୪ ବର୍ଷ ପରେ ବି ମିଳିନି ଫନୀ ସହାୟତା
ଜଗତ୍ସିଂହପୁର ଅଫିସ,୫।୫:୨୦୧୯ରେ ଫନୀ ବାତ୍ୟାରେ ଜଗତ୍ସିଂହପୁର ସମେତ ମୋଟ ୧୦ ଜିଲା ପ୍ରଭାବିତ ହୋଇଥିଲା। ବାତ୍ୟା ପରେ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଦେବେ ବୋଲି ଘୋଷଣା କରିଥିଲେ। ଇତିମଧ୍ୟରେ ୪ ବର୍ଷ ଅତିକ୍ରାନ୍ତ ହୋଇ ଯାଇଥିଲେ ସୁଦ୍ଧା ଜିଲାର…
ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ
ପଟ୍ଟାମୁଣ୍ଡାଇ,୫ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍ଏସ୍ସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି ମ୍ୟୁନିସିପାଲିଟି ଘୋଷଣାକୁ ୩୫ବର୍ଷ ପୂରିଛି। କ୍ରମବଦ୍ଧିଷ୍ଣୁ ସହର ଏବେ ନଦୀ, ନାଳ, ପୋଖରୀକୁ ମାଡ଼ିବାରେ…
ଜମାକାରୀଙ୍କ ଫିକ୍ସ ଡିପୋଜିଟ୍ରୁ ୮ଲକ୍ଷ ଟଙ୍କା ଗାଏବ
ଡେରାବିଶ/ପାଟକୁରା, ୫ା୫(ସ୍ବ.ପ୍ର./ଡି.ଏନ୍.ଏ.): ଜମାକାରୀଙ୍କ ଅଗୋଚରରେ ଫିକ୍ସ ଡିପୋଜିଟ୍ରୁ ୮ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲ୍ଳକ ବଙ୍ଗାଳପୁର ପଞ୍ଚାୟତ ମାହାଳସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶାଖାରେ। ଏହି ଶାଖାରେ ନୂଆ…
ଏସ୍ବିଆଇ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ
ଯାଜପୁରରୋଡ୍,୫ା୫(ଡି.ଏନ.ଏ.): ଯାଜପୁର ଜିଲାର ଯାଜପୁରରୋଡ୍ କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହାକୁ ଆଖିଆଗରେ ରଖି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ୨୦୦୫ରେ ଯାଜପୁରରୋଡ୍ଠାରେ ଅବସ୍ଥାପିତ କରାଯାଇଥିଲା। ଏହି ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ଯାଜପୁର ଜିଲାର ୨୭ ଏବଂ କେନ୍ଦ୍ରାପଡ଼ା…
ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଶିଳ୍ପ ପ୍ରଦୂଷଣରେ ଆକ୍ରାନ୍ତ
କେନ୍ଦ୍ରାପଡ଼ା ଅଫିସ,୫ା୫: ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବା ବେଳେ ଅନ୍ୟ ୩ ପାର୍ଶ୍ୱରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ ଏହି…
ଅସୁରକ୍ଷିତ ବୌଦ୍ଧପୀଠ
ଚଣ୍ଡିଖୋଲ,୫ା୫(ଡି.ଏନ୍.ଏ.): ଶୁକ୍ରବାର ଚନ୍ଦନ ପୂର୍ଣ୍ଣିମା। ଏହାକୁ ବୌଦ୍ଧ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଭଗବାନ ତଥାଗତ ବୁଦ୍ଧ ଏହି ଦିନ ଜନ୍ମଗ୍ରହଣ କରିଥିବାରୁ ଏହାକୁ ବୁଦ୍ଧ ଜୟନ୍ତୀ ରୂପେ ପାଳନ କରାଯାଏ। ଓଡ଼ିଶାର ପ୍ରମୁଖ ବୌଦ୍ଧକ୍ଷେତ୍ର ହୀରକ ତ୍ରିଭୁଜ କଟକ ଜିଲାର ଲଳିତଗିରି,…
ନଗଡ଼ାରେ ପୋଡୁଚାଷ ପାଇଁ ଜଙ୍ଗଲ କଟା ଆରମ୍ଭ
କାଳିଆପାଣି,୫ା୫(ଡି.ଏନ.ଏ.):ସୁକିନ୍ଦା ବନାଞ୍ଚଳ ଅଧୀନ ଚିଙ୍ଗୁଡ଼ିପାଳ ପଞ୍ଚାୟତର ନଗଡ଼ା ଜଙ୍ଗଲକୁ ଜୁଆଙ୍ଗମାନେ ପୋଡୁଚାଷ ପାଇଁ ବ୍ୟବହାର କରୁଛନ୍ତି। ସେଥିପାଇଁ ନଗଡ଼ାରେ ଆରମ୍ଭ ହେଲାଣି ଜଙ୍ଗଲ କଟା। ବର୍ଷା ଦିନେ ଉକ୍ତ ଚାଷ କରିବା ପାଇଁ ପାହାଡ଼ର ଜଙ୍ଗଲ କାଟି ସଫା କରାଯାଉଛି। ଜଙ୍ଗଲରେ…
ଚର୍ଚ୍ଚାରେ ସପକ୍ଷ, ବିପକ୍ଷବାଦୀଙ୍କ ଧାରଣା
ଯାଜପୁର ଅଫିସ୍,୫ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ଥିବା ମୂଲ୍ୟବାନ କଳାପଥର ଲୁଟ୍ ଅଭିଯୋଗ ମାମଲା ବହୁ ପୁରୁଣା। ଏହି ଲୁଟ ଅଭିଯୋଗରେ ପୂର୍ବରୁ ୧୦ ଜଣ ଲେଖାଏ ତହସିଲଦାର ଓ ରାଜସ୍ବ ନିରୀକ୍ଷକଙ୍କ ସମେତ ୬ ଜଣ ଉପଜିଲାପାଳ…
ଶୁଣାଣି ବନ୍ଦ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୫ା୫: ରେସଲିଂ ଫେଡେରେଶନ ଅଫ୍ ଇଣ୍ଡିଆ (ଡବ୍ଲ୍ୟୁଏଫ୍ଆଇ) ମୁଖ୍ୟ ବ୍ରିଜ ଭୂଷଣ ଶରନ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଆଣିଥିବା ଯୌନ ନିର୍ଯାତନା ଅଭିଯୋଗର ଶୁଣାଣିକୁ ସୁପ୍ରିମକୋର୍ଟ ଗୁରୁବାର ବନ୍ଦ କରିଦେଇଛନ୍ତି। ବ୍ରିଜଭୂଷଣଙ୍କ ବିରୋଧରେ ଏତଲା ଦାଏର ହେବା ସହ ଆବେଦନକାରିଣୀମାନଙ୍କୁ…
ପଟ୍ଟାଜମିରେ ଗୁଣ୍ଡାଗର୍ଦ୍ଦି, ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଲୋକେ
ବାଲିଗୁଡ଼ା,୪ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର ତୁମୁଡିବନ୍ଧ ତହସିଲ ଅନ୍ତର୍ଗତ କୁର୍ତ୍ତମଗଡ଼ଠାରେ ଦୀର୍ଘବର୍ଷ ହେଲା ରହିଆସୁଥିବା ସାଧାରଣ ଲୋକଙ୍କ ସେଟେଲମେଣ୍ଟ ପଟ୍ଟା ଜମି ଉପରେ କିଛି ଅସାମାଜିକ ବ୍ୟକ୍ତି ଜୋର ଜବରଦସ୍ତି ଆସି ଗୁଣ୍ଡା ଗର୍ଦ୍ଦି କରି ଜାଗା ଅକ୍ତିଆର ଘଟଣା…
ଶିମଲା ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନରେ ହାରିଲା ଭାଜପା
ଶିମଲା,୪।୫: ଶିମଲା ମ୍ୟୁନିସିପାଲିଟି କର୍ପୋରେଶନ ନିର୍ବାଚନରେ ଭାଜପା ଏଥର ପରାଜୟର ସମ୍ମୁଖୀନ ହୋଇଛି। ତେବେ କଂଗ୍ରେସ ଏଥର ପୁଣି ବାଜି ମାରି ନେଇଛି। ଏହାକୁ ଭାଜପାର ଲଗାତାର ପରାଜୟର ହ୍ୟାଟ୍ରିକ କୁହାଯାଉଛି। ଏହାପୂର୍ବରୁ ୨୦୨୧ ଉପ-ନିର୍ବାଚନରେ, ୨୦୨୨ ବିଧାନସଭା ନିର୍ବାଚନରେ ଏବଂ…
ଏସ୍ଆର୍ଏଚ୍ ପାଇଁ ୧୭୨ ରନ୍ର ବିଜୟ ଲକ୍ଷ୍ୟ ରଖିଲା କେକେଆର୍
ହାଇଦ୍ରାବାଦ,୪ା୫: ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ ୨୦୨୩ର ୪୭ତମ ମ୍ୟାଚ୍ରେ କୋଲକାତା ନାଇଟ୍ ରାଇଡର୍ସ ସନ୍ରାଇଜର୍ସ ହାଇଦ୍ରାବାଦ ଆଗରେ୧୭୨ ରନ୍ର ବିଜୟ ଲକ୍ଷ୍ୟ ରଖିଛି। ଏହି ମ୍ୟାଚରେ କୋଲକାତା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…
Archives


