Home

ସାମ୍‌କୋ ଆକ୍ଟିଭ ମୋମେଣ୍ଟମ ଫଣ୍ଡ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୮।୬: ସାମ୍‌କୋ ଆସେଟ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରତ୍ୟକ୍ଷ ଭାବେ ପରିଚାଳିତ ମୋମେଣ୍ଟମ୍‌ ଫଣ୍ଡ୍‌ ସାମ୍‌କୋ ଆକ୍ଟିଭ୍‌ ମୋମେଣ୍ଟମ୍‌ ଫଣ୍ଡ୍‌ର ଶୁଭାରମ୍ଭ କରାଯାଇଛି। ସାମ୍‌କୋ ଆକ୍ଟିଭ୍‌ ମୋମେଣ୍ଟମ୍‌ ଫଣ୍ଡ୍‌ର ନୂଆ ଫଣ୍ଡ୍‌ ଅଫରିଂ (ଏନ୍‌ଏଫ୍‌ଓ) ୨୦୨୩ ଜୁନ୍‌ ୧୫ରେ ଖୋଲି…

ମେଟା ସବ୍‌ସ୍କ୍ରିପ୍‌ଶନ ୬୯୯ ଟଙ୍କା

ନୂଆଦିଲ୍ଲୀ,୮ା୬: ସୋସିଆଲ ମିଡିଆ ଜାଏଣ୍ଟ ମେଟା ନିଜ ମାଲିକାନାରେ ଥିବା ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ ଓ ହ୍ବାଟ୍ସଆପ୍‌ ମୋବାଇଲ୍‌ ଆପ୍ଲିକଶେନ୍‌ ପାଇଁ ୬୯୯ ଟଙ୍କାରେ ମାସିକିଆ ସବ୍‌ସ୍କ୍ରିପ୍‌ଶନ୍‌ ପ୍ଲାନ୍‌ ଆଣିଛି। ଆସନ୍ତା ମାସରୁ ଏହାର ଓ୍ବେବ୍‌ ଭର୍ସନରେ ଭେରିଫାଏଡ୍‌ ସର୍ଭିସ୍‌ ପାଇଁ ୫୯୯…

ମୋ ସାଙ୍ଗ ନ ମିଳିଲେ ମୁଁ ସୁଇସାଇଡ୍‌ କରିଦେବି

ଭୁବନେଶ୍ୱର,୮ା୬(ବ୍ୟୁରୋ): ଟ୍ରେନ୍‌ ମୃତକଙ୍କୁ ଚିହ୍ନଟ ଲାଗି ଏମ୍‌ସ ପରିସରରେ ଖୋଲାଯାଇଥିବା ହେଲ୍ପଡେସ୍କ ନିକଟରେ ନିଜ ସାଙ୍ଗକୁ ଝୁରି ହେଉଛନ୍ତି ୨୭ ବର୍ଷିୟ ଯୁବକ ହିମାଂଶୁ ମିଶ୍ର। କୋହଭରା ସ୍ବରରେ କହୁଛନ୍ତି, ମୋ ସାଙ୍ଗ ଇଶୁ କାହିଁ। କେଉଁଠି ଅଛି ଇଶୁ। ତା’ର…

ବିଏସ୍‌ଏନ୍‌ଏଲ୍‌ ପୁନରୁଦ୍ଧାର ପାଇଁ ୮୯,୦୪୭ କୋଟି ମଞ୍ଜୁର

ନୂଆଦିଲ୍ଲୀ,୮।୬: ଦେଶର ଏକମାତ୍ର ସରକାରୀ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ବିଏସ୍‌ଏନ୍‌ଏଲ୍‌କୁ ପୁନରୁଦ୍ଧାର କରିବା ସହ ଦେଶବାସୀଙ୍କୁ ଗୁଣାତ୍ମକ ସେବା ଯୋଗାଇଦେବା ପାଇଁ କେନ୍ଦ୍ର ସରକାର ଗତ କିଛି ବର୍ଷ ମଧ୍ୟରେ ଅନେକ ପ୍ରୟାସ କରିଛନ୍ତି। ଏପରିକି ବିଏସ୍‌ଏନ୍‌ଏଲ୍‌ର ପୁନରୁଦ୍ଧାର ରଣନୀତିର…

କେବେ ମିଳିବ ମୃତଦେହ, ଚାହିଁ ବସିଛନ୍ତି ଦାବିଦାର

ଭୁବନେଶ୍ୱର,୮ା୬(ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ୨୮୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚିହ୍ନଟ ଲାଗି ବାଲେଶ୍ୱରରୁ ୧୯୩ଟି ମୃତଦେହ ଭୁବନେଶ୍ୱରକୁ ଆସିଥିଲା। ଏଥିମଧ୍ୟରୁ ୧୨୩ଟି ମୃତଦେହକୁ ଏମ୍‌ସରେ ରଖାଯାଇଥିଲା। ତେବେ ୬ ତାରିଖ ବିଳମ୍ବିତ ରାତିରେ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରୁ ୩୯ଟି ମୃତଦେହ ଏମ୍‌ସକୁ…

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ପାଲଟିବ ଭାରତ

ବେଲ୍‌ଗ୍ରେଡ୍‌,୮ା୬ : ଭାରତ ହେଉଛି ବିଶ୍ୱର ସବୁଠୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ଯାହାର ମୋଟ ଘରୋଇ ଉତ୍ପାଦ (ଜିଡିପି) ୩.୫ ଟ୍ରିଲିୟନ୍‌ ଡଲାର ଛୁଇଁବାକୁ ଯାଉଛି। ଚଳିତ ଦଶନ୍ଧି ଶେଷ ହେବା ପୂର୍ବରୁ ଆମେ ବିଶ୍ୱର ତୃତୀୟ ବୃହତ୍‌ ଅର୍ଥନୀତି ହେବାକୁ…

ରୁଷିଆରେ ଫସିଛନ୍ତି ଏୟାର ଇଣ୍ଡିଆର ୨୩୨ ଯାତ୍ରୀ

ମସ୍କୋ/ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୮ା୬: ଦିଲ୍ଲୀରୁ ଆମେରିକାର ସାନ୍‌ଫ୍ରାନ୍ସିସ୍କୋ ଅଭିମୁଖେ ଯାତ୍ରା କରୁଥିବା ଏୟାର ଇଣ୍ଡିଆର ଏକ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ରୁଷିଆର ମଗଦାନସ୍ଥିତ ଗୁଲାଗରେ ବିମାନଟି ଜରୁରୀ ଅବତରଣ କରିଛି। ଫଳରେ ଫ୍ଲାଇଟ୍‌ ଏଆଇ୧୭୩ରେ ଥିବା ସମସ୍ତ ୨୧୬ ଯାତ୍ରୀ ଓ ୧୬…

ଭାଜପା ଆଡ଼କୁ ଢଳୁଛି ଜେଡିଏସ୍‌

ନୂଆଦିଲ୍ଲୀ,୮ା୬: କର୍ନାଟକ ବିଧାନସଭା ନିର୍ବାଚନରେ ସବୁଠୁ ଖରାପ ପ୍ରଦର୍ଶନ କରିଥିବା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବେ ଭାଜପା ଆଡ଼କୁ ଢଳିବା ଆରମ୍ଭ କରିଛି। ଏଥିଲାଗି ୨୦୨୪ ସାଧାରଣ ନିର୍ବାଚନ ବେଳେ ଦୁଇଦଳ ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ଚର୍ଚ୍ଚା ଜୋର୍‌…

ଏସ୍‌ଏଚ୍‌ଜିଙ୍କ ପାଇଁ ୫ ବର୍ଷରେ ଖର୍ଚ୍ଚ ହେବ ୫ହଜାର କୋଟି

ନିମାପଡ଼ା,୮ା୬(ଡି.ଏନ୍‌.ଏ.): ରାଜ୍ୟରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାର ୫ ବର୍ଷ ମଧ୍ୟରେ ୫ହଜାର କୋଟି ଟଙ୍କା ବିନିଯୋଗ କରିବେ। ସୁରକ୍ଷା(୧) ପଞ୍ଚାୟତସ୍ତରୀୟ ମହିଳା ମହାସଂଘର ସାଧାରଣ ବୈଠକରେ ମୁଖ୍ୟ ଅତିଥି ଭାବେ ବିଧାୟକ ସମୀର ରଞ୍ଜନ ଦାଶ…

ମା’ପୁଅ, ସମ୍ପର୍କୀୟ ଜୀବନ୍ତ ଦଗ୍ଧ

ଗୁଆହାଟୀ,୮ା୬: ହିଂସା ପ୍ରଭାବିତ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଅଶାନ୍ତି ଲାଗିରହିଛି। ଜଣେ ମହିଳା ନିଜ ୮ ବର୍ଷର ଗୁଳିବିଦ୍ଧ ପୁଅକୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନେଉଥିବାବେଳେ ସେମାନଙ୍କ ଆମ୍ବୁଲାନ୍ସରେ ଦୁର୍ବୃତ୍ତମାନେ ନିଅଁା ଲଗାଇଦେଇଛନ୍ତି। ଏଥିରେ ଉଭୟଙ୍କ ସହ ସେମାନଙ୍କ ଜଣେ ସମ୍ପର୍କୀୟଙ୍କ…

ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକଙ୍କୁ ସ୍ପିନୋଜା ପୁରସ୍କାର

ନୂଆଦିଲ୍ଲୀ,୮ା୬: ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକ ଜୋୟିତା ଗୁପ୍ତାଙ୍କୁ ନେଦରଲାଣ୍ଡ୍ସ ସରକାର ସ୍ପିନୋଜା ପୁରସ୍କାର ପ୍ରଦାନ କରିଛନ୍ତି। ନେଦରଲାଣ୍ଡ୍ସର ବିଜ୍ଞାନ କ୍ଷେତ୍ରରେ ଏହାକୁ ସର୍ବୋଚ୍ଚ ସମ୍ମାନ ‘ଡଚ୍‌ ନୋବେଲ ପ୍ରାଇଜ୍‌’ ଭାବେ ବିବେଚନା କରାଯାଏ। ୟୁନିଭର୍ସିଟି ଅଫ୍‌ ଆମଷ୍ଟରଡାମ୍‌ ପକ୍ଷରୁ ଜାରି ଏକ…

ମହିଳାଙ୍କୁ ମହାସଂଘ ମୁଖ୍ୟ କରାଯାଉ

ନୂଆଦିଲ୍ଲୀ,୮ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ପଦରେ ଜଣେ ମହିଳା ରହିବା ଉଚିତ ବୋଲି ବିଦାୟୀ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା କୁସ୍ତିଯୋଦ୍ଧାମାନେ ବୁଧବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ନିକଟରେ ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri