Home

୩୦ କେଜି ବାସି ଖାଦ୍ୟ ନଷ୍ଟ, ଜରିମାନା ଆଦାୟ

କଟକ,୬ା୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକ ସହରର ଅନେକ ସ୍ଥାନରେ ବାସି ଓ ଅପମିଶ୍ରିତ ଖାଦ୍ୟ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଏହାକୁ ଖାଇବା ଦ୍ୱାରା ଲୋକମାନେ ରୋଗର ଶିକାର ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ(ସିଏମ୍‌ସି) ଖାଦ୍ୟ ସୁରକ୍ଷା ଓ ପରିମଳ…

ଆର୍‌ଆଇଙ୍କୁ ମରଣାନ୍ତକ ଆକ୍ରମଣ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଖୁଣ୍ଟା(ଦେବରଞ୍ଜନ ବେହେରା)/ଗୋପବନ୍ଧୁ ନଗର(ଶାନ୍ତନୁ କୁମାର ମଢୁଆଳ), ୬ା୮ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶର ଖୁଣ୍ଟା ତହସିଲ ଅଧୀନ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳର ବଡ଼ପଥରା ରାଜସ୍ବ ନିରୀକ୍ଷକ (ଆର୍‌ଆଇ)ଙ୍କୁ ପଥର ଚାଲାଣକାରୀ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣକାରୀଙ୍କ ପଥରମାଡ଼ରେ ଆର୍‌ଆଇଙ୍କ ମୁଣ୍ଡ ଫାଟି…

ଯୁକ୍ତ ୨ରେ ୧,୩୧,୬୦୩ ସିଟ୍‌ ଖାଲି

ଭୁବନେଶ୍ୱର,୬।୮(ଅସମାପିକା ସାହୁ)ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ(ଏକାଦଶ)ରେ ମୋଟ ୧ଲକ୍ଷ ୩୧ହଜାର ୬୦୩ଟି ସିଟ୍‌ ଖାଲି ପଡ଼ିଛି। ରାଜ୍ୟର ମୋଟ ୨,୧୬୭ଟି ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନ ଓ ଜୁନିୟର କଲେଜରେ ଥିବା ୫ଲକ୍ଷ ୯ହଜାର ୩୭୩ଟି ସିଟ୍‌ ମଧ୍ୟରୁ ୩ଲକ୍ଷ…

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲା: ଆଉ ୮ ଗିରଫ

ବାଲେଶ୍ୱର,୬।୮(ମାନସ ବିଶ୍ୱାଳ)ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ(ଓଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଜେଇଇ ସିଭିଲ୍‌ ମେନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ମାମଲାରେ ସମ୍ପୃକ୍ତ ଆଉ ୮ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲାର ୨ଜଣ ଶିକ୍ଷକ ଅଛନ୍ତି। ଏହି ମାମଲାରେ ମୋଟ…

ହୀରାକୁଦର ୨୦ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୫ା୮(ଶୁଭାଶିଷ ପାଢୀ)ହୀରାକୁଦ ଡ୍ୟାମ୍‌ ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାରୁ ଜଳଭଣ୍ଡାରକୁ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ବାମପାର୍ଶ୍ୱର ୧୩ ଓ ଡାହାଣପାର୍ଶ୍ୱର ୭ ଗେଟ୍‌ ଖୋଲାଯାଇଛି। ଫଳରେ ଏବେ ମୋଟ ୨୦ ଗେଟ୍‌…

ବାଲୁଚିସ୍ତାନରେ ଟିକାକରଣ ଟିମ ଉପରେ ଗୁଳି ବର୍ଷା କଲେ ବନ୍ଧୁକଧାରୀ…

ଇସଲାମାବାଦ,୫।୮ : ଅଶାନ୍ତ ପାକିସ୍ତାନରେ ସ୍ଥିତି କ୍ରମାଗତ ବିଗିଡ଼ିବାରେ ଲାଗିଛି। ବାଲୁଚିସ୍ତାନରେ କିଛି ଅଜଣା ବନ୍ଧୁକଧାରୀ ଟିକାକରଣ ଟିମ୍‌ ଉପରେ ଆଖିବୁଜା ଗୁଳି ବର୍ଷା କରିଛନ୍ତି। ଏହି ଘଟଣାରେ ଜଣେ ଆହତ ହୋଇଛନ୍ତି। ପୋଲିଓ ଟିକାକରଣ ଟିମ ସହିତ ଦୁଇ ଜଣ…

ମିଠା ଦୋକାନରେ ବିକ୍ରି ହେଉଛି ଟମାଟୋ, ଦାମ ରସଗୋଲା-ଲଡୁଠାରୁ ଅଧିକ…

କୋରବା,୫।୮ : ଦେଶରେ ଟମାଟୋ ଦାମ ଆକାଶ ଛୁଆଁ ହୋଇଛି। ପ୍ରତିଦିନ ଟମାଟୋ ନେଇ ରୋଚକ ଖବର ମିଳିବାରେ ଲାଗିଛି। ସମ୍ପ୍ରତି ଝାଡ଼ଖଣ୍ଡର କୋରବା ଅଞ୍ଚଳରେ ଏକ ମିଠା ଦୋକାନରେ ବିଭିନ୍ନ ମିଠା ସହିତ ଟମାଟୋ ମଧ୍ୟ ବିକ୍ରି ହେଉଛି। ଦୋକାନରେ…

ଖବର ପ୍ରକାଶ ପରେ ଚେତିଲେ, ରାସ୍ତାରେ ବିଛାଗଲା ବଜୁରୀ

କଣ୍ଟିପାଳ,୫ା୮(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତର ଚମର୍ଦା ଗାଁର ‘କର୍ଦ୍ଦମାକ୍ତ ରାସ୍ତାରେ ପିଲାମାନେ ସ୍କୁଲ ଯିବା’ ଶୀର୍ଷକ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଏହି କର୍ଦ୍ଦମାକ୍ତ ରାସ୍ତାରେ ବଜୁରୀ ଗୁଣ୍ଡ…

ବିଦ୍ୟୁତ୍‌ କାମ କରୁଥିବା ବେଳେ ଲାଗିଲା କରେଣ୍ଟ, ଅସ୍ଥାୟୀ କର୍ମଚାରୀଙ୍କ ମୃତ୍ୟୁ

କୋରାପୁଟ,୫ା୮(ଅମିତାଭ ବେହେରା): ବିଦ୍ୟୁତ କାମ କରୁଥିବା ବେଳେ ବିଦ୍ୟୁତତାର ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏମିତି ଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି କୋରାପୁଟ ବ୍ଲକ ମାନବାର ପଞ୍ଚାୟତର କମାରଗୁଡ଼ାରେ। ଏହି ଗାଁର ପର୍ଶୁରାମ ପାଙ୍ଗି ବୟସ(୨୫) କୋରାପୁଟ…

ନବବଧୂ ମୃତ୍ୟୁ ଘଟଣା: ଜେଲ୍‌ ଗଲେ ସ୍ବାମୀ, ଶାଶୁ-ଶ୍ୱଶୁର

ଗଞ୍ଜାମ,୫ା୮(ବିଦ୍ୟାଧର ସାହୁ): ବିବାହର ତିନି ମାସ ନ ପୂରୁଣୁ ଶାଶୁଘର ଲୋକେ ଦେଇଥିଲେ ଯୌତୁକ ନିର୍ଯାତନା। ଏହାକୁ ସହ୍ୟ କରି ନ ପାରି ଶେଷରେ ବିଷ ପିଇ ଜୀବନ ହାରିଥିଲେ ଜଣେ ନବବଧୂ l ଏନେଇ ଝିଅ ବାପଘର ପକ୍ଷରୁ ହୁମା…

ନବୀନଙ୍କୁ ଶାହାଙ୍କ ପ୍ରଶଂସା

ଭୁବନେଶ୍ୱର,୫ା୮(ଅନିଲ ଦାସ): ଓଡ଼ିଶାର ମାଓବାଦୀ ଦମନ ନୀତି ଏବଂ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ନେଇ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ରାଜ୍ୟ ସରକାରଙ୍କୁ ଭୂରିଭୂରି ପ୍ରଶଂସା କରିଛନ୍ତ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଶାହା ଶନିବାର ଲୋକସେବା କନ୍‌ଭେନ୍‌ସନ୍‌…

ଚନ୍ଦ୍ର କକ୍ଷପଥରେ ସଫଳତାର ସହ ସ୍ଥାପିତ ହେଲା ଚନ୍ଦ୍ରାୟନ-୩…

ନୂଆଦିଲ୍ଲୀ,୫।୮ : ଚନ୍ଦ୍ରାୟନ-୩ ଚନ୍ଦ୍ର କକ୍ଷପଥରେ ସଫଳତାରେ ସହ ସ୍ଥାପିତ ହୋଇଛି। ଇସ୍ରୋ ପକ୍ଷରୁ ଏନେଇ ଟୁଇଟ କରି ସୂଚନା ପ୍ରଦାନ କରାଯାଇଛି। ଅଗଷ୍ଟ ୫ ଭାରତୀୟ ସମୟ ସନ୍ଧ୍ୟା ୭ଟାରେ ଏହା ଚନ୍ଦ୍ର କକ୍ଷବଥରେ ସ୍ଥାପିତ ହୋଇଛି। ଏହାପରେ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?