Home

ବର୍ଷାଋତୁ ଆସୁଛି: ଆଶଙ୍କାରେ ତଟାଞ୍ଚଳବାସୀ

କେନ୍ଦ୍ରାପଡ଼ା ଅଫିସ, ୪।୬: ବିଶ୍ୱତାପନ ଯୋଗୁ ସମୁଦ୍ର ଉପରେ ପ୍ରଭାବ ପଡୁଛି। ଏହାର ପ୍ରଭାବରେ ଉତ୍ତାଳ ଜୁଆର ପାଣି ଗ୍ରାମ ମଧ୍ୟକୁ ପଶୁଛି। ଲୁଣାବନ୍ଧ ଟପି ଚାଷବାସକୁ କ୍ଷତି ପହଞ୍ଚାଉଛି। ପ୍ରତିବର୍ଷ ସାମୁଦ୍ରିକ ଝଡ଼ ବର୍ଷା ପରି ପ୍ରାକୃତିକ ବିପତ୍ତି କେନ୍ଦ୍ରାପଡ଼ା…

ଆଜି ଦାରୁଦିଅଁଙ୍କ ସ୍ନାନଯାତ୍ରା

ପୁରୀ ଅଫିସ, ୪।୬: ରବିବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସେଥିପାଇଁ ସଜେଇ ହୋଇଛି ସ୍ନାନବେଦି। ଅପେକ୍ଷା କରିଛି ମହାପ୍ରଭୁଙ୍କ ଆଗମନକୁ। ଆଉ କେଇ ଘଣ୍ଟା ପରେ ଚତୁର୍ଦ୍ଧାବିଗ୍ରହ ରନତ୍ବେଦୀରୁ ସ୍ନାନବେଦିକୁ ଓହ୍ଲାଇ ଆସିବେ। ପହଣ୍ଡି ପାଇଁ ରନତ୍ସିଂହାସନ ତଳେ ଚାରମାଳ ବନ୍ଧାଯିବା…

ପଞ୍ଚାୟତ ହାଇସ୍କୁଲରୁ ଏକାଧିକ ଥର ଚୋରି

ରସୁଲପୁର, ୪।୬(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତରେ ୫-ଟିରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରିତ ହୋଇଥିବା ଆଦମପୁର ପଞ୍ଚାୟତ ହାଇସ୍କୁଲରୁ ଏକାଧିକ ଥର ଚୋରି ହୋଇଛି। ଏନେଇ ବିଦ୍ୟାଳୟ ପରିଚାଳନା କମିଟି ଓ ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା ରଥଙ୍କ ମଧ୍ୟରେ ଆଲୋଚନା…

ଖନନ ପାଇଁ ୧୨ ବର୍ଷରେ ୧୦.୫୫ କୋଟି ଖର୍ଚ୍ଚ

ପଟ୍ଟାମୁଣ୍ଡାଇ, ୪।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ଚିରସ୍ରୋତା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡ଼ୁଛି। ଏହି ନଦୀକୁ ପୁନରୁଦ୍ଧାର ପାଇଁ ପଟ୍ଟାମୁଣ୍ଡାଇ ଓ କେନ୍ଦ୍ରାପଡ଼ା ବ୍ଲକର ଅଧିବାସୀମାନେ ବାରମ୍ବାର ଦାବି କରିଆସୁଛନ୍ତି। ଲୋକଙ୍କ ଦାବିକୁ ଗୁରୁତ୍ୱ…

ଆଜି ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗାଠାରେ ଭୟାବହ ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ରବିବାର ଓଡ଼ିଶା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁର୍ଘଟଣାସ୍ଥଳର ସ୍ଥିତି ପରଖିବା…

୮ରୁ ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ଭୋଟ ଗଣତି

କଟକ ଅଫିସ,୪।୬: ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନର ଭୋଟ ଗଣତି ଆସନ୍ତା ୮ରୁ ଆରମ୍ଭ ହେବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। କାଉନ୍‌ସିଲ୍‌ର ନିର୍ବାଚନ ପରିଚାଳନା କରୁଥିବା ରିଟର୍ନିଂ ଅଧିକାରୀ ତଥା ହାଇକୋର୍ଟର ପୂର୍ବତନ ବିଚାରପତି ପ୍ରମଥ ପଟ୍ଟନାୟକ ଏନେଇ ଶନିବାର…

ଆଜି ଜେଇଇ ଆଡ୍‌ଭାନ୍ସଡ୍‌

ଭୁବନେଶ୍ବର, ୪।୬(ବ୍ୟୁରୋ): ଭାରତୀୟ ପ୍ରଦ୍ୟୋଗିକ ସଂସ୍ଥାନ (ଆଇଆଇଟି)ଗୁଡ଼ିକରେ ନାମଲେଖା ପାଇଁ ଜେଇଇ ଆଡ୍‌ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହେବ। ଅଢ଼େଇ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଏହି ପ୍ରପେଶିକା ପରୀକ୍ଷା ପାଇଁ ମନୋନୀତ ହୋଇଥିବାବେଳେ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ଉପଲବ୍ଧ ହୋଇଛି। ସକାଳ…

ସିଙ୍ଗାପୁର, ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ଆରମ୍ଭ

ଭୁବନେଶ୍ବର, ୪।୬ (ବ୍ୟୁରୋ) ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ସିଧାସଳଖ ଅନ୍ତର୍ଜାତୀୟ ବିମାନ ସେବା ଶନିବାରଠାରୁ ଆରମ୍ଭ ହୋଇଛି। ପ୍ରଥମେ ସକାଳ ୬ଟା ୨୫ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପ୍ରଥମେ ସିଙ୍ଗାପୁରକୁ ବିମାନ ଉଡ଼ିଥିଲା। ଏଥିରେ ୧୮୦ଜଣ…

ଆମେ ବଞ୍ଚତ୍ଗଲୁ, ଅନ୍ୟମାନଙ୍କ ଉଦ୍ଧାରରେ ଲାଗିଲୁ

ଭୁବନେଶ୍ବର, ୪।୬ (ବ୍ୟୁରୋ) ବାଲେଶ୍ୱର ଜିଲା ବାହାନାଗାରେ ଶୁକ୍ରବାର ଭୟଙ୍କର ରେଳ ଦୁର୍ଘଟଣାରେ ୨୮୮ ଲୋକଙ୍କର ଜୀବନ ଯାଇଥିବାବେଳେ ଆସନ୍ନ ମୃତ୍ୟୁମୁଖରୁ ବର୍ତ୍ତିଯାଇଛନ୍ତି ଭୁବନେଶ୍ବରର ଇଞ୍ଜିନିୟର ଦିଲୀପ କୁମାର ପଟ୍ଟନାୟକ। କରମଣ୍ଡଳ ଏକ୍ସପ୍ରେସ୍‌ର ଏସ୍‌-୫ ବଗିରେ କୋଲକାତାରୁ ଭୁବନେଶ୍ବର ଅଭିମୁଖେ ବାହାରିଥିଲେ।…

ବିଭୀଷିକା

ଲହୁ ଓ ଲୁହରେ ଭିଜିଛି ବାହାନଗା ମାଟି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଏଠାରେ ଘଟିଥିବା ୩ ଟ୍ରେନ ଦୁର୍ଘଟଣା ୨୮ବର୍ଷର ରେକର୍ଡ ଭାଙ୍ଗିଛି। ଉଦ୍ଧାର କାର୍ଯ୍ୟକୁ ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ତାହା ସରିନାହିଁ। ମୋଡ଼ିଭାଙ୍ଗି ହୋଇ…

ଅଖିଳେଶ କେବଳ ନାମକୁ ମାତ୍ର ଅଧ୍ୟକ୍ଷ: ଭାଜପା…

ଲକ୍ଷ୍ନୌ,୩।୬ : ସମାଜବାଦୀ ପାର୍ଟି (ଏସପି)ର ପୃଷ୍ଠପୋଷକ ତଥା ଉତ୍ତରପ୍ରଦେଶର ପୂର୍ବତନ ବିଧାୟକ ମୁଲାୟମ ସିଂ ଯାଦବଙ୍କ ସମୁଦି ତଥା ପୂର୍ବତନ ବିଧାୟକ ହରିଓମ ଯାଦବ ପୁଣି ଥରେ ଏସପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ଏବଂ ଏସପି ଜାତୀୟ ସାଧାରଣ…

ବିଶ୍ୱାସଘାତକଙ୍କ ଉପରେ ଛେପ ପକାଇବା ହିନ୍ଦୁ ସଂସ୍କୃତି: ସଞ୍ଜୟ ରାଉତ…

ମୁମ୍ବାଇ,୩।୬ : ବିଶ୍ୱାସଘାତକ ଲୋକଙ୍କ ଉପରେ ଛେପ ପକାଇବା ହିନ୍ଦୁ ସଂସ୍କୃତି। ଏପରିକି ସ୍ବାଧୀନତା ସଂଗ୍ରାମୀ ବୀର ସାବରକର ମଧ୍ୟ ବିଶ୍ୱାସଘାତକଙ୍କ ଉପରେ ଛେପ ପକାଇଥିଲେ। ମୁଁ ଯାହା କରିଛି ସେଥିପାଇଁ କାହିଁକି ଏତେ ପାଟି ତୁଣ୍ଡ ହେଉଛି? ଏହା ହେଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri