Home

ପ୍ୟାରିସ୍‌ ନିକଟତର ହେଲା ଜଙ୍ଗଲ ନିଆଁ

ଆଭୋନ(ଫ୍ରାନ୍ସ),୧୪ା୭: ପଶ୍ଚିମ ୟୁରୋପରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଲାଗିରହିଥିବାବେଳେ ବ୍ୟାପକ ଅଞ୍ଚଳରେ ଜଙ୍ଗଲ ଜଳୁଛି। ସ୍ପେନ୍‌ରେ ଜଙ୍ଗଲ ନିଆଁ ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି। ସୋମବାର ଏହି ନିଆଁ ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ ଦକ୍ଷିଣ ଭାଗରେ ଥିବା ଐତିହାସିକ ଜଙ୍ଗଲ ଫାଉଣ୍ଟେନ୍‌ବ୍ଲ୍ୟୁକୁ…

ଭାଜପା ପରେ ବିଜେଡିର ପାଲଟା ଅଭିଯୋଗ, ପିଲାଙ୍କୁ ରାଜନୈତିକ କାମରେ ଲଗାଉଛି ଭାଜପା

ଭୁବନେଶ୍ୱର,୧୪।୭(ସୁନିତ୍‌ ମିଶ୍ର): ରାଜନୈତିକ କାର୍ଯ୍ୟକ୍ରମରେ ଛୋଟ ପିଲାମାନଙ୍କୁ ସାମିଲ କରାଯିବା ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସୋମବାର ବିଜେଡିର ଏକ ମହିଳା ପ୍ରତିନିଧି ଦଳ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କୁ ଭେଟି ଭାଜପା ବିରୋଧରେ…

ଏଲୋପ୍‌ମେଣ୍ଟ ମାମଲାରେ ପୋକ୍‌ସୋ ଆଇନର ଦୁରୁପଯୋଗ ହେଉଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୭: ସ୍ବେଚ୍ଛାକୃତ ଭାବେ ରିଲେଶନଶିପ୍‌ରେ ରହୁଥିବା କିଶୋର କିଶୋରୀଙ୍କ ବିରୋଧରେ ପୋକ୍‌ସୋ ଆଇନର ଦୁରୁପଯୋଗ କରାଯାଉଥିବା ନେଇ ସୁପ୍ରିମକୋର୍ଟ ସୋମବାର ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରେମ ସମ୍ପର୍କରେ ଥିବା ଝିଅପୁଅ ଯଦି ଘରୁ ଲୁଚି ପଳାଇଯାଆନ୍ତି, ସେମାନଙ୍କୁ ସରକାର ବା ପ୍ରଶାସନ କିପରି…

‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ ପରଲୋକ ଘଟିଛି। ସୋମବାର ସିଡ୍‌ନୀଠାରେ ତାଙ୍କର ଅପ୍ରତ୍ୟାଶିତ ମୃତ୍ୟୁ ଘଟିଥିବା ତାଙ୍କ ପରିବାର…

ଆଜି ରାଜ୍ୟ କ୍ୟାବିନେଟ୍, ୭ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪।୭ (ରବିନାରାୟଣ ଜେନା): ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ ଅନୁଷ୍ଠିତ ହେବାକୁ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ନାଗରିକତ୍ୱ ନ୍ୟାୟସଙ୍ଗତ ପ୍ରକ୍ରିୟାରେ ନିର୍ଦ୍ଧାରଣ ହେଉ

ନୂଆଦିଲ୍ଲୀ,୧୪ା୭: ଗୁଆହାଟୀ ହାଇକୋର୍ଟ ପୂର୍ବରୁ ଫରେନର୍ସ ଟ୍ରିବ୍ୟୁନାଲ ଦେଇଥିବା ରାୟକୁ କାଏମ୍‌ ରଖି ୨୭ ଜଣଙ୍କୁ ବିଦେଶୀ ଘୋଷଣା କରିଥିବାବେଳେ ସୁପ୍ରିମକୋର୍ଟ ସୋମବାର ଏହାକୁ ଖାରଜ କରିଦେଇଛନ୍ତି। ନାଗରିକତ୍ୱ ପ୍ରଶ୍ନର ସମାଧାନ ନିରପେକ୍ଷ, ଆଇନସମ୍ମତ ଓ ଯୁକ୍ତିଯୁକ୍ତ ପ୍ରକ୍ରିୟାରେ ହେବା ଜରୁରୀ…

ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି। ହାତୀଟି ଗାଁ ନିକଟରେ ବୁଲୁଥିବା ଖବର ପ୍ରଚାର ହେବା ପରେ ସମଗ୍ର ଅଞ୍ଚଳରେ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା ଜଣାପଡ଼ିଛି। ଏଥର ମିଶନ ଶକ୍ତି ବିଭାଗରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପଶିଥିଲା।…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରକାଶଯୋଗ୍ୟ, ଅନ୍ୟାୟ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ ମୃତ୍ୟୁବରଣ କରିଛନ୍ତି। ସେ କେଉଁଭଳି ମୃତ୍ୟୁବରଣ କଲେ ତାହା ସଠିକ ଭାବେ ଜଣାପଡ଼ିନାହିଁ।…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ ପାଇଛି। କିଶୋର ଏବଂ ତାଙ୍କ ପତ୍ନୀ ଜାହ୍ନବୀ ଦାସଙ୍କ ପାଖରେ କୋଟି କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?