Home

ପିଏମ୍‌ଏଲ୍‌-ଏନ୍‌ ଜିତିଲେ ନଓ୍ବାଜ ଶରିଫ ପ୍ରଧାନମନ୍ତ୍ରୀ ହେବେ

ଲାହୋର,୮ା୮: ଆସନ୍ତା ନଭେମ୍ବର ମାସରେ ହେବାକୁ ଥିବା ପାକିସ୍ତାନର ସାଧାରଣ ନିର୍ବାଚନରେ ଯଦି ଶାସକ ପିଏମ୍‌ଏଲ୍‌-ଏନ୍‌ କ୍ଷମତାକୁ ଫେରେ ତେବେ ନଓ୍ବାଜ ଶରିଫ୍‌ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ତାଙ୍କ ଭାଇ ତଥା ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ କହିଛନ୍ତି। ଲାହୋରଠାରୁ…

ଡେଟା ସୁରକ୍ଷା ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୮ା୮: ମଣିପୁର ପ୍ରସଙ୍ଗରେ ବିରୋଧୀ ସଦସ୍ୟମାନଙ୍କ ସ୍ଲୋଗାନବାଜି ମଧ୍ୟରେ ସୋମବାର ଲୋକ ସଭାରେ ଡିଜିଟାଲ ବ୍ୟକ୍ତିଗତ ଡେଟା ସୁରକ୍ଷା ବିଲ୍‌ ଗୃହୀତ ହୋଇଛି। ବିରୋଧୀ ସଦସ୍ୟ ଏଥିରେ କେତେକ ସଂଶୋଧନ ଦାବି ଲାଗି ପ୍ରସ୍ତାବ ଦେଇଥିଲେ ହେଁ ତାହା ଧ୍ୱନି ମତରେ…

ମୌସୁମୀ ନିଷ୍କ୍ରିୟ, କମିଲା ବର୍ଷା

ଭୁବନେଶ୍ୱର,୮ା୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଗତ ୨୪…

ଦେଶରେ ବାଘସଂଖ୍ୟା ୩,୬୮୨କୁ ବୃଦ୍ଧି

ନୂଆଦିଲ୍ଲୀ,୮ା୮: ୨୦୦୬ରେ ଭାରତରେ ୧,୪୧୧ ବାଘ ଥିବାବେଳେ ୨୦୨୨ରେ ଏହା ୩,୬୮୨କୁ ବୃ୍‌ଦ୍ଧି ପାଇଛି। ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଷନ ରେଡ୍ଡୀ ଉପରୋକ୍ତ ଉତ୍ତର ରଖିଥିଲେ। ଜନସାଧାରଣଙ୍କ ଭାବାବେଗକୁ ଦୃଷ୍ଟିରେ ରଖି…

୧୦୦ କି.ମି.ରୁ ତଳକୁ ଖସିବା ଚନ୍ଦ୍ରୟାନ-୩ ପାଇଁ କଠିନ ହେବ

ବେଙ୍ଗାଲୁରୁ,୮ା୮: ଚନ୍ଦ୍ରୟାନ-୩ ବର୍ତ୍ତମାନ ପର୍ଯ୍ୟନ୍ତ ଠିକ୍‌ଠାକ୍‌ ଚାଲିଛି। ଲୁନାର କକ୍ଷସ୍ଥଳ ଶହେ କି.ମିରୁ ତଳକୁ ଖସାଇବା କଠିନ ହେବ ବୋଲି ଇସ୍ରୋ ମୁଖ୍ୟ ଏସ୍‌ ସୋମନାଥ କହିଛନ୍ତି। ଚନ୍ଦ୍ରଯାନ ତା’ର ନିମ୍ନ କକ୍ଷ ପଥରେ ୧୭ ତାରିଖରେ ପହଞ୍ଚିବ। ଚଳିତ ଥର…

ସିକିମ୍‌ର ନାମ୍‌ଚି ସହରରେ ରାଲିବେଳେ ହିଂସା

ଗାଙ୍ଗଟକ୍‌,୮ା୮: ସିକିମ୍‌ରେ ୨୧ ବର୍ଷୀୟ ଯୁବନେତାଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ତୁରନ୍ତ ନ୍ୟାୟ ଦାବି କରି ସୋମବାର ନାମ୍‌ଚି ସହରରେ ବିକ୍ଷୋଭ ରାଲି କରାଯାଉଥିବାବେଳେ ଏହା ହିଂସାକାଣ୍ଡର ରୂପ ନେଇଥିଲା। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ କେତେଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସ୍ଥିତିକୁ…

ଟ୍ରେନ୍‌ରେ ଗୁଳିକାଣ୍ଡ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ ସାମ୍ପ୍ରଦାୟିକ ଶତ୍ରୁତା ଧାରା ଲାଗିଲା

ମୁମ୍ମାଇ,୮ା୮:ଜୟୁପର-ମୁମ୍ବାଇ ସୁପରପାଷ୍ଟ ଏକ୍ଟପ୍ରେସରେ ଗତମାସ ୩୧ରେ ଆରପିଏଫ କନଷ୍ଟେବଳ ଚେତନ ସିଂ ତାଙ୍କ ସିନିୟର ଅଫିସର ଏଏସଆଇ ଟିକାରାମ ମୀନାଙ୍କ ସମେତ ଚାରିଜଣଙ୍କୁ ଗୁଳିମାରି ହତ୍ୟା କରିଥିଲେ। ତାଙ୍କ ବିରୋଧରେ ଏବେ ସାମ୍ପ୍ରଦାୟିକ ଶତ୍ରୁତା ଉସୁକାଇବା ଭଳି ଧାରା ଲାଗିଥିବା ରେଳବାଇ…

ରତ୍ନଭଣ୍ଡାର ତୁରନ୍ତ ମରାମତି ଜରୁରୀ: ଏଏସ୍‌ଆଇ

କଟକ,୮ା୮(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ଜରୁରୀ ବୋଲି ସୋମବାର ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସ୍‌ଆଇ)। ୨୦୧୮ରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ଥିବା ଜଣାଯାଇଛି।…

ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍‌ବୁଲ କମାଣ୍ଡର ନିହତ

ଶ୍ରନଗର, ୮ା୮: ଜାମ୍ମୁ କାଶ୍ମୀରର ପୁଞ୍ଜ ସେକ୍ଟରରେ ସୋମବାର ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ହିଜ୍‌ବୁଲ ମୁଜାହିଦ୍ଦିନ ସଂଗଠନର ଜଣେ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ପୁଞ୍ଚ୍‌ ଜିଲ୍ଲା ଅନ୍ତର୍ଗତ ବାଗଲାଦ୍ରାର ମୁନୀର ହୁସେନ। ସେ ୧୯୯୩ରେ ପିଓକେ ଯାଇ ଅସ୍ତ୍ରଚାଳନା…

ଲୋକ ସଭାକୁ ଫେରିଲେ ରାହୁଲ

ନୂଆଦିଲ୍ଲୀ, ୮ା୮: ଅଯୋଗ୍ୟ ଘୋଷିତ ହୋଇ ଚାରି ମାସରୁ ଊର୍ଦ୍ଧ୍ୱ ସମୟ ଲୋକ ସଭାରୁ ଦୂରେଇ ରହିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ପାର୍ଲାମେଣ୍ଟର ନିମ୍ନ ସଦନକୁ ଫେରିଛନ୍ତି। ଏକ ମାନହାନି ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଦିଆଯାଇଥିବା…

ଜଳବାୟୁ ପରିବର୍ତ୍ତନର ପ୍ରଭାବ ଅଧିକ ପଡୁଛି ଶିଶୁଙ୍କ ଉପରେ

ଓ୍ବାଶିଂଟନ,୭।୮: ମିଳିତ ଜାତିସଂଘ ଚେତାବନୀ ଦେଇଛି ଯେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ବଢିବା ସହିତ ଦକ୍ଷିଣ ଏସିଆର ପ୍ରାୟ ୪୬୦ନିୟୁତ ଶିଶୁ ବିପଜ୍ଜନକ ଉଚ୍ଚ ତାପମାତ୍ରାର ସମ୍ମୁଖୀନ ହେଉଛନ୍ତି। ଏଥି ମଧ୍ୟରେ ଭାରତ, ପାକିସ୍ଥାନ ଏବଂ ଆଫଗାନିସ୍ତାନ ଭଳି ଦେଶ ଅନ୍ତର୍ଭୁକ୍ତ।…

ଉତ୍ତରାଖଣ୍ଡରେ ଭୂକମ୍ପ

ପିଥୌରାଗଡ,୭।୮: ଉତ୍ତରାଖଣ୍ଡର ସୀମାବର୍ତ୍ତୀ ପିଥୌରାଗଡ ଜିଲା ଓ ଏହାର ଆଖପାଖରେ ଶନିବାର ଓ ରବିବାର ଭୂକମ୍ପ ଅନୁଭୁତ ହୋଇଛି। ହେଲେ ଏହାର ତୀବ୍ରତା ରିକ୍ଟର ସ୍କେଲରେ କମ ଥିବା ଜଣାପଡିଛି। ସର୍ବପ୍ରଥମେ, ରବିବାର ରାତି ୧ଟା ୩୪ରେ ୪,୨ତୀବ୍ରତାର କମ୍ପନ ଅନୁଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?