକମ୍ପ ଝଟକା ଶୁକ୍ରବାର…

ତାଣ୍ଡବ ରଚିଲା ‘ବିପର୍ଯ୍ୟୟ’: ୧ ହଜାର ଗାଁରେ ବିଦ୍ୟୁତ୍‌ ସେବା ବନ୍ଦ

ନୂଆଦିଲ୍ଲୀ, ୧୬ା୬: ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବପର୍ଯ୍ୟୟ’ ଗୁଜରାଟର କଚ୍ଛ ଜିଲା ଅଧୀନ ଜଖାଉ ବନ୍ଦର ନିକଟରେ ଭୂଭାଗ ଛୁଇଁଛି। ବ୍ୟାତ୍ୟାର ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୧୨୫ କିଲୋମିଟରରୁ ୧୪୦ କିଲୋମିଟର ମଧ୍ୟରେ ରହିଥିବା ଜଣାପଡିଛି। ଭାରତ ପାଣିପାଗ…

ସାଇକ୍ଲୋନ ବିପର୍ଯ୍ୟୟ: ୨ଜଣଙ୍କର ମୃତ୍ୟୁ, ୯୪୦ରୁ ଅଧିକ ଗାଁ ଅନ୍ଧାରରେ ବୁଡିଛି

ଗାନ୍ଧୀନଗର,୧୬।୬: ଆରବସାଗରରେ ସୃଷ୍ଟି ଅତି ଭୀଷଣ ବାତ୍ୟା ବିପର୍ଯ୍ୟୟ ଗୁରୁବାର ରାତିସାରା ନିଜର କରାଳ ରୂପ ଦେଖାଇଛି। ଦ୍ୱାରକା ଏବଂ ମୋର୍ବିରେ ବହୁ ସଂଖ୍ୟକ ଗଛ ଉପୁଡି ପଡିଛି। ବହୁ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଡ ଭାଙ୍ଗିଯିବା ଯୋଗୁ ଗୁଜରାଟରେ ୯୪୦ରୁ ଅଧିକ…

ପାକିସ୍ତାନ ସାମ୍ବାଦିକଙ୍କୁ ଗିରଫ ପରେ ଆମେରିକାର ବୟାନ, ଗଣମାଧ୍ୟମ ସବୁବେଳେ ସ୍ବାଧୀନ ରହିବା ଉଚିତ୍‌

ଓ୍ବାଶିଂଟନ୍‌,୧୬।୬: ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଗିରଫରେ ତାଙ୍କ ସମର୍ଥକମାନେ ବିରୋଧ ପ୍ରଦର୍ଶନ କରିଥିଲେ। ହିଂସାକାଣ୍ଡ କରିବା ସହ ସର୍ବସାଧାରଣଙ୍କ ସମ୍ପତ୍ତିକୁ ପୋଡିବା ସହ ଲୁଟ୍‌ କରିଥିଲେ। ଖାସ୍‌ କରି ମେ ୯ତାରିଖକୁ ଦେଶରେ ‘କଳାଦିନ’ ବୋଲି ଘୋଷଣା କରାଯାଇଥିଲା।…

କେସିଙ୍ଗା ଆଇ.ସି.ଡ଼ି.ଏସ.ରେ ନୂଆ ସିଡିପିଓଙ୍କ ଯୋଗଦାନ

କେସିଙ୍ଗା,୧୬।୬(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟଳୟରେ ନୂଆ ସିଡିପିଓ ସୁଷମା ମିଶ୍ର ଶୁକ୍ରବାର ଯୋଗଦାନ କରିଛନ୍ତି। ସେ ଦୀର୍ଘ ଦିନରୁ ଭବାନୀପାଟଣା ବ୍ଲକରେ କାର୍ଯ୍ୟ କରୁଥିଲେ। ଗର୍ଭବତୀ, ପ୍ରସୂତୀ ମହିଳା, ଶିଶୁମାନଙ୍କୁ ଠିକ୍‌ ଭାବେ…

ବିଡିଓଙ୍କ ବଦଳି ଦାବି ନେଇ ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇଲେ ଚେୟାରମ୍ୟାନ

କୋଟଗଡ଼,୧୬ା୬(ସରୋଜ ବଳିୟାରସିଂ): ବିଡିଓଙ୍କ ବଦଳି ଦାବି ନେଇ ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି ବ୍ଲକ ଚେୟାରମ୍ୟାନ। ଏଭଳି ଘଟଣା କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଦେଖିବାକୁ ମିଳିଛି। କିଛି ଦିନ ଧରି ବିଡିଓ ଅର୍ଜୁନ ପ୍ରଧାନ ଓ ବ୍ଲକ ଚେୟାରମ୍ୟାନ ପିଙ୍କି…

ମୋଦିଙ୍କ ଆମେରିକା ଗସ୍ତ ହେବ ଐତିହାସିକ: ଆମେରିକୀୟ କଂଗ୍ରେସ ନେତା

ଓ୍ବାଶିଂଟନ,୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତ ମାସ ୨୧ରୁ ୨୪ ଆମେରିକା ଗସ୍ତ କରିବେ। ତେବେ ମୋଦିଙ୍କ ଆମେରିକା ଗସ୍ତକୁ ନେଇ ବହୁ ଆମେରିକୀୟ ନେତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଗସ୍ତ ସମୟରେ ମୋଦି ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ…

ଗୁଣ୍ଡିଚା ମନ୍ଦିରରେ ବରଗଛ ଭର୍ତ୍ତି

ସୋନପୁର,୧୬।୬(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ୨୦ ତାରିଖ ପବିତ୍ର ରଥଯାତ୍ରା। ଏଥିପାଇଁ ସୁବର୍ଣ୍ଣପୁର ସମେତ ସାରା ଓଡିଶା ଉତ୍ସବ ମୁଖର ହୋଇଉଠିଛି। ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ଓ ଗୁଣ୍ଡିଚା ମନ୍ଦିରକୁ ରଙ୍ଗ କରାଯାଉଛି। ହେଲେ ସୁବର୍ଣ୍ଣପୁରର ସ୍ଥିତି ଭିନ୍ନ। ମନ୍ଦିରମାଳିନୀ ଏହି…

ସଫଳ ହେଉନି ଅସ୍ତ୍ରୋପଚାର, ବଢୁଛି ଚିନ୍ତା

ଲୋଇସିଂହା,୧୬।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡା ଗ୍ରାମର ଦୀନବନ୍ଧୁ ଥନାପତି (୫୫)। ଦୂରାରୋଗ୍ୟରେ ପୀଡିତ ହୋଇ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଅୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍‌ସ)ରେ ଚିକିତ୍ସିତ ହେଉଛନ୍ତି। ପ୍ରଥମ ଦୁଇଦଫା ଅସ୍ତ୍ରୋପଚାର ସଫଳ ହେଲାନାହିଁ। ଏବେ ତୃତୀୟ ଥର…

କୁଚିଣ୍ଡାରେ ପାନୀୟ ଜଳ ସମସ୍ୟା ଉତ୍କଟ

କୁଚିଣ୍ଡା,୧୬ା୬(ବିରଞ୍ଚତ୍ ଦର୍କା): ଗ୍ରୀଷ୍ମ ପ୍ରବାହ ବଢିଚାଲିଥିବା ବେଳେ ଗତ କିଛିଦିନ ଧରି କୁଚିଣ୍ଡା ସହରରେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ଲୋକେ ପାଣି ମୁନ୍ଦାଏ ପାଇଁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟା ସମାଧାନ ପାଇଁ ଭାଜପା ପକ୍ଷରୁ…

ଜାତୀୟ ରାଜପଥରେ ଖାଲଖମା

କୁଆଁରମୁଣ୍ଡା,୧୬ା୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଦେଇ ଝାଡ଼ଖଣ୍ଡକୁ ଯାଇଥିବା ୧୪୩ ନଂ ଜାତୀୟ ରାଜପଥର ଡାଏରୀ ଫାର୍ମ ନିକଟରୁ କୁଆଁରମୁଣ୍ଡା ଫାଣ୍ଡି ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଫଳରେ ସେହି ରାସ୍ତା ଦେଇ ଯାଉଥିବା…

ଶୋଇଥିବା ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକିନେଇ କଚାଡ଼ି ମାରିଲା ଦନ୍ତା

ଖମାର,୧୬ା୬(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଳଲହଡ଼ା ଥାନା ପାଲଲହଡ଼ା ବନାଞ୍ଚଳ ଅନ୍ତର୍ଗତ ପେଚାମୁଣ୍ଡି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଯୁବକକୁ ଟେକିନେଇ କଚାଡ଼ି ମାରିଛି ଦନ୍ତା ହାତୀ। ସୂଚନାନୁଯାୟୀ, ପେଚାମୁଣ୍ଡି ଗ୍ରାମର ପବିତ୍ର ନାଏକ ଖାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri