Home

୪ ବର୍ଷ ହେବ କାର୍ଯ୍ୟକ୍ଷମ ହୋଇପାରୁନି ଛାତ୍ରୀନିବାସ

କଟକ ସଦର,୧୩।୭(ସୁଶାନ୍ତ କୁମାର ଜେନା)କଟକ ସଦର ବ୍ଲକ ଅନ୍ତର୍ଗତ କିଶୋର ନଗର ମହାବିଦ୍ୟାଳୟ ନିକଟରେ ଏକ ଛାତ୍ରୀ ନିବାସ ନିର୍ମାଣ କରାଯାଇଛି। ନିର୍ମାଣ କାର୍ଯ୍ୟ ୪ ବର୍ଷ ହେବ ଶେଷ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। କିଛି ଲୋକ ମହାବିଦ୍ୟାଳୟ…

ବଲାଙ୍ଗୀରରେ ରାଜ୍ୟ ସିନିୟର ର଼୍ୟାଙ୍କିଙ୍ଗ୍‌ ବ୍ୟାଡ୍‌ମିଣ୍ଟନ

ବଲାଙ୍ଗୀର, ୧୩ା୭ (ବୀରେନ୍ଦ୍ର କୁମାର ଝାଙ୍କର): ଆସନ୍ତା ଜୁଲାଇ ୧୪ରୁ ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ଇନ୍‌ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମରେ ଓଡ଼ିଶା ସିନିୟର ର଼୍ୟାଙ୍କିଙ୍ଗ୍‌ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଓଡ଼ିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ ଦ୍ୱାରା ଅନୁମୋଦିତ ଏହି ପ୍ରତିଯୋଗିତାକୁ…

ସେମିରେ ସାବାଲେଙ୍କା, ଜାବେର୍‌

ଓ୍ବିମ୍ବେଲଡନ୍‌, ୧୩ା୭: ଟେନିସ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ୍‌ର ମହିଳା ସିଙ୍ଗଲ୍ସ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଆରିନା ସାବାଲେଙ୍କା ଓ ଓନ୍ସ ଜାବେର୍‌। ବୁଧବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ବିଶ୍ୱ ମାନ୍ୟତାର ଦ୍ୱିତୀୟ ସ୍ଥାନରେ ଥିବା ବେଲାରୁଷର ଆରିନା ସାବାଲେଙ୍କା ୬-୨,…

ଅନୁସୂଚିତ ଜାତି ମହିଳାଙ୍କୁ ମିଳୁନି ପଦୋନ୍ନତି

କଟକ,୧୩।୭ (କାର୍ତ୍ତିକ ସାହୁ)କଟକ ସଦର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ସିନିୟର ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟରତ ଜଣେ ଅନୁସୂଚିତ ଜାତି ମହିଳା ବନ୍ଦନା ବେହେରାଙ୍କୁ ପଦୋନ୍ନତି ମିଳୁନି। ସେ ସିନିୟର ଆସିଷ୍ଟାଣ୍ଟ ପଦବୀରେ ଦୀର୍ଘ ୨୬ ବର୍ଷ ହେବ କାର୍ଯ୍ୟ କରିଆସୁଥିବାବେଳେ ତାଙ୍କୁ…

ଓଡ଼ିଶା ଷ୍ଟିଭେଡର୍ସକୁ ‘ଗ୍ରେଟ୍‌ ବ୍ରାଣ୍ଡ୍‌’ ଆଓ୍ବାର୍ଡ

ଭୁବନେଶ୍ୱର,୧୩।୭: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ (ଓଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଆନ୍ତର୍ଜାତିକ ପୁରସ୍କାର ଏବଂ ମାନ୍ୟତା ପ୍ରଦାନ କରାଯାଇଛି। ସେହିଭଳି ଏହାର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ମହିମାନନ୍ଦ ମିଶ୍ର (ମହିମା ମିଶ୍ର)ଙ୍କୁ…

ପ୍ରେମ ସମ୍ପର୍କରୁ ହତ୍ୟା, ୬ ଅଟକ

ବଲାଙ୍ଗୀର,୧୩।୭(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଅଇଁଲାଚୁଅଁା ଗଁାର ରଜତ ପ୍ରଧାନ(୨୩)ଙ୍କ ମୃତଦେହ ବଲାଙ୍ଗୀର-ଦେଓଗଁା ରେଳଲାଇନ୍‌ କଡରୁ ଗତ ଜୁନ୍‌ ୨୫ତାରିଖରେ ରେଲୱେ ପୋଲିସ ଜବତ କରିଥିଲା। ଏହା ଏକ ହତ୍ୟାକାଣ୍ଡ ବୋଲି ମୃତକଙ୍କ ପରିବାର ଓ ଗଁା ଲୋକେ…

ଲିଡ୍‌ଆଇଟି ଅଭିଯାନରେ ଟାଟା ଷ୍ଟିଲ୍‌ ସାମିଲ

ଭୁବନେଶ୍ୱର,୧୩।୭: ଅନ୍ତଃରାଷ୍ଟ୍ରୀୟ ପ୍ରତିଷ୍ଠାନ ତଥା ଜାତିସଂଘର ସ୍ବତନ୍ତ୍ର ‘ଲିଡରଶିପ୍‌ ଗ୍ରୁପ୍‌ ଫର ଇଣ୍ଡଷ୍ଟ୍ରି ଟ୍ରାଞ୍ଜିସନ’(ଲିଡ୍‌ଆଇଟି) ଅଭିଯାନରେ ଟାଟା ଷ୍ଟିଲ ସାମିଲ୍‌ ହୋଇଛି। ବିଶେଷ କରି ଭାରି ଶିଳ୍ପରେ ନେଟ୍‌ ଜିରୋ ନିର୍ଗମନ ପାଇଁ ଉଦ୍ୟମ କରୁଥିବା ରାଷ୍ଟ୍ର ଓ କମ୍ପାନୀଗୁଡ଼ିକ ସହ…

ଡିଟିଆଇ ସହ ବିଓବିର ସହଭାଗିତା

ଭୁବନେଶ୍ୱର,୧୩।୭: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ଏବଂ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ଅଧୀନରେ ଥିବା ଡାଇରେକ୍ଟୋରେଟ ଅଫ ଟ୍ରେଜେରିଜ୍‌ ଆଣ୍ଡ ଇନ୍‌ସ୍ପେକ୍ସନ (ଡିଟିଆଇ) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ହୋଇଥିବା ଘୋଷଣା କରାଯାଇଛି। ବିଶେଷକରି ସରକାରୀ ଚାଲାଣ ପୈଠ ନିମନ୍ତେ…

ଗ୍ରାମୀଣ ବିକାଶରେ ନାର୍ବାଡର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୩।୭: (ଅଭୟ ଦାଶ): ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ) ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ନାବାର୍ଡର ୪୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର…

ଭୟରେ ଛାତ୍ରୀଛାତ୍ର, ମୁହଁ ଫେରାଉଛନ୍ତିି ଅଭିଭାବକ

ବାଲେଶ୍ୱର,୧୩।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ପ୍ରଥମ ବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ୩ଦିନ ପୂରିଛି। ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରି ପୋଲିସ ତଦନ୍ତକୁ ଆଗକୁ ବଢ଼ାଉ ନ…

ଜୁଇରୁ ଦରପୋଡ଼ା ମାଂସ ଖାଇଗଲେ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ବଡ଼ସାହି(ସମ୍ବିତ କୁମାର ରାଉତ/ଦୀପକ ବୁଗୁଡ଼େଇ),୧୩।୭ଯୁବତୀଙ୍କ ଶବ ଦାହ ପାଇଁ ଯାଇଥିତ୍ତ୍ବା ଦୁଇ ବ୍ୟକ୍ତି ଜୁଇରୁ ଦରପୋଡ଼ା ମାଂସ ଆଣି ଖାଇଛନ୍ତି। ସେମାନଙ୍କ ରାକ୍ଷସ ପ୍ରବୃତ୍ତିକୁ ନେଇ ଗଁାରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଉଭୟଙ୍କୁ ଗିରଫ ପରେ କୋର୍ଟଚାଲାଣ…

ନଡ଼ିଆ ଷଢ଼େଇରେ ଡାକୋଟା ବିମାନ

ଉଦଳା,୧୩।୭(ସନ୍ତୋଷ କୁମାର ବାଛିନୀ)ନଡ଼ିଆ ଷଢ଼େଇରେ ତିଆରି ହୋଇଛି ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ ଭଳି ଏକ ପ୍ରତିକୃତି। ଏହାକୁ ଯିଏ ତିଆରି କରିଛନ୍ତି ତାଙ୍କ ନଁା ମଧ୍ୟ ବିଜୁ। ବିଜୁ ଭାଇ ନାମରେ ପରିଚିତ ଶିଳ୍ପୀ ବିଜୟ କମିଳା ହେଉଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri