ବଲାଙ୍ଗୀର ଏସପିଙ୍କ ଘର ନିକଟରେ ଟ୍ରଲର-ଟ୍ରକ ଧକ୍କା: ଡ୍ରାଇଭର ଗୁରୁତର
ବଲାଙ୍ଗୀର,୪।୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ଏସପିଙ୍କ ଘର ନିକଟ ୨୬ ନମ୍ବର ଜାତୀୟ ରାଜପଥରେ ଟ୍ରଲର-ଟ୍ରକ ଧକ୍କା ହୋଇଛି। ଏଥିରେ ଟ୍ରଲର ଡ୍ରାଇଭର ଗୁରୁତର ଆହତ ହୋଇଥିବା ଜଣାପଡିଛି। ଦୁଇ ଗାଡି ଦୁର୍ଘଟଣା ପରେ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ…
ଆଫଗାନିସ୍ତାନରେ ଭୂକମ୍ପ: ୨୦ ମୃତ, ୫୩୪ ଆହତ
କାବୁଲ,୪ା୧୧: ଆଫଗାନିସ୍ତାନର ଉତ୍ତର ଭାଗରେ ରବିବାର ବିଳମ୍ବିତ ରାତିରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇ ଅନୂ୍ୟନ ୨୦ ଜଣଙ୍କ ମୃତ୍ୟୁ ଘଟିବା ସହ ୫୩୪ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ ସଂଖ୍ୟ ବୃଦ୍ଧି ପାଇବା…
ଦର୍ଶନ, ପବିତ୍ରା ଗୌଡ଼ାଙ୍କ ବିରୋଧରେ ଚାର୍ଜଫ୍ରେମ୍
ବେଙ୍ଗାଲୁରୁ,୪ା୧୧: ରେଣୁକାସ୍ବାମୀ ହତ୍ୟା ମାମଲାରେ ବେଙ୍ଗାଲୁରୁର ୬୪ତମ ସେସନ୍ସ କୋର୍ଟ ସୋମବାର କନ୍ନଡ଼ ଅଭିନେତା ଦର୍ଶନ ଓ ଅଭିନେତ୍ରୀ ପବିତ୍ରା ଗୌଡ଼ାଙ୍କ ସମେତ ୧୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ କରିଛନ୍ତି। ହତ୍ୟା, ଆପରାଧିକ ଷଡ଼ଯନ୍ତ୍ର, ଅପହରଣ ଏବଂ ବେଆଇନ ଭାବେ ଏକାଠି ହେବା…
ମଣ୍ଡି ଖୋଲିନି, ରାସ୍ତା ଉପରେ ଧାନ: ବଢୁଛି ଧାନ ଅଭାବୀ ବିକ୍ରି ଆଶଙ୍କା
ବରଗଡ଼, ୪ା୧୧(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲା ରାଜ୍ୟର ଭାତହାଣ୍ଡି। ଏହି ଜିଲାରେ ରାଜ୍ୟରୁ ଅଧିକ ଧାନ ଉତ୍ପାଦନ ପାଇଁ ବରଗଡ଼ ଏପରି ଆଖ୍ୟା ପାଇଛି l ହେଲେ ଜିଲାର ଚାଷ ଏବଂ ଚାଷୀଙ୍କ ସମସ୍ୟା ଏବେ ମଧ୍ୟ ଅସମାହିତ ରହିଛି…
ନବୀନଙ୍କୁ ଏମିତି ପ୍ରଶ୍ନ କଲେ ମନମୋହନ: ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୪।୧୧(ସୁନିତ୍ ମିଶ୍ର):ରାଜ୍ୟରେ ଲମ୍ବା ସମୟ ଶାସନ କରିବା ବେଳେ ଲୋକଙ୍କ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ କ’ଣ କରିଛନ୍ତି ତାହା କୁହନ୍ତୁ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଆହ୍ବାନ ଦେଇଛନ୍ତି। ନବୀନଙ୍କ ନୂଆପଡ଼ା ଗସ୍ତ ସମ୍ପର୍କରେ ଗଣମାଧ୍ୟମକୁ…
ବଡ଼ ରେକର୍ଡ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ୧୭ ମାସରେ…
ଭୁବନେଶ୍ୱର,୪।୧୧(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାର ୨୦୨୪ ଜୁନ୍ରେ ଦାୟିତ୍ୱଭାର ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଦ୍ୟାବଧି ୧୭ ମାସରେ ୧୪ ଥର ଲୋକଙ୍କ ଅଭିଯୋଗ ଶୁଣାଣି ପ୍ରତ୍ୟକ୍ଷ ଭାବେ କରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଅଭିଯୋଗ…
ବାପା ନାଁ ନେବାକୁ ବି ଏମାନେ ଲଜ୍ଜିତ ଅନୁଭବ କରୁଛନ୍ତି, କାହାକୁ ଏମିତି କଥା କହିଦେଲେ ମୋଦି
ପାଟନା,୩।୧୧: ବିହାରର କଟିହାର ଜିଲାରେ ଏକ ନିର୍ବାଚନୀ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରଜେଡି ଏବଂ କଂଗ୍ରେସକୁ କଡ଼ା ଟାର୍ଗେଟ କରିଛନ୍ତି। ଆରଜେଡି କଂଗ୍ରେସକୁ ବନ୍ଧୁକ ଦେଖାଇ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି ବୋଲି ପ୍ରଧାନମନ୍ତ୍ରୀ ମୋଦି ଅଭିଯୋଗ…
ନଦୀରେ ବୁଡ଼ିବା ୨୪ ଘଣ୍ଟା ପୁରିଲା, ମିଳୁନି ଯୁବକଙ୍କ ପତ୍ତା
ବଲାଙ୍ଗୀର, ୨ା୧୧- (ସୁନିଲ କୁମାର ମହାନ୍ତି) ବଲାଙ୍ଗିର ଲୋୟର ସୁକତେଲ ନଦୀ ଡ୍ୟାମ ନିକଟରେ ରବିବାର ଜଣେ ଯୁବକ ଗାଧୋଉଥିବା ବେଳେ ନିଖୋଜ ହୋଇଯାଇଥିଲେ l ଯୁବକ ଜଣକ ସୁକ୍ତେଲ ଡ୍ୟାମକୁ ବଣଭୋଜି କରିବାକୁ ଯାଇଥିବାବେଳେ ଏହି ଅଘଟଣ ଘଟିଥିବା ଜଣାପଡିଛି।…
କାର୍ତ୍ତିକ ଶେଷ ସୋମବାର ଶୈବ ପୀଠରେ ପ୍ରବଳ ଭିଡ଼
ଜି.ଉଦୟଗିରି,୩।୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ପବିତ୍ର କାର୍ତ୍ତିକ ପଞ୍ଚୁକ ବ୍ରତ ପାଳନ ଚାଲିଥିବା ବେଳେ ଶେଷ ସୋମବାର ସ୍ଥାନୀୟ ଶୈବ ପୀଠ ଗୁଡ଼ିକରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ପଞ୍ଚୁକ ବ୍ରତ ପାଳନ କରୁଥିବା ଶ୍ରଦ୍ଧାଳୁମାନେ ପ୍ରତିଦିନ ଭୋର ସକାଳୁ…
ବେଆଇନ ବାଲି ନେଇ ଯାଉଥିଲା ଟ୍ରାକ୍ଟର: ମାଡ଼ିବସିଲା ବନ ବିଭାଗ
ଜଗନ୍ନାଥ ପ୍ରସାଦ,୩।୧୧(ବିଭୁ ପ୍ରସାଦ ପଟ୍ଟନାୟକ): ବେଆଇନ ବାଲି ଚୋରିକୁ ରୋକିବା ସକାଶେ ରାଜ୍ୟ ସରକାର ବେଶ ତତ୍ପରତା ପ୍ରକାଶ କରିଛନ୍ତି । ବାଲି ଚୋରିକୁ ଦୃଢ଼ ହସ୍ତରେ ଦମନ ସହ ମାଫିଆଙ୍କୁ ସାବାଡ କରିବାକୁ ଆଇନ କରି ବନ ବିଭାଗ ଓ…
ଚାଇନାକୁ ନେଇ ସାରା ବିଶ୍ୱକୁ ଧମକ ଦେଲେ ଟ୍ରମ୍ପ, କହିଲେ ଏତେବଡ଼ କଥା ସମସ୍ତେ ଆଶ୍ଚର୍ଯ୍ୟ
ଓ୍ବାଶିଂଟନ,୩।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଯେପରି ଚାଇନା ଆମେରିକା ପାଇଁ ବିପଦ ସୃଷ୍ଟି କରେ, ସେହିପରି ଆମେରିକା ମଧ୍ୟ ଚାଇନା ପାଇଁ ବିପଦ ସୃଷ୍ଟି କରେ। ଟ୍ରମ୍ପ…
ମେଟାଲ ଅର୍ଗାନିକ୍ ଫ୍ରେମ୍ଓ୍ବାର୍କ
ସୁଷୁମୁ କିଟାଗାଓ୍ବା ୧୯୫୧ ମସିହା ଜୁଲାଇ ୪ ତାରିଖରେ ଜାପାନର କ୍ୱିଟୋଠାରେ ଜନ୍ମଗ୍ରହଣ କରିଥିଲେ। ସେ କ୍ୱିଟୋ ବିଶ୍ୱବିଦ୍ୟାଳୟରୁ ରସାୟନବିଜ୍ଞାନରେ ଡକ୍ଟରେଟ (୧୯୭୯) ପ୍ରାପ୍ତ ହେଲା ପରେ କିଣ୍ଡାଇ ବିଶ୍ୱବିଦ୍ୟାଳୟ ଏବଂ ଟୋକିଓ ମେଟ୍ରୋପଲିଟାନ୍ କିଣ୍ଡାଇ ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ। ତତ୍ପରେ…
Archives


