ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ
ଭୁବନେଶ୍ୱର,୭ା୬(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। କାଲି ଅପରାହ୍ନ ୪ଟାରେ ଭଭୟ କଳା ଏବଂ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ ପାଇବ…
ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ଆନନ୍ଦପୁର,୭।୬(ସ୍ବ.ପ୍ର.): ସଂଘବଦ୍ଧ ଆକ୍ରମଣ ଘଟଣାରେ ୪ଜଣଙ୍କୁ ଗିରଫ କରିଛି ପୋଲିସ। ଘସିପୁରା ଥାନା ରେକୁଟିଆର ଧଳିଆପାଣିଠାରେ ଦେଓଗାଁର ରାଜୀବ ଲୋଚନ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିଲା। ଆକ୍ରମଣରେ ଗୁରୁତର ଆହତ…
କନ୍ଧମାଳରୁ ଅନୁଗୋଳ ଗଞ୍ଜେଇ ଚାଲାଣ: କାର ସହ ୬୦ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ବ୍ରହ୍ମପୁର ଅଫିସ,୭।୬: ଅବକାରୀ ଗୁଇନ୍ଦା ଯାଞ୍ଚ ବେଳେ ଜବତ ହୋଇଛି ୬୦କେଜିର ଗଞ୍ଜେଇ। ଅବକାରୀ ଗୁଇନ୍ଦା ଡେପୁଟି କମିଶନର ଡ଼ମ୍ବୁରଧର ଖଣ୍ଡାଙ୍କ ନିର୍ଦେଶରେ ଏକ ଟିମ ଅଙ୍କୁଶପୁର ଛକରେ ଗାଡ଼ି ଚେକିଂ କରିଥିଲା। ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ କାର ନମ୍ବର…
ମୁଖତାର ଅନସାରୀଙ୍କ ସହଯୋଗୀ ଗ୍ୟାଙ୍ଗଷ୍ଟର ସଞ୍ଜୀବ ଜୀଭାଙ୍କୁ କୋର୍ଟ ପରିସରରେ ଗୁଳିକରି ହତ୍ୟା
ଲକ୍ଷ୍ମୌ,୭।୬:ପୁଣି ଥରେ ଥରି ଉଠିଛି ଉତ୍ତର ପ୍ରଦେଶ। ଗ୍ୟାଙ୍ଗଷ୍ଟରଙ୍କ ଖୋଲାଖୋଲି ରାଜ ଚାଲୁଥିବା ଉତ୍ତର ପ୍ରଦେଶରେ ଆଉ ଜଣେ ଗ୍ୟାଙ୍ଗଷ୍ଟାର୍ଙ୍କୁ ହତ୍ୟା କରାଯାଇଛି। କୁଖ୍ୟାତ ଗ୍ୟାଙ୍ଗଷ୍ଟର ଏବଂ ରାଜନେତା ମୁଖତାର ଅନସାରୀଙ୍କ ଘନିଷ୍ଠ ସହଯୋଗୀ ସଞ୍ଜୀବ ଜୀଭାଙ୍କୁ ଗୁଳି କରି ହତ୍ୟା…
ଟ୍ରେନ୍ରେ କଟି ୬ ମୃତ
ଯାଜପୁର ଅଫିସ,୭ା୬: ବାହାନଗା ଟ୍ରେନ୍ ଦୁର୍ଘଟଣା ମଣିଷ ମନରୁ ଲିଭି ନ ଥିବା ବେଳେ ବୁଧବାର ଆଉ ଏକ ଅଘଟଣ ଯାଜପୁରରୋଡ୍ ଷ୍ଟେଶନ ନିକଟରେ ଘଟିଛି। ଯାଜପୁର-କେନ୍ଦୁଝର ରୋଡ୍ ଷ୍ଟେଶନଠାରୁ କଟକ ଆଡ଼କୁ ପ୍ରାୟ ୨୦୦ ମିଟର ଦୂରତାରେ ଏକ ମାଲବାହୀ…
ହିଣ୍ଡେନବର୍ଗ ରିପୋର୍ଟ: ଆଉ ଏକ କମ୍ପାନୀର କଲା ଖୁଲାସା
ଓ୍ବାଶିଂଟନ/ଅବୁଜା,୭।୬:ଶର୍ଟ ସେଲିଂ ଫାର୍ମ ହିଣ୍ଡେନବର୍ଗ ଭାରତୀୟ ବିଲିୟନେୟାର ବ୍ୟବସାୟୀ ଗୌତମ ଆଦାନୀ ଏବଂ ଆଦାନୀ ଗ୍ରୁପ ସମ୍ବନ୍ଧରେ ଚଳିତ ବର୍ଷ ଜାନୁୟାରୀରେ ଏକ ରିପୋର୍ଟ ପ୍ରକାଶ କରିଥିଲା। ଯେଉଁଥି ପାଇଁ ଆଦାନୀ ଷ୍ଟକ୍ ମାର୍କେଟ୍ରେ ବହୁ କ୍ଷତି ସହିଥିଲେ। ଏଥିପାଇଁ ତାଙ୍କ…
ତତଲା କଡ଼େଇରେ ରାଜଧାନୀ
ଭୁବନେଶ୍ୱର,୭ା୬(ବ୍ୟୁରୋ): ସାରା ରାଜ୍ୟରେ ପ୍ରଚଣ୍ଡ ତାତି ସହ ଅହସ୍ୟ ଗୁଳୁଗୁଳି ହେଉଛି। ତେବେ ବୁଧବାର ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ରାଜଧାନୀର ତାପମାତ୍ରା ରେକର୍ଡ କରାଯାଇଛି। ଆଜି ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସବୁଠୁ ଉତ୍ତପ୍ତ ସହର…
ଭାଜପା-ଜେଜେପି ମେଣ୍ଟରେ ଫାଟ: ଚିନ୍ତାରେ ହରିୟାଣା ସରକାର…
ଚଣ୍ଡିଗଡ଼,୭।୬ : ହରିୟାଣାରେ ଭାଜପା-ଜେଜେପି ମିଳିତ ମଞ୍ଚରେ ବିଦ୍ରୋହର ଖବର ପଦାରେ ପଡ଼ିଛି। ଜନନାୟକ ଜନତା ପାଟି(ଜେଜେପି) ସୁପ୍ରିମୋ ଦୁଶ୍ୟନ୍ତ ଚୌତାଲାଙ୍କ ଉଚାନକାଲାନ ବିଧାନସଭା ଆସନ ନେଇ ବିବାଦ ଦେଖାଦେଇଛି। ହରିୟାଣାର ଭାଜପା ଦାୟିତ୍ୱରେ ଥିବା ବିପ୍ଲବ ଦେବ ଦଳର ନେତା…
କଳାବ୍ୟାଣ୍ଡ ବାନ୍ଧି ଖେଳିଲେ ଉଭୟ ଦେଶର ଖେଳାଳି
ଲଣ୍ଡନ,୭ା୬: ବିଶ୍ବ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ମ୍ୟାଚ୍ ବୁଧବାର ଅନୁଷ୍ଠିତ ହୋଇଛି। ଆଜିର ମ୍ୟାଚ୍ରେ ଦୁଇ ଦଳ ଭାରତ-ଅଷ୍ଟ୍ରେଲିଆର ଖେଳାଳିମାନେ ଓଡ଼ିଶାର ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୃତକଙ୍କ ପାଇଁ ମ୍ୟାଚ୍ ପୂର୍ବରୁ ଦୁଇ ଦଳର…
ମୃତକଙ୍କ ଚିହ୍ନଟ ପାଇଁ କେବଳ ଏମ୍ସ ଯିବାକୁ କହିଲା ପୂର୍ବତଟ ରେଳପଥ
ଭୁବନେଶ୍ୱର,୭ା୬(ବ୍ୟୁରୋ): ବାଲେଶ୍ବର ଜିଲା ବାହାନଗା ରେଳ ଦୁର୍ଘଟଣାରେ ମୃତକମାନଙ୍କୁ ଚିହ୍ନଟ କରିବା ପାଇଁ ସମ୍ପର୍କୀୟମାନେ ଅନ୍ୟ କୌଣସି ହସ୍ପିଟାଲ ନ ଯାଇ କେବଳ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ପହଞ୍ଚିବାକୁ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ବାହାନଗା ରେଳ ଦୁର୍ଘଟଣାରେ ପ୍ରାଣ…
ଶୁବମ।ନ ଗିଲ୍ଙ୍କୁ ଡେଟ୍ ପରେ, ମ୍ୟାରେଜ୍ ପ୍ଲାନ୍କୁ ନେଇ ସାରା କହିଲେ ଏପରି କଥା…
ମୁମ୍ବାଇ:ବଲିଉଡ ଆକ୍ଟ୍ରେସ ସାରା ଅଲ୍ଲୀ ଖାନ୍ ତାଙ୍କ ଫିଲ୍ମ ଜରା ହଟକେ ଜରା ବଚକେକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମ ବକ୍ସ ଅଫିସ୍ରେ ଧମାଲ୍ କରିବାରେ ଲାଗିଛି। ତେବେ ସାରା ପ୍ରଫେଶନାଲ ଲାଇଫ୍ ପରି ପର୍ଶନାଲ ଲାଇଫ୍ରେ ମଧ୍ୟ ସବୁବେଳେ…
ପୁଣି ବାହାନଗା ଷ୍ଟେଶନରେ ସିବିଆଇ ଟିମ୍
ବାଲେଶ୍ୱର ଅଫିସ,୭ା୬: ବାହାନଗା ରେଳ ଷ୍ଟେଶନରେ ବୁଧବାର ପୁଣି ସିବିଆଇ ଟିମ୍ ପହଞ୍ଚିଛି। ମଙ୍ଗଳବାର ଦିନ ଓ ରାତି ଦୁର୍ଘଟଣାସ୍ଥଳ ସମେତ ବାହାନଗା ଷ୍ଟେଶନରେ ଟିମ୍ ଯାଞ୍ଚ କରିଥିବା ବେଳେ ଆଜି ପୁଣି ବାହାନଗାରେ ଜୋରଦାର ତନାଘନା କରିଛି ସିବିଆଇ। ଷ୍ଟେଶନ…
Archives


