କମ୍ବ୍ୟାକ୍ ଅଫ୍ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…
ଚେନ୍ନାଇ,୧୧।୪: ଆଇପିଏଲ୍ ୨୦୨୬ର ୧୮ତମ ମ୍ୟାଚ୍ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍ ଚେପକ୍ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ମାତ୍ର ୫୨ ବଲ୍ରୁ ଏକ ଚମତ୍କାର ଶତକ ହାସଲ କରିଛନ୍ତି।…
ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’
ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଇରାନ ଯେତେବେଳେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା,…
ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ରୋଗୀଙ୍କ ପାଇଁ ପ୍ରତିଟି ମୁହୂର୍ତ୍ତ ମୂଲ୍ୟବାନ ହୋଇଥିବା…
ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack) ହୋଇଛି। ଏଥିଯୋଗୁ ତାଙ୍କୁ ମୁମ୍ବାଇର ପ୍ରସିଦ୍ଧ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…
କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ
ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି ଯୁବକ ନାଳ ନିକଟକୁ ଶୌଚ କରିବାକୁ ଯିବା ବେଳେ ଏକ ମୃତଦେହ ପଡ଼ି…
ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…
ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର ଜଣେ ଯୁବତୀ ୨୦୨୧ ମସିହାରେ ସମ୍ବଲପୁର ଜିଲା ଭୋଜପୁର ଗ୍ରାମ ବସଷ୍ଟାଣ୍ଡ ଠାରେ…
ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ ଯୁବତୀ ଘରେ କେହି ନ ଥିବା ସମୟରେ ଘରର ଶିଡ଼ି ତଳେ ନିଜ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ ୩ ବର୍ଷ ହେବ ଅଫ୍ଲାଇନରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍…
‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’
ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ସଭାପତିତ୍ୱ କରି ନିଜ ମାତୃଭାଷା ଯେତେ…
ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ
ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ ଅସାଧୁ ଉପାୟରେ ଅର୍ଥ ଉପାର୍ଜନ ପାଇଁ ନିଜ ଜୀବନକୁ ନଷ୍ଟ କରିଦେଉଛନ୍ତି। ହେଲେ…
ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି
ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତଳେ ପଡ଼ିଯାଇଥିଲେ। କର୍ମଚାରୀମାନେ ତାଙ୍କୁ ନେଇ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି…
୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ ପାୱାର କଟ ପାଇଁ ଘୋଷଣା ହୋଇଥିଲା। ମାତ୍ର ୩ ଘଣ୍ଟା ପାୱାର କଟ…
Archives


