Home

ସମ୍ବଲପୁରରୁ ହଟିଲା କର୍ଫ୍ୟୁ

ସମ୍ବଲପୁର ଅଫିସ,୨୯ା୪: ସମ୍ବଲପୁରରୁ ଶନିବାର ହଟିଛି କର୍ଫ୍ୟୁ। ଦୀର୍ଘ ୧୭ ଦିନ ପରେ ସ୍ଥିତି ସ୍ବାଭାବିକ ହୋଇଥିବା ଲକ୍ଷ୍ୟ କରି ପ୍ରଶାସନ ଏହି ପଦକ୍ଷେପ ନେଇଥିବା ସମ୍ବଲପୁର ଏସ୍‌ପି ବି.ଗଙ୍ଗାଧର ସୂଚନା ଦେଇଛନ୍ତି। ଏସ୍‌ପି କହିଛନ୍ତି, ସମ୍ବଲପୁର ଅନ୍ତର୍ଗତ ପୂର୍ବରୁ ୪ଟି…

ଟସ ଜିତିଲା ଏସଆରଏଚ: ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଟିମ୍‌ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଏସଆରଏଚ ଦଳ ଟସ ଜିତିଛି। ଅଧିନାୟକ ଇଡେନ ମାର୍କ୍ରାମଙ୍କ…

ଜେଇଇ ମେନ୍‌ ସେସନ୍‌-୨ ରେଜଲ୍ଟ ପ୍ରକାଶ: ପ୍ରିୟଙ୍କା ସର ରାଜ୍ୟ ଟପ୍ପର

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଶନିବାର ପ୍ରକାଶ ପାଇଛି ଜେଇଇ ମେନ ସେସନ-୨ ରେଜଲ୍ଟ। ଏହି ପରୀକ୍ଷାରେ ପ୍ରିୟଙ୍କା ସର ୯୯.୯୮ ପ୍ରତିଶତ ମାର୍କ ରଖି ରାଜ୍ୟ ଟପ୍ପର ହୋଇଛନ୍ତି। ସେ ଫିଜିକ୍ସରେ ୧୦୦ ପ୍ରତିଶତ ମାର୍କ ରଖିଛନ୍ତି। ଗଣିତରେ ୧୦୦ ପ୍ରତିଶତ ମଧ୍ୟ ରଖିଛନ୍ତି…

ସୀମା ବିବାଦକୁ ନେଇ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୨୯ା୪(ସ୍ବ.ପ୍ର.): ହାଟଡିହି ବ୍ଲକ ଓରାଳି ଗ୍ରାମ ଓ ଭଦ୍ରକ ଜିଲାର ଆପଣ୍ଡା ଗ୍ରାମ ସୀମାର ନାମକରଣକୁ ନେଇ ଦେଖାଦେଇଥିବା ବିବାଦ ସମାଧାନ ହେଉ ନ ଥିବାରୁ ଏହାର ସମାଧାନ ପାଇଁ ସ୍ଥାନୀୟ ଲୋକେ ଶନିବାର ଜିଲାପାଳ ଆଶିଷ ଠାକରେଙ୍କୁ ଦାବିପତ୍ର ପ୍ରଦାନ…

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୦ ରନ…

କୋଲକାତା,୨୯।୪ : ଆଇପିଏଲ ୨୦୨୩ ର ୩୯ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର)ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ଏହି ମ୍ୟାଚରେ ଗୁଜରାଟ ଦଳ ଟସ ଜିତିଥିଲା। ଟସ ଜିତି ଦଳ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ପିଅନ ହତ୍ୟା ମାମଲା: ହତ୍ୟାକାରୀ ୩ ପୁଅ, ମା’ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ବହୁଚର୍ଚ୍ଚିତ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଧର୍ମଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ବନ୍ଦନା କର…

ନକଲି ଆଦିବାସୀ ପ୍ରମାଣପତ୍ର ଦେଇ ଶିକ୍ଷକତା କରୁଥିଲେ, ଅବସର ନେବାର ଦିନକ ପୂର୍ବରୁ ପଡିଲେ ଧରା

କର୍ଲାମୁଣ୍ଡା, ୨୯/୪ (ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକରେ କାର୍ଯ୍ୟରତ ଜନୈକ ନକଲି ଆଦିବାସୀ ପ୍ରଧାନ ଶିକ୍ଷକ ଅବସର ନେବା ଦିନକ ପୂର୍ବରୁ ପଛୁଆ ବର୍ଗର ବୋଲି ଜଣାପଡିବାକୁ ନକଲି ଆଦିବାସୀ ପ୍ରମାଣିତ ହେବା ପରେ ନକଲି ଆଦିବାସୀଙ୍କ ମନରେ ଭୟର…

ମହାରାଷ୍ଟ୍ର ରାଜନୀତି ସରଗରମ: ଉଦ୍ଧବଙ୍କୁ ହଟାଇ ମୁଖ୍ୟମନ୍ତ୍ରୀ ହେବାକୁ ଷଡ଼ଯନ୍ତ୍ର କରିଥିଲେ ଆଦିତ୍ୟ…

ମୁମ୍ବାଇ,୨୯।୪ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସମୟରେ ଉଦ୍ଧବ ଠାକରେଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି ସାମ୍ନାକୁ ଆସିଛି। କୁହାଯାଉଛି, ଯେତେବେଳେ ମୁଖ୍ୟମନ୍ତ୍ରୀ ପଦବୀରେ ଥିବାବେଳେ ଉଦ୍ଧବ ଠାକରେଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ସେତେବେଳେ ତାଙ୍କ ପୁଅ ଆଦିତ୍ୟ…

ମୋତେ ବରବାଦ୍‌ କରିଦେଲା, ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଆତ୍ମହତ୍ୟା କଲେ ଯୁବକ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ପ୍ରେମରେ ମିଳିଲା ଧୋକା। ପ୍ରତାରଣା ସହି ନ ପାଇ ଯୁବକ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ଥାନା ଭାଲୁଚୁଆଁ ଗାଁରେ। ମୃତ ଯୁବକଙ୍କ ନାମ ହିମାଂଶୁ…

ଦେଶରେ ବହୁ ଜରୁରୀ ସମସ୍ୟା ଥିବାବେଳେ ସମଲିଙ୍ଗୀ ବିବାହ ମାମଲାରେ ସୁପ୍ରିମ୍‌କୋର୍ଟ ସମୟ ନଷ୍ଟ ନ କରନ୍ତୁ: ରାଷ୍ଟ୍ରପତିଙ୍କୁ ଜୈନ ସାଧୁଙ୍କ ଚିଠି…

ନୂଆଦିଲ୍ଲୀ,୨୯।୪ : ସମଲିଙ୍ଗୀ ବିବାହର ମାନ୍ୟତା ଦାବିରେ ସୁପ୍ରିମକୋର୍ଟରେ ତୀବ୍ର ବିତର୍କ ଚାଲିଛି। ଏଥି ସହିତ କେନ୍ଦ୍ର ସରକାର ଏବଂ ଧାର୍ମିକ ନେତାମାନେ ଏହାକୁ ବିରୋଧ କରୁଛନ୍ତି। ବର୍ତ୍ତମାନ ଜୈନ ସମାଜ ମଧ୍ୟ ସମଲିଙ୍ଗୀ ବିବାହକୁ ବିରୋଧ କରିଛି। ରାଷ୍ଟ୍ରପତି ଦ୍ରୌପଦୀ…

କେନ୍ଦ୍ରକୁ ଟାର୍ଗେଟ କଲେ ମେହେବୁବା ମୁଫତି, କହିଲେ ଏତେ ସୁରକ୍ଷିତ ଅଞ୍ଚଳରେ ପୁଞ୍ଛ ଆତଙ୍କବାଦୀ ଆକ୍ରମଣ କେମିତି ହେଲା

ଜମ୍ମୁ,୨୯।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ପିଡିପି ମୁଖ୍ୟ ମେହେବୁବା ମୁଫତି ଶନିବାର କେନ୍ଦ୍ର ସରକାରଙ୍କ ଉପରେ ଗୁରୁତର ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, କିଛିଦିନ ତଳେ ପୁଞ୍ଛରେ ଏକ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ଘଟିଛି। ଯେଉଁଥିରେ ୫ ଯବାନ ଶହୀଦ ହୋଇଯାଇଛନ୍ତି।…

ପୋଲିସକୁ ଚକ୍‌ମା ଦେଇ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ବଡ଼ବିଲ,୨୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ବଳାତ୍କାର ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀ ମାଇନା ନିମନ୍ତେ ନେଇଥିଲା ବେଳେ ପୋଲିସକୁ ଚକମା ଦେଇ ଅଭିଯୁକ୍ତ ଜଣକ ଚମ୍ପଟ ମାରିଥିବା ଜଣାପଡ଼ିଛି। ଚମ୍ପଟ ମାରିଥିବା ଅଭିଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri