୭୦୦ଭାରତୀୟ ଛାତ୍ରୀଛାତ୍ର କାନାଡାରୁ ହେବେ ବିତାଡିତ,ନକଲି ଅଫର ଲେଟର ମାଧ୍ୟମରେ ଆଡମିଶନ ଅଭିଯୋଗ, କେନ୍ଦ୍ରର ସହାୟତା ଲୋଡିଲା ପଞ୍ଜାବ…
ନୂଆଦିଲ୍ଲୀ,୭।୬ : କାନାଡାରେ ପଢୁଥିବା ପ୍ରାୟ ୭୦୦ ଭାରତୀୟ ଛାତ୍ରୀଛାତ୍ର ଦେଶକୁ ପ୍ରତ୍ୟାବର୍ତ୍ତନ ହେବାର ଆଶଙ୍କା ଦେଖାଦେଇଛନ୍ତି। କାରଣ ସେଠାରେ ଥିବା ସରକାର ସେମାନଙ୍କୁ ନିଜ ଦେଶକୁ ପଠାଇବାକୁ ପ୍ରସ୍ତୁତ ହେଉଛନ୍ତି। ବାସ୍ତବରେ ଏହି ସମସ୍ତ ଛାତ୍ରୀଛାତ୍ରଙ୍କୁ ନକଲି ଅଫର ଲେଟର…
ଏଜେଣ୍ଡା ଚଳାଉଥିବା ଲୋକଙ୍କ ନିୟନ୍ତ୍ରଣରେ କମ୍ପାନୀ: ବିବିସିକୁ କଡ଼ାସମାଲୋଚନା କଲା ଭାଜପା…
ନୂଆଦିଲ୍ଲୀ,୭।୬ : ବିବିସି ଭାରତରେ ଟିକସ ଫାଙ୍କିବା କଥା ସ୍ବୀକାର କରିଛି। ଏହା ପରେ କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରୀ ହାର୍ଦ୍ଦିକ ସିଂ ପୁରୀ ବିଦେଶୀ ଗଣମାଧ୍ୟମ ଗୋଷ୍ଠୀକୁ କଡ଼ା ସମାଳୋଚନା କରିଛନ୍ତି। ସେ କହିଛନ୍ତି ବ୍ରିଟିଶ ବ୍ରଡକାଷ୍ଟର…
ଅନୁରାଗ ଠାକୁରଙ୍କ ଘରେ ପହଞ୍ଚିଲେ ବଜରଙ୍ଗ ପୁନିଆ, ରାକେଶ ଟିକାଏତ୍
ନୂଆଦିଲ୍ଲୀ,୭।୬: ରେସଲର ବଜରଙ୍ଗ ପୁନିଆ କୃଷକ ନେତା ରାକେଶ ଟିକାଏତ୍ଙ୍କ ସହ ବୁଧବାର କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁରଙ୍କ ଘରେ ପହଞ୍ଚିଛନ୍ତି। ବଜରଙ୍ଗ ପୁନିଆ ଏବଂ ରାକେଶ ଟିକାଇଟଙ୍କ କିଛି ସମୟ ପରେ ସାକ୍ଷୀ ମଲିକ ଏବଂ ତାଙ୍କ ସୱାମୀ ସତ୍ୟଭ୍ରତ…
ରାହୁଲଙ୍କୁ ଟାର୍ଗେଟ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ, କହିଲେ ‘ରିୟର ଭ୍ୟୁ ମିରର୍’ ଦେଖିବା କାହିଁକି ଜରୁରୀ…
ନୂଆଦିଲ୍ଲୀ,୭।୬:କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ଆମେରିକା ଗସ୍ତରେ ଅଛନ୍ତି। ବିଦେଶରେ ଥାଇ ସେ ଲଗାତାର ଭାଜପା ଏବଂ ଆରଏସଏସକୁ ଟାର୍ଗେଟ କରିଛନ୍ତି। ରାହୁଲ କହିଛନ୍ତି, ଭାଜପା ଏବଂ ଆରଏସଏସ ସଂଘ ଭବିଷ୍ୟତକୁ ଦେଖିବାକୁ ଅକ୍ଷମ। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ…
ଧର୍ମରାଜ ଦ୍ରୌପଦୀ ଅମ୍ମନ ମନ୍ଦିରରେ ପୂଜାପାଠକୁ ନେଇ ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା, ମନ୍ଦିର ସିଲ…
ଚେନ୍ନାଇ,୭।୬ : ତାମିଲନାଡୁର ଏକ ମନ୍ଦିରରେ ପ୍ରବେଶକୁ ନେଇ ଦୁଇ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ପରିସ୍ଥିତି ଦେଖି ଭିଲୁପୁରମ ଜିଲା ରାଜସ୍ବ କମିଶନର ରବିଚନ୍ଦ୍ରନ ମନ୍ଦିରକୁ ସିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ ଅଧିକାରୀମାନେ ଘଟଣାସ୍ଥଳକୁ…
ଧର୍ମର ଉପହାସ ଠିକ ନୁହେଁ: ମହାକାଳ ଲୋକ,ମୂର୍ତ୍ତି ଭାଙ୍ଗିବା ଉପରେ ଭିଡିଓ ପୋଷ୍ଟ କରି ଅଡୁଆରେ କଂଗ୍ରେସ..
.ନୂଆଦିଲ୍ଲୀ,୭।୬ : ଉଜ୍ଜୟନୀରେ ମହାକାଳ ଲୋକରେ ମୂର୍ତ୍ତିଗୁଡ଼ିକର ଭାଙ୍ଗିବା ସହ ଜଡିତ ଏକ ଭିଡିଓ ସାଧୁମାନଙ୍କୁ ଅସନ୍ତୁଷ୍ଟ କରିଛି। ଏହି ଭିଡିଓରେ ମହାକାଳ ଲୋକରେ ମୂର୍ତ୍ତିଗୁଡିକର ପତନ ବିଷୟରେ ଭଗବାନ ଶିବ ଏବଂ ନାରଦ ମୁନିଙ୍କ ଚରିତ୍ରମାନଙ୍କ ମଧ୍ୟରେ ଏକ ବାର୍ତ୍ତାଳାପ…
ଚାଇନାର ମୁକାବିଲା କରିବା ଲାଗି ଭାରତ-ଆମେରିକା ମିଳିତ ଭାବେ କାମ କରିବା ଜରୁରୀ…
ଓ୍ବାଶିଂଟନ,୭।୬ : ଭାରତୀୟ-ଆମେରିକୀୟ କଂଗ୍ରେସ କର୍ମୀ କହିଛନ୍ତି ଚାଇନା କମ୍ୟୁନିଷ୍ଟ ପାର୍ଟି ସାମ୍ନାରେ ଗଣତାନ୍ତ୍ରିକ ଅନ୍ତର୍ଜାତୀୟ ଶୃଙ୍ଖଳା ବଜାୟ ରଖିବା ପାଇଁ ଭାରତ ଏବଂ ଆମେରିକା ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ। ଏଥି ସହିତ, କ୍ଷମତାଶାଳୀ ଚାଇନାର ମଡେଲ ପାଇଁ…
କିମ୍ଙ୍କ ଗୁପ୍ତଚର ଉପଗ୍ରହକୁ ନେଇ ଚିନ୍ତା ପ୍ରକଟ କଲା ଆମେରିକା…
ଓ୍ବାଶିଂଟନ,୭।୬ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନଙ୍କ ଗୁପ୍ତଚର ଉପଗ୍ରହକୁ ନେଇ ଆମେରିକା ପକ୍ଷରୁ ଉଦବେଗ ପ୍ରକାଶ ପାଇଛି। ବର୍ତ୍ତମାନ ଆମେରିକା ନିଜେ ଗୁପ୍ତଚର ଉପଗ୍ରହ ଉତକ୍ଷେପଣ କରିବାକୁ ଯୋଜନା କରିଛି। ମହାକାଶରେ ରୁଷିଆ ଏବଂ ଚାଇନାର…
ମୃତଦେହ ଗଦାରେ ହଜି ଯାଉଛି ମାନବିକତା, ନକଲି ଦାବିଦାରଙ୍କ ସଂଖ୍ୟା ବଢୁଛି, ଏବେ ଅସଲି ପ୍ରିୟପରିଜନଙ୍କ ଚିହ୍ନଟ ପାଇଁ ହେବ ଡିଏନଏ ଟେଷ୍ଟ…
ବାହାନଗା,୭।୬ : ବାହାନଗା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେକୁ ନେଇ ଦ୍ୱନ୍ଦ୍ୱ ବଢ଼ିବାରେ ଲାଗିଛି। ମୃତଦେହ ଗଦାରେ ମାନବିକତା, ହଜି ଯାଉଛି। ଟଙ୍କା ଲୋଭରେ ନକଲି ଦାବିଦାରଙ୍କ ସଂଖ୍ୟା ବଢୁଛି। ଏଭଳି ସମ୍ବେଦନଶୀଳ ଘଟଣାରେ କିଏ ଅସଲି ଅବା…
ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ପୂର୍ବରୁ ଭାରତ ଆସିବେ ଆମେରିକା ଏନ୍ଏସ୍ଏ
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବେ। ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପୂର୍ବରୁ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଭାରତ ଆସିବେ ବୋଲି ସୂଚନା ମିଳିଛି। ଆମେରିକୀୟ ଏନ୍ଏସ୍ଏ…
ଭାରତରେ ୪୦ କୋଟିର ଆୟକର ଚୋରି କରିଥିବା ସ୍ବୀକାର କଲା ବିବିସି…
ନୂଆଦିଲ୍ଲୀ,୭।୬ : ବ୍ରିଟିଶ ବ୍ରୋଡକାଷ୍ଟିଂ କର୍ପୋରେଶନ (ବିବିସି) ଭାରତରେ ୪୦ କୋଟି ଟଙ୍କା କମ ଆୟକର ଦେଇଥିଲା। ମିଡିଆ ରିପୋର୍ଟ ଅନୁଯାୟୀ, ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) କୁ ପଠାଯାଇଥିବା ଚିଠିରେ ବିବିସି ଏହି ଚୋରିକୁ ସ୍ବୀକାର କରିଛି।…
ଭାଜପାର ମିଶନ ୨୦୨୪: କେନ୍ଦ୍ର,ରାଜ୍ୟ ପାଇଁ ହେବ ନୂଆ ଟିମ୍…
ନୂଆଦିଲ୍ଲୀ,୭।୬ : ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ଭାଜପା ଏହାର କେନ୍ଦ୍ରୀୟ ଏବଂ ରାଜ୍ୟ ଟିମରେ ଆବଶ୍ୟକ ପରିବର୍ତ୍ତନ ଆଣିବ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସୋମବାର ଓ ମଙ୍ଗଳବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ସଂଗଠନର…
Archives


