Home

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ। ଏନେଇ ଟ୍ରମ୍ପ କହିଛନ୍ତି, ଆମେ ହର୍ମୁଜ ପ୍ରଣାଳୀ ସଫା କରୁଛୁ। ଇରାନ ସହିତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’ ସଇତାନ ସାଜିଛନ୍ତି। ସ୍ବାମୀଙ୍କ ସହ ଝଗଡା ପରେ ରାଗ ସୁଝାଇବା ପାଇଁ ନିଜର…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର ପ୍ରମୋଦ ପ୍ରଧାନଙ୍କ ପୁଅ ଶୁଭଙ୍କର ପ୍ରଧାନ (୧୪ ବର୍ଷ)ଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ ମଧ୍ୟ କୌଣସି ସହମତି ହୋଇପାରି ନାହିଁ। ଆମେରିକାର କଠୋର ସର୍ତ୍ତକୁ ମାନିବାକୁ ଇରାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ। ଓଡ଼ିଶା ସରକାର ଜଳ ସମ୍ପଦ ବିଭାଗ ପକ୍ଷରୁ ବରଗଡ଼ – ସମ୍ବଲପୁର ୫୩…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇଆସିଥିଲେ। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଭୂମିକମ୍ପ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହୋଇଛି। ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି, ଇରାନ ଆମେରିକାର…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ବିଭାଗୀୟ ଅବହେଳା…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବ ଅବସରରେ ମୁଖ୍ୟ ଅତିଥିଭାବେ ଯୋଗଦେଇ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ ଜଳପଥକୁ ଅବରୋଧ କରିବା ପାଇଁ ସେଠାରେ ବିଛାଇଥିବା ସମସ୍ତ ମାଇନ୍ସକୁ ଠାବ କରିପାରୁନାହିଁ।…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ ମେଳକ କରାଯାଇଥିଲା। ସେତେବେଳେ ୧୧୮ ପ୍ରକାର ଅଳଙ୍କାର ଥିବାବେଳେ ଏବେ ତାହା ୧୪୭ରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC) କୁ ୨୩ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଚେନ୍ନାଇ ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri