Home

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ ଯୋଗେ ଜଳଯୋଗାଣ ହେଉଛି। ଏହି କ୍ରମରେ ଗ୍ରାମର କଲୋନୀପଡାବାସୀ ଗୋଟିଏ ସପ୍ତାହ ହେବ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ ଏହାକୁ ନେଇ ଏପର୍ଯ୍ୟନ୍ତ ସେଭଳି କିଛି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ଅନ୍ୟପଟେ ତୋରଣ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ ଭିଡ଼ମୁକ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହାକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଶନିବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ। ଏହି ଘଟଣା ପରେ ଚେହେରା ବା ମୁଖମଣ୍ଡଳରେ ପରିବର୍ତ୍ତନ ଆସିଲେ ଫେସିଆଲ ରେକଗ୍‌ନିଶନ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି ବଡ଼ ବିଜୟ ସହ ଗୁଜରାଟ ଫାଇନାଲ୍‌ରେ ପ୍ରବେଶ କରିଛି। ଆସନ୍ତା ୩୧ ମେ,…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ ଖେଳାଯାଉଥିବା ଏହି ମହାମୁକାବିଲାରେ ଟସ୍‌କୁ ନେଇ ବିବାଦ ଦେଖାଦେଇଛି, ଯେଉଁଥିପାଇଁ ପଡ଼ିଆରେ ଦୁଇ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ ୨୫ରୁ ୩୦ ଦିନ ପର୍ଯ୍ୟନ୍ତ ଚାଲିଥାଏ। ମାତ୍ର ପାର୍ବଣ ଋତୁ, ଶୀତଦିନ…

CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍‌ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍‌ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ…

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଏହି ପ୍ରକ୍ରିୟା ମେ ୨୯ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ, ବର୍ତ୍ତମାନ ଏହି…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ଦୁଇ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି।…

ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର ବନବାସୀ କହି ଅପମାନିତ କରିବା ସହିତ ତାତ୍ସଲ୍ୟ କରିଥିଲେ। ଯାହାକି ଆଦିବାସୀ ସମାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?