Home

ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଚାଇନାର ଆଣବିକ ଅସ୍ତ୍ରଶସ୍ତ୍ର ସଂଖ୍ୟାରେ ସର୍ବାଧିକ ବୃଦ୍ଧି…

ବେଜିଂ,୧୨।୬ : କିଛି ଦିନ ଧରି ଚାଇନା ସହିତ ଅନେକ ଦେଶର ଉତ୍ତେଜନା ବୃଦ୍ଧି ପାଇଛି। ଚାଇନା ସହିତ ଭାରତ ସୀମାରେ କ୍ରମାଗତ ଉତ୍ତେଜନା ଦେଖାଦେଇଛି। ଏହି ସମୟରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି ଯେଉଁଥିରେ ଭାରତ, ପାକିସ୍ଥାନ ଏବଂ ଚାଇନା…

ଗୋଚର ଜମିରୁ ଚାଲିଛି ମାଙ୍କଡ଼ା ପଥର ଚାଲାଣ

ଖୋର୍ଦ୍ଧା ଅଫିସ,୧୨ା୬: ଖୋର୍ଦ୍ଧାରେ ଲଘୁ ଖଣିଜ ସମ୍ପଦ ଲୁଟ୍‌ ବଢ଼ିଚାଲିଛି। ସରକାରୀ ଜମି, କାଜୁ ଜଙ୍ଗଲ ଏବଂ ଶ୍ରୀମନ୍ଦିର ଜମି ଉପରେ ରହିଛି ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି। ସବୁଠି ମାଙ୍କଡ଼ା ପଥର କଟାଚାଲିଛି। ଫଳରେ ଜମି, ଜଙ୍ଗଲ ନଷ୍ଟ ହେବା…

ସହରରେ ବଢୁଛି ଚୋରା ବନ୍ଧୁକ କାରବାର

ଖୋର୍ଦ୍ଧା ଅଫିସ,୧୨ା୬: ଖୋର୍ଦ୍ଧା ନିଶା କାରବାରର ହବ୍‌ ପାଲଟିଥିବା ବେଳେ ଚୋରା ବନ୍ଧୁକ କାରବାର ମଧ୍ୟ ବଢ଼ିଚାଲିଛି। ଏକାଧିକ ଅସାମାଜିକ ଯୁବକଙ୍କ ପାଖରେ ବନ୍ଧୁକ ରହିଛି। ମାରଣାସ୍ତ୍ର, ବୋମା ପରିବର୍ତ୍ତେ ଏବେ କଥା କଥାକେ ଗୁଳି ଫୁଟୁଛି। ସହରରେ ଅପରାଧ ବଢ଼ିଚାଲିଥିବା…

୧୫୦ରୁ ଅଧିକ ୟୁଟ୍ୟୁବ ଚ୍ୟାନେଲ-ଓ୍ବେବସାଇଟ ବ୍ୟାନ୍‌…

ନୂଆଦିଲ୍ଲୀ,୧୨।୬ : ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ୧୫୦ରୁ ଅଧିକ ୱେବସାଇଟ ଏବଂ ୟୁଟ୍ୟୁବ ଆଧାରିତ ନ୍ୟୁଜ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଛି। ୨୦୨୧ ମସିହାରୁ ଚାଲୁଥିବା ଏହି ୱେବସାଇଟଗୁଡିକ ଉପରେ ନିଷେଧାଦେଶ ସମ୍ପର୍କରେ ମନ୍ତ୍ରଣାଳୟ…

ପୁଅର ଠେଙ୍ଗାମାଡ଼ରେ ବାପା ମୃତ, ମା’ ଗୁରୁତର

ଦେବଗଡ଼,୧୨ା୬(ଡି.ଏନ୍‌.ଏ.): ପୁଅର ଠେଙ୍ଗା ମାଡ଼ରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଲଇମୁରା ଥାନା ଅନ୍ତର୍ଗତ ଭାଲୁଗୁହା ଗ୍ରାମରେ। ମୃତକ ହେଲେ ଗୁରୁଚରଣ କିଷାନ(୫୦)। ରବିବାର ବିଳମ୍ବିତ ରାତିରେ ପୁଅ ତଥା ଅଭିଯୁକ୍ତ…

ଭିଜିଲାନ୍ସ ଜାଲରେ ବ୍ୟାଙ୍କ ସହାୟକ

ଭବାନୀପାଟଣା,୧୨ା୬(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭବାନୀପାଟଣା କେନ୍ଦ୍ର ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କ ସହାୟକ ପ୍ରଦୀପ ଚନ୍ଦ୍ରକାର। ସୋମବାର ଚାରୋଟି ଟିମ୍‌ ସହ ୪ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଏହି ଚଢ଼ାଉରେ ୩ଜଣ ଡିଏସ୍‌ପି ଏବଂ ୩ଜଣ ଇନ୍ସପେକ୍ଟର…

ଅମିତ ଅଗ୍ରଓ୍ବାଲ ଆଧାର ସିଇଓ: ଶାସନର ଶୀର୍ଷ ସ୍ତରରେ କେନ୍ଦ୍ର ସରକାରଙ୍କ ୧୩ ଅଦଳବଦଳ…

ନୂଆଦିଲ୍ଲୀ,୧୨।୬ : ପ୍ରଶାସନର ଶୀର୍ଷ ସ୍ତରରେ କେନ୍ଦ୍ର ସରକାର ୧୩ ଆଇଲଏସ ଅଧିକାରୀଙ୍କ ବଡ଼ ଅଦଳବଦଳ କରିଛନ୍ତି। ଏହା ଅଧୀନରେ ବରିଷ୍ଠ ଆଇଏଏସ ଅଧିକାରୀ ଅମିତ ଅଗ୍ରୱାଲଙ୍କୁ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆର ସିଇଓ ଭାବେ ନିଯୁକ୍ତି ଦିଆଯାଇଛି। ଆଧାର…

୮୦ କୋଟି ଦୁର୍ନୀତି ୨୦୦ କୋଟିରେ ପହଞ୍ଚିଲାଣି

ନୟାଗଡ଼ ଅଫିସ/ଭାପୁର,୧୨ା୬ (ଡି.ଏନ୍‌.ଏ.): ମିଶନ ଶକ୍ତି ଗୃହ ନ କରି ୪ ଲକ୍ଷ ଟଙ୍କା ଆମତ୍ସାତ୍‌ ଘଟଣାରେ ଲୋକାୟୁକ୍ତରେ ମାମଲା ପରେ ନୟାଗଡ଼ ଜିଲା ଭାପୁର ବ୍ଲକରେ ୮୦ କୋଟିିର ଦୁର୍ନୀତି ଏବେ ୨୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ପହଞ୍ଚତ୍ଲାଣି। ବିକାଶର…

ସରୁନି ଧରାକୋଟ-ଜାନବିଲି ରାସ୍ତା ନିର୍ମାଣ

ଧରାକୋଟ,୧୨ା୬ (ଡି.ଏନ୍‌.ଏ): ଧରାକୋଟ-ଜାନବିଲି ୫ କିମି ରାସ୍ତା ସଂପ୍ରତି ନିର୍ମାଣ ଚାଲିଛି। ଦୀର୍ଘଦିନ ହେଲା ଠିକାଦାର ଅଧପନ୍ତରିଆ ଭାବରେ ଛାଡ଼ିଦେଇ ଚାଲିଯାଇଛନ୍ତି। ବାରମ୍ବାର ଅଭିଯୋଗ ପରେ ବିଭାଗ ତରଫରୁ ଠିକାଦାରଙ୍କୁ ତୁରନ୍ତ ନିମାଣ କାର୍ଯ୍ୟ ଆରମ୍ଭ ପାଇଁ ଚିଠି ଲେଖାଯାଇଛି। ହେଲେ…

କମୁଛି ଚାଷ ଜମି, ବଢୁଛି ଘରବାରି

ପାରଳାଖେମୁଣ୍ଡି,୧୨ା୬ (ଡି.ଏନ୍‌.ଏ): ଗ୍ରାମାଞ୍ଚଳ ଗୁଡିକରେ ଚାଷ ଜମି ପରିମାଣ କମି କମି ଯାଉଥିବା ବେଳେ ଘରବାରି ବଢୁଥିବାର ପରିଲିକ୍ଷିତ ହେଉଛି। ଜମିମାଫିଆ ତଥା ଦଲାଲମାନେ ସହରାଞ୍ଚଳର ଆଖପାଖରେ ଥିବା ଚାଷ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇ ଚାଲିଥିବା ବେଳେ ଏବଂ…

ଉତ୍ତର କୋରିଆ କ୍ଷେପଣାସ୍ତ୍ରକୁ ନଷ୍ଟ କରିବାକୁ ଘୋଷଣା କଲା ଜାପାନ…

ଟୋକିଓ,୧୨।୬ : ଉତ୍ତର କୋରିଆର କ୍ଷେପଣାସ୍ତ୍ରକୁ ଧ୍ୱଂସ କରିବାକୁ ଜାପାନ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏକ ନିର୍ଦ୍ଦେଶ ଜାରି କରିଛି। ଏହି ଆଦେଶରେ କୁହାଯାଇଛି ଜାପାନ ପାଇଁ ବିପଦ ସୃଷ୍ଟି କରୁଥିବା ଯେକୌ ଣସି ଉତ୍ତର କୋରିଆ କ୍ଷେପଣାସ୍ତ୍ରକୁ ନଷ୍ଟକରାଯିବ। ଜାପାନ…

କାଳବୈଶାଖୀ ପ୍ରଭାବରେ କ୍ଷତିଗ୍ରସ୍ତଙ୍କୁ ସହାୟତା ପାଇଁ ଦାବି

ଖଣ୍ଡପଡା,୧୨ା୬(ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଯୋଗୁ ଖଣ୍ଡପଡ଼ା ବ୍ଲ୍ଳକ ଅଧୀନ ୨୨ଟି ପଞ୍ଚାୟତରେ ଶନିବାର ଅପରାହ୍ନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ରାସ୍ତା କଡ଼ରେ ଥିବା ବଡ଼ ବଡ଼ ଗଛ ଓ ଡ଼ାଳ ଭାଙ୍ଗି ପଡ଼ିବା ଯୋଗୁ ଶତାଧିକ ଟିଣ, ଆଜବେଷ୍ଟସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri