ବାହୁଦାରେ ଭାସୁଛି ମଲା ମାଛ
ଚିକିଟି,୧୩।୭(ପ୍ରକାଶ ଚନ୍ଦ୍ର ସାହୁ)ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନପୁର ଗ୍ରାମ ନିକଟରେ ଥିବା ବାହୁଦା ନଦୀରେ ବୁଧବାର ସକାଳେ ମାଛ ମଡ଼କ ଦେଖିବାକୁ ମିଳିଛି। ନଦୀକୂଳରେ ପ୍ରାୟ ୫ କିମି ଯାଏ ମଲାମାଛ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ କହିବା ପ୍ରକାରେ,…
ରେତ୍ ଡ୍ୟାମ୍ରେ ବୁଡ଼ି ଛାତ୍ର ନିଖୋଜ
ଭବାନୀପାଟଣା/ନର୍ଲା,୧୩।୭(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅନ୍ତର୍ଗତ ଧୁଷଗୁଡାର ରେତ ଡ୍ୟାମରେ ବୁଡି ବୁଧବାର ଜଣେ ଛାତ୍ର ନିଖୋଜ ହୋଇଛନ୍ତି। ସେ ହେଲେ ଭବାନୀପାଟଣା ସହରର ପଣ୍ଡା ଫ୍ରୁଡସ୍ ମାଲିକ ସୁଦାମ ପଣ୍ଡାଙ୍କ ପୁଅ ସାଲୁ ପଣ୍ଡା (୨୧)।…
ପ୍ରାର୍ଥନା ସଭାରେ ଛାତିକୁ ମୁଥ
କାମାକ୍ଷାନଗର,୧୩।୭(ସୁଧୀର ପରିଡ଼ା)ପ୍ରାର୍ଥନା ସଭାରେ ଶିକ୍ଷୟିତ୍ରୀଙ୍କ ମୁଥ ମାଡ଼ରେ ଗୁରୁତର ହୋଇଛନ୍ତି ଛାତ୍ର। ଏଭଳି ଅମାନବୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ସଦରସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଅସୁସ୍ଥ ହୋଇପଡ଼ିଥିବା ଷଷ୍ଠ ଶ୍ରେଣୀ ଛାତ୍ର ଗଣପତି ମହାନ୍ତ (୧୨)ଙ୍କୁ କାମାକ୍ଷାନଗର…
ଇଣ୍ଟରନେଟ୍ ପାଇଁ ବିନାଶ ଆଣିବ ସୌରଝଡ଼
ଓ୍ବାଶିଂଟନ୍,୧୩ା୭(ପି.ଟି.): ଆସନ୍ତା ୨ ବର୍ଷ ମଧ୍ୟରେ ସୂର୍ଯ୍ୟ ଚରମ ସ୍ଥିତିରେ ପହଞ୍ଚତ୍ବ। ଫଳରେ ଅନେକ ମାସ ଧରି ସୌରଝଡ଼ ଲାଗିରହିବ। ଇଣ୍ଟରନେଟ୍ ପାଇଁ ଏହା ବିନାଶକାରୀ ସାଜିବା ସହ ବିଶ୍ୱ ଅର୍ଥନୀତିକୁ ମଧ୍ୟ ବହୁଳ ଭାବେ ପ୍ରଭାବିତ କରିବ ବୋଲି ଆମେରିକୀୟ…
ନାଟୋ: ୟୁକ୍ରେନ୍କୁ ସମର୍ଥନ, ସଦସ୍ୟତା ଅସ୍ପଷ୍ଟ
ଭିଲ୍ନିଅସ୍,୧୩ା୭: ୟୁରୋପୀୟ ଦେଶ ଲିଥୁଆନିଆ ରାଜଧାନୀ ଭିଲ୍ନିଅସ୍ରେ ବୁଧବାର ନର୍ଥ ଆଟଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେଶନ୍ (ନାଟୋ)ର ଦୁଇଦିନିଆ ସମ୍ମିଳନୀ ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଓ ତାଙ୍କ ନାଟୋ ପ୍ରତିପକ୍ଷମାନେ ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍କୁ ସମର୍ଥନ…
ପରିବା ଦରରେ କେନ୍ଦ୍ରର ଲଗାମ ନାହିଁ
ନୂଆଦିଲ୍ଲୀ,୧୩ା୭: ଦେଶରେ ଲଗାଣ ବର୍ଷା ଯୋଗୁ ଟମାଟୋର ଯୋଗାଣ ବାଧାପ୍ରାପ୍ତ ହେବାରୁ ଅନେକ ଭାଗରେ ଏହାର ମୂଲ୍ୟ ୨୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ରୋଷେଇ ଘରର ମୁଖ୍ୟ ପରିବା ଦର ଆକାଶଛୁଅଁା ହେବା ଫଳରେ ଲୋକେ ନାହିଁ ନ ଥିବା…
ଜୁନ୍ ମୁଦ୍ରାସ୍ଫୀତି ୪.୮୧%
ନୂଆଦିଲ୍ଲୀ,୧୩ା୭(ପି.ଟି.): ପନିପରିବା ଓ ଖାଦ୍ୟ ମୂଲ୍ୟରେ ବୃଦ୍ଧି ଯୋଗୁ ଗତ ଜୁନ୍ରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୪.୮୧%ରେ ପହଞ୍ଚତ୍ଥିଲା, ଯାହାକି ୩ ମାସରେ ସର୍ବାଧିକ ବୋଲି ସରକାରୀ ଭାବେ କୁହାଯାଇଛି। ଖାଉଟି ମୂଲ୍ୟ ସୂଚକାଙ୍କ (ସିପିଆଇ) ଉପରେ ନିର୍ଭର କରୁଥିବା ମୁଦ୍ରାସ୍ଫୀତି…
କଳାହାଣ୍ଡିରେ ଅନରକିଲିଂ
ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ବାଞ୍ଜିପଦର ଗାଁରେ ଘଟିଛି ଅନରକିଲିଂ। ଗାଁ ନିକଟରୁ ପ୍ରେମୀଯୁଗଳଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ତଦନ୍ତ କରୁଥିବା ପୋଲିସ ଏହା ସ୍ପଷ୍ଟ କରିଛି। ଏହି ଘଟଣାରେ ପ୍ରେମିକାଙ୍କ ବାପା କନେଶ୍ୱର ପଟେଲ,…
ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି
ନୂଆଦିଲ୍ଲୀ,୧୩ା୭: ଦୁଇଜଣ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବୁଧବାର ସୁପ୍ରିମକୋର୍ଟ ବିଚାରପତି ରୂପେ ପଦୋନ୍ନତି ମିଳିଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନରାମ ମେଘଓ୍ବାଲ ଟୁଇଟ୍ କରି ସୂଚନା ଦେଇଛନ୍ତି। ନବନିଯୁକ୍ତ ବିଚାରପତି ଦ୍ୱୟ ହେଲେ ଜଷ୍ଟିସ୍ ଉଜ୍ଜଲ ଭୂୟଁା ଏବଂ ଏସ୍.…
ଉଛୁଳୁଛି ଯମୁନା, ଦିଲ୍ଲୀରେ ବନ୍ୟା
ନୂଆଦିଲ୍ଲୀ/କୁଲୁ/ଚଣ୍ଡିଗଡ଼,୧୩।୭: ଉତ୍ତର ଭାରତରେ ଲଗାଣ ବର୍ଷା ପରେ ଯମୁନା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବୁଧବାର ନଦୀ ଜଳସ୍ତର ବୃଦ୍ଧି ଘଟି ୨୦୭.୫୫ ମିଟର ଛୁଇଁଥିବାବେଳେ ରାଜଧାନୀରେ ବନ୍ୟା ପରିସ୍ଥିତି ଉପୁଜିଛି। ଜଳସ୍ତର ବୃଦ୍ଧି ନେଇ ଯମୁନା ନଦୀ ୪୫ ବର୍ଷର…
ପାନୀୟ ଜଳ ଯୋଗାଣ ଦାବିରେ ତାତିଲେ ମହିଳା
କୋକସରା,୧୨ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର କୋକସରା ବଡ଼ପଡ଼ାଠାରେ ବୁଧବାର ଶତାଧିକ ମହିଳା ଦୀର୍ଘ ୩ ଘଣ୍ଟା ଧରି ପାନୀୟ ଜଳ ଯୋଗାଣ ଦାବିରେ ଜାତୀୟ ରାଜପଥ ୨୬କୁ ଅବରୋଧ କରି ରଖିଥିଲେ। ପରେ ପ୍ରଶାସନିକ ଅଧିକାରୀ…
ବର୍ଷାରେ ବୁଡ଼ିଲା ବଙ୍ଗଳାଗୁଡ଼ା ପୋଲ, ଉଭୟ ପାର୍ଶ୍ୱରେ ଅଟକି ରହିଛି ଶହ ଶହ ଗାଡ଼ିମୋଟର
କୋରାପୁଟ,୧୨ା୭(ଅମିତାଭ ବେହେରା): ବୁଧବାର କୋରାପୁଟରେ ହୋଇଥିବା ପ୍ରବଳ ବର୍ଷାରେ କୋରାପୁଟ-ରାୟଗଡ଼ା ମଧ୍ୟରେ ଥିବା ବଙ୍ଗଳାଗୁଡ଼ା ପୋଲ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ରାସ୍ତାର ଦୁଇ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଛିଛନ୍ତି। ସୂଚନା ଥାଉକି, କୋରାପୁଟରୁ ରାୟଗଡ଼ା ଯାଇଥିବା ମୁଖ୍ୟ ରାସ୍ତାର…
Archives


