Home

ଚନ୍ଦ୍ରାୟନ ୩ର ସଫଳତାକୁ ନେଇ ନିଜକୁ କ୍ରେଡିଟ ଦେଲା କଂଗ୍ରେସ, କହିଲା ନେହେରୁଙ୍କ ସ୍ବପ୍ନ ଥିଲା ଇସ୍ରୋ

ନୂଆଦିଲ୍ଲୀ,୧୫।୭: ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାର ସତିଶ ଧଓ୍ବନ ସ୍ପେଶ ଷ୍ଟେଶନରୁ ଶୁକ୍ରବାର ଚନ୍ଦ୍ରାୟନ ୩ ଲଞ୍ଚ କରାଯାଇଛି। ଇସ୍ରୋର ସୂଚନା ଅନୁଯାୟୀ, ୨୩ ଅଗଷ୍ଟ ସାରେ ଚନ୍ଦ୍ରାୟଣ ଚନ୍ଦ୍ର ପୃଷ୍ଠରେ ଅବତରଣ କରିବାର ସମ୍ଭାବନା ରହିଛି। ଭାରତ ଏବଂ ଭାରତ ବାହାରେ…

ବନ୍ୟାରେ ବୁଡିଲାଣି ଦେଶର ଅଧିକାଂଶ ଭାଗ, ରାଜସ୍ଥାନରେ ପାରଦ ଛୁଇଁଲାଣି ୪୦ ଡିଗ୍ରୀ

ନୂଆଦିଲ୍ଲୀ,୧୫।୭: ସାରା ଦେଶରେ ପ୍ରକୃତି ତା’ର କୋପ ଦେଖାଇ ଚାଲିଛି। ରାଜଧାନୀ ଦିଲ୍ଲୀ ବନ୍ୟାରେ ଏକ ପ୍ରକାର ବୁଡି ଗଲାଣି କହିଲେ ଚଳେ। ୧୫ ଜୁଲାଇ ଶନିବାର ଦିଲ୍ଲୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ୟେଲୋ…

୨୬ ରାଫେଲ ଜେଟ୍‌ କିଣିବା ଉପରେ ମୋହର ଲଗାଇଲା ଭାରତ

ନୂଆଦିଲ୍ଲୀ,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ଫ୍ରାନ୍ସ ଗସ୍ତ ସମୟରେ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏକ ବଡ଼ ପ୍ରତିରକ୍ଷା ଚୁକ୍ତି ଉପରେ ମୋହର ଲାଗିଛି। ଶନିବାର ଭାରତ ସରକାର ଏହା ଘୋଷଣା କରିଛନ୍ତି। ଏହା ଅଧୀନରେ ଭାରତୀୟ ନୈସେନା…

ଦିଲ୍ଲୀ ପରେ ଉତ୍ତର ପ୍ରଦେଶବାସୀଙ୍କୁ କନ୍ଦାଇବ ଯମୁନା, ମଥୁରା ସମେତ କିଛି ସ୍ଥାନରେ ବିପଦ ସଙ୍କେତ ଉପରେ ବହୁଛି ନଦୀ

ଲକ୍ଷ୍ନୌ,୧୫।୭: ପାହାଡ ଉପରେ ହେଉଥିବା ବର୍ଷାର ପ୍ରଭାବ ଏବେ ତଳିଆ ଅଞ୍ଚଳରେ ଦେଖିବାକୁ ମିଳିଲାଣି। ଯମୁନା ନଦୀରେ ଆସିଥିବା ବନ୍ୟାରେ ଦିଲ୍ଲୀ ଉବୁଟୁବୁ ହେବା ପରେ ଏବେ ଉତ୍ତର ପ୍ରଦେଶରେ ଯମୁନାର ଜଳସ୍ତର ବଢିବାରେ ଲାଗିଛି। ହାଥିନି କୁଣ୍ଡ ବ୍ୟାରେଜରୁ ଯମୁନା…

ଫ୍ରାନ୍ସ ଯାତ୍ରା ଶେଷ କରି ୟୁଏଇ ବାହାରିଲେ ମୋଦି, ଆଜି ରାଷ୍ଟ୍ରପତି ଜାୟଦ ଅଲ ନାହୟାନଙ୍କୁ ଭେଟିବେ

ଆବୁ ଧାବି,୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୨ ଦିନିଆ ଫ୍ରାନ୍ସ ଗସ୍ତ ଶେଷ କରି ଶନିବାର ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ଯାତ୍ରା କରିଛନ୍ତି। ଏହି ସମୟରେ ସେ ସଂଯୁକ୍ତ ଆରବ ଏମିରେଟ୍ସର ରାଷ୍ଟ୍ରପତି ଓ ଆବୁ ଧାବିର ଶାସକ ଶେଖ…

ବଜାରରେ କିଆ ଇଣ୍ଡିଆର ଦି ନ୍ୟୁ ସେଲ୍‌ଟସ୍‌

ଭୁବନେଶ୍ୱର,୧୫।୭(ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ମିଡ ସାଇଜ ଏସୟୁଭି ‘ଦି ନ୍ୟୁ କିଆ ସେଲଟସ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସେଣ୍ଟ୍ରାଲ କିଆ ଭୁବନେଶ୍ୱର…

ଦେଶରେ ବିପତ୍ତି, ବିଦେଶରେ ମୋଦି

ଇମ୍ଫାଲ/ନୂଆଦିଲ୍ଲୀ/ପ୍ୟାରିସ୍‌,୧୫ା୭ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ୨୦୨୩ ଏପ୍ରିଲରେ ମଣିପୁର ହାଇକୋର୍ଟ ମେଇତି ସମ୍ପ୍ରଦାୟର ଲୋକଙ୍କୁ ୪ ସପ୍ତାହ ମଧ୍ୟରେ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ବର୍ଗରେ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଇମ୍ଫାଲ ଉପତ୍ୟକାର ସଂଖ୍ୟାଗରିଷ୍ଠ ମେଇତି ସମ୍ପ୍ରଦାୟର…

୧୧୧ ମୁନ୍‌ ମିଶନରୁ ସଫଳ ହୋଇଛି ୬୨

ଓ୍ବାଶିଂଟନ୍‌,୧୫।୭: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା (ନାସା) ରିପୋର୍ଟ ମୁତାବକ ୭ ଦଶନ୍ଧିରୁ ଅଦ୍ୟାବଧି ମୋଟ ୧୧୧ ମୁନ୍‌ ମିଶନରୁ ୬୨ଟି ସଫଳ ହୋଇଛି। ସେଗୁଡ଼ିକ ଭିତରୁ ୪୧ଟି ଆଂଶିକ ସଫଳ ହୋଇଥିବା ନାସା କହିଛି। ଶୁକ୍ରବାର ଭାରତୀୟ ମହାକାଶ ଗବେଷଣା…

ମହାରାଷ୍ଟ୍ର ବାଚସ୍ପତିଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୧୫ା୭: ଗତବର୍ଷ ଜୁନ୍‌ରେ ତତ୍କାଳୀନ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ମହାରାଷ୍ଟ୍ର ବିକାଶ ଅଘାଡ଼ି ମେଣ୍ଟରୁ ଓହରିଯାଇ ଭାଜପା ସହ ମିଶି ସରକାର ଗଢ଼ିଥିବା ଏକନାଥ ଶିନ୍ଦେ ଓ ଅନ୍ୟ ଶିବସେନା ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଦାଏର ପିଟିଶନ ଉପରେ…

ଅରୁଣାଚଳ ଭାରତର ଅବିଚ୍ଛେଦ୍ୟ ଅଙ୍ଗ

ସାନ୍‌ ଫ୍ରାନ୍ସିସ୍କୋ, ୧୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତକୁ ମାସେ ନ ପୂରୁଣୁ ଅରୁଣାଚଳପ୍ରଦେଶ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ଭାବେ ସ୍ବୀକୃତି ସ୍ବରୂପ ଆମେରିକା ସିନେଟ କମିଟିରେ ପ୍ରସ୍ତାବ ଗୃହୀତ ହୋଇଛି। ସିନେଟର ଜେଫ୍‌ ମେକେଲି, ବିଲ୍‌ ହାଗେର୍ଥତ୍, କିମ୍‌…

ଭାରତର ରପ୍ତାନି ୨୨% ହ୍ରାସ

ନୂଆଦିଲ୍ଲୀ, ୧୫ା୭(ପି.ଟି.): ବିଶ୍ୱ ବଜାର ବିଶେଷ କରି ଆମେରିକା, ୟୁରୋପ ଭଳି ପାଶ୍ଚାତ୍ୟ ବଜାରରେ ଚାହିଦା ହ୍ରାସ କାରଣରୁ ଭାରତର ରପ୍ତାନି ୨୨ ପ୍ରତିଶତ ହ୍ରାସ ପାଇଁ ଜୁନ୍‌ରେ ୩୨.୯୭ ବିଲିୟନ ଡଲାରରେ ପହଞ୍ଚତ୍ଛି। ଗତ ୩ ବର୍ଷ ମଧ୍ୟରେ ଏହା…

ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ

ବେଲଜିୟମ/ଭୁବନେଶ୍ୱର, ୧୪।୦୭ : ବେଲଜିୟମ ଗସ୍ତରେ ଥିବା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଶୁକ୍ରବାର ସେଠାରେ ପ୍ରବାସୀ ଓଡିଆମାନଙ୍କ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗ ଦେଇଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri