ଇତିହାସ ରଚିଲେ ଷ୍ଟୁଆର୍ଟ ବ୍ରଡ
ମାଞ୍ଚେଷ୍ଟର,୨୦।୭: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଆଶେସ ସିରିଜର ଚତୁର୍ଥ ମ୍ୟାଚରେ ଇଂଲଣ୍ଡର ତାରକା ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ଇତିହାସ ସୃଷ୍ଟି କରିଛନ୍ତି। ଚତୁର୍ଥ ଟେଷ୍ଟର ପ୍ରଥମ ଦିନରେ ହେଡଙ୍କୁ ଆଉଟ୍ କରି ବ୍ରଡ ଟେଷ୍ଟ କ୍ରିକେଟରେ ୬୦୦ ଉଇକେଟ ପୂରଣ…
ଖଡ଼ଗ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ ୧୨୬ କୋଟି ଟଙ୍କା
ଭୁବନେଶ୍ୱର,୨୦ା୭(ଅସମାପିକା ସାହୁ): ଖଡ଼ଗ ନଦୀରେ ନିର୍ମାଣ ହେବ ଜଳାଶୟ। ୧୨୬ କୋଟି ଟଙ୍କାର ଏହି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଏହି ପ୍ରକଳ୍ପକୁ ବୈଷୟିକ ପରାମର୍ଶଦାତା କମିଟି ମଧ୍ୟ ସ୍ବୀକୃତି ପ୍ରଦାନ କରିଥିଲେ। ଏହି ପ୍ରକଳ୍ପ…
ବାୟାପଡ଼ା ଘାଟିରେ ଭୂସ୍ଖଳନ
କୋରୁକୋଣ୍ଡା,୨୦ା୭(ଅବିନାଶ ବେହେରା): ମାଲକାନଗିରି ଜିଲାରେ ଗତ ତିନି ଦିନ ଧରି ଲଗାଣ ବର୍ଷା ଲାଗିରହିଥିବା ବେଳେ ଜିଲାର ଅଧିକାଂଶ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇରହିଛି । ଆଜି ପ୍ରବଳ ବର୍ଷା ଯୋଗୁ ଜିଲାର କୋରୁକୋଣ୍ଡା ବ୍ଲକ ଅନ୍ତରଗତ ନାକାମାମୁ ପଞ୍ଚାୟତର…
ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର,୨୦ା୭(ଅସମାପିକା ସାହୁ): ଓଡ଼ିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନୋଟି ଷ୍ଟେଶନ ଅଫିସର ପଦବୀ ଥିବା ବେଳେ ୩ଟି ଲିଡିଂ ଫାୟାର ମ୍ୟାନ୍ ଓ ୨୦ଟି…
ମଣିପୁର ହିଂସାକୁ ନେଇ ଗୃହ ମୁଲତବି
ନୂଆଦିଲ୍ଲୀ,୨୦।୭: ମୌସୁମୀ ଅଧିବେଶନରେ ଗୃହର କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ମଣିପୁର ପ୍ରସଙ୍ଗରେ ସରକାରଙ୍କୁ ଘେରିଛନ୍ତି। ତେବେ ଏହି କାରଣରୁ ଲୋକସଭାକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବି କରାଯାଇଛି। ଏଥିସହ ରାଜ୍ୟସଭାକୁ ମଧ୍ୟ ମଧ୍ୟାହ୍ନ ୧୨ଟା ଯାଏଁ ଏବଂ ରାଜ୍ୟସଭାକୁ…
କୋହଲିଙ୍କ ପ୍ରଶଂସାରେ ଶତମୁଖ ଦ୍ରାବିଡ
ତ୍ରିନିଦାଦ,୨୦।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ତାଙ୍କ କ୍ୟାରିୟରରେ ଆଉ ଏକ ବିଶେଷ ମାଇଲଖୁଣ୍ଟ ହାସଲ କରିବେ। କୋହଲି ଓ୍ବେଷ୍ଟଇଣ୍ଡଜ୍ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ୟାରିୟରର ୫୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିବେ।…
କର୍ନାଟକ ବିଧାନସଭାରେ ୧୦ ଜଣ ବିଧାୟକଙ୍କୁ ନିଲମ୍ବନ କରାଯିବା ନେଇ ସରକାରଙ୍କୁ ଘେରିଲା ଭାଜପା
ବେଙ୍ଗାଲୁରୁ,୨୦।୭: କର୍ନାଟକ ବିଧାନସଭାରେ ୧୦ ଜଣ ବିଧାୟକଙ୍କୁ ନିଲମ୍ବନ କରାଯିବା ନେଇ ରାଜ୍ୟ ସରକାରକୁ ଟାର୍ଗେଟ କରିଛି ଭାଜପା। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ କଂଗ୍ରେସ ସରକାରଙ୍କୁ ଏକଛତ୍ରବାଦୀ ଶାସକ ବୋଲି କହିଛନ୍ତି ଏବଂ ଏହାକୁ ଗଣତନ୍ତ୍ରର ହତ୍ୟା କରାଯାଇଥିବା…
କୁକି ମହିଳାଙ୍କୁ ଉଲଗ୍ନ କରିବା ଘଟଣା: ସରକାର କାର୍ଯ୍ୟାନୁଷ୍ଠାନ ନ ନେଲେ ଆମେ କରିବୁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୦।୭: ମଣିପୁରରେ କୁକି ସମ୍ପ୍ରଦାୟର ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ପରେଡ କରିବା ଘଟଣାରେ ଚିିନ୍ତାବ୍ୟକ୍ତ କରିଛନ୍ତି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ କହିଛନ୍ତି, ଏହି ଚିତ୍ରଗୁଡ଼ିକ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛୁ। ହିଂସା ପ୍ରଭାବିତ ଅଞ୍ଚଳରେ ମହିଳାମାନଙ୍କୁ ସାମଗ୍ରୀ…
ଭୁସ୍ଖଳନ ଆଶଙ୍କାରେ ପାହାଡ଼ ରାସ୍ତା ସିଲ୍
ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରୀପଦର ଗ୍ରାମରେ ପୁଣି ଭୂସ୍ଖଳନ ହେବା ଆଶଙ୍କା କରି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗାଁଠାରୁ ପାହାଡ଼ ରାସ୍ତାକୁ ସିଲ୍ କରିଦିଆଯାଇଛି। ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। ଏବେ ଲଘୁଚାପ…
ଯୁବକଙ୍କୁ ଗଳାକାଟି ହତ୍ୟା
ବରଗଡ଼ ୨୦।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବୁଧବାର ବିଳମ୍ବିତ ରାତିରେ ଏକା ହତ୍ୟାକାଣ୍ଡ ଘଟିଛି। ବରଗଡ଼ ପୌର ପରିଷଦ ଅଧୀନ ୧ ନଂ ଓ୍ବାର୍ଡର ମାଳପଡ଼ାସ୍ଥିତ ଏକ ନିର୍ମାଣାଧୀନ ଘର ପାଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ…
ମଣିପୁର ଘଟଣା ଲଜ୍ଜାଜନକ, ଦୋଷୀଙ୍କୁ ମିଳିବ କଡ଼ା ଦଣ୍ଡ: ମୋଦି
ନୂଆଦିଲ୍ଲୀ,୨୦।୭: ମଣିପୁରରେ ମହିଳାଙ୍କୁ ଉଲଗ୍ନ କରି ବୁଲାଇବାରେ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ପ୍ରଧାନମନ୍ତ୍ରୀ କହିଛନ୍ତି, ମଣିପୁରରେ ଯେଉଁ ଘଟଣା ସାମ୍ନାକୁ ଆସିଛି ତାହା କୌଣସି ସଭ୍ୟ ସମାଜ ପାଇଁ ଲଜ୍ଜାଜନକ ଘଟଣା। ଏଭଳି ଘଟଣା ମୋତେ…
ମୌସୁମୀ ଅଧିବେଶନ: ଗୃହ ବାତିଲ ପାଇଁ ଯୋଜନା କରିଛନ୍ତି ବିରୋଧୀ!
ନୂଆଦିଲ୍ଲୀ,୨୦।୭: ସଂସଦ ଆରମ୍ଭରୁ ମଣିପୁର ହିଂସାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ତେବେ ଏହାରି ଭିତରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲାଦ ଯୋଶୀ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ବିରୋଧୀ ଗୃହ ଚଲାଇ ଦେବେ ନାହିଁ ବୋଲି ମୁଁ ଜାଣିଥିଲି।…
Archives


