ପଙ୍କଜା ଦଳର, କିନ୍ତୁ ଦଳ ପଙ୍କଜାଙ୍କର ନୁହେଁ: ଭାଜପା…
ମୁମ୍ବାଇ,୩।୬ : ମହାରାଷ୍ଟ୍ର ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାଲକଲେ ବିଧାୟକ ପଙ୍କଜା ମୁଣ୍ଡେଙ୍କ ବିବୃତ୍ତିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି ପଙ୍କଜା ଦଳର, କିନ୍ତୁ ଦଳ ପଙ୍କଜାଙ୍କର ନୁହେଁ। ପାର୍ଲି ବିଧାନସଭା ନିର୍ବାଚନରେ ପରାଜୟ ପରେ ଭାଜପାର ବରିଷ୍ଠ ନେତା…
ବାଇକ୍ ଚୋରି କରୁଥିବା ବେଳେ ଧରାପଡ଼ିଲେ ଯୁବକ, ଉତ୍ତମ ମଧ୍ୟମ ଦେଇ ପୋଲିସ ଜିମା ଦେଲେ ଲୋକେ
ନିରାକାରପୁର,୩ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧିନସ୍ଥ ନିରାକାରପୁର ୟୁପି ସ୍କୁଲ ମୁଖ୍ୟ ଫାଟକ ପାଖରେ ଥିବା ଏକ ଜଳଖିଆ ଦୋକାନ ସାମ୍ନାରୁ ଶନିବାର ସନ୍ଧ୍ୟାରେ ଜଣେ ବାଇକ୍ ଚୋରଙ୍କୁ ଧରି ଉତ୍ତମ ମଧ୍ୟମ ଦେଇ ଲୋକେ ପୋଲିସ ଜିମା ଦେଇଛନ୍ତି।…
ଦୁଇ ବାଇକ୍ ମୁହାଁମୁହିଁ: ଉଭୟ ଚାଳକ ଗୁରୁତର
ନିରାକାରପୁର,୩ା୬(ଡି.ଏନ୍.ଏ.): ଶନିବାର ୨ଟି ବାଇକ୍ ମୁହାଁମୁହିଁ ହେବାରୁ ଉଭୟ ଚାଳକ ଗୁରୁତର ହୋଇଥିବା ଜଣାଯାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ଉଭୟ ଚାଳକଙ୍କ ପରିଚୟ ମିଳିପାରିନାହିଁ। ତେବେ ଜଣେ ଚାଳକଙ୍କ ଘର ଜଙ୍କିଆ ଥାନା ଅଧିନସ୍ଥ ଦେଉଳି ହୋଇଥିବା ବେଳେ ଅନ୍ୟଜଣେ ନିରାକାରପୁର…
ଆସନ ଭାଗବଣ୍ଟା ପାଇଁ ଏମଭିଏ କରିବ ବୈଠକ: ଅଜିତ ପାଓ୍ବାର…
ମୁମ୍ବାଇ,୩।୬ : ଏନସିପି ନେତା ଅଜିତ ପାୱାର ପୁଣେ ଏବଂ ଭାୟନ୍ଦର-ଗୋନ୍ଦିଆ ଲୋକସଭା ଆସନରେ ପରିବର୍ତ୍ତନ ହେବାର ଚର୍ଚ୍ଚାକୁ ଗୁଜବ ପ୍ରଚାର ବୋଲି କରିଛନ୍ତି। ନାଗପୁରରେ ସେ କହିଛନ୍ତି ସିଟ ବାଣ୍ଟିବା ପାଇଁ ଆଲୋଚନା ଚାଲିଛି। ଶନିବାର ନାଗପୁରରେ ସେ ଖବରଦାତାଙ୍କୁ…
ବିଶ୍ୱର ସବୁଠୁ ବଡ଼ ଟ୍ରେନ୍ ଦୁର୍ଘଟଣା, ଜାଣନ୍ତୁ କେତେ ଲୋକଙ୍କର ହୋଇଥିଲା ମୃତ୍ୟୁ
କଲମ୍ବୋ,୩ା୬: ଶୁକ୍ରବାର ଓଡ଼ିଶାର ବାଲେଶ୍ୱର ଜିଲାର ବାହାନଗା ଷ୍ଟେଶନରେ ଟ୍ରେନ ଦୁର୍ଘଟଣା ଭାରତକୁ ଥରାଇ ଦେଇଛି। ଏହା ଭାରତର ଦ୍ୱିତୀୟ ବୃହତ୍ତମ ରେଳ ଦୁର୍ଘଟଣା ବୋଲି କୁହାଯାଉଛି। ଯେଉଁଥିରେ ଖବର ଲେଖିବା ପର୍ଯ୍ୟନ୍ତ ୨୮୮ ଜଣଙ୍କର ମୃତ୍ୟୁ ଘଟିଛି। ଏହାପୂର୍ବରୁ ୧୯୮୧ରେ…
ଋଣ ଟଙ୍କା ଉଠାଇ ଫେରାର ଥିଲେ, ଏବେ ଜେଲ୍ ଗଲେ ମହିଳା ଲୁଟେରା
ଦେବଗଡ଼,୩ା୬(ଡି.ଏନ୍.ଏ.): ଗରିବ ଲୋକଙ୍କ ଆଧାର କାର୍ଡ ଓ ପାସବୁକ୍କୁ ବ୍ୟବହାର କରି ଋଣ ଉଠାଇ ଆତ୍ମସାତ କରି ଦୀର୍ଘଦିନ ଧରି ଫେରାର ଥିବା ମହିଳାଙ୍କୁ ଶନିବାର ଦେବଗଡ଼ ଥାନା ପୋଲିସ ଗିରଫ କରିଛି। ଗିରଫ ମହିଳା ଜଣକ ହେଲେ ବାରକୋଟ ଥାନା…
ଦୁର୍ଘଟଣା ଚେତାଇଲା ରେଳପଥର ଆବଶ୍ୟକତା
କେନ୍ଦୁଝର,୩ା୬(ସ୍ବ.ପ୍ର.): କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହେବା ପରେ ଉକ୍ତ ରେଳପଥରେ ଟ୍ରେନ୍ ଚଳାଚଳ ବନ୍ଦ ହୋଇ ବହୁ ଦୂରଗାମୀ ଟ୍ରେନ୍ କେନ୍ଦୁଝର ଜିଲା ଦେଇ ଚଳାଚଳ କରୁଛି। ପାଖାପାଖି ୧୦ଟି ଦୂରଗାମୀ ଟ୍ରେନ୍ ଏହି ରେଳପଥ ଦେଇ ଯାତାୟାତ କରିଛି। ଉକ୍ତ…
ଟ୍ରେନ୍ ଦୁର୍ଘଟଣାରେ ଭଦ୍ରକରୁ ୭ ମୃତ
ଭଦ୍ରକ ଅଫିସ,୩ା୬: ବାଲେଶ୍ୱର ଜିଲା ବାହାନଗାଠାରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଦୁର୍ଘଟଣାରେ ଭଦ୍ରକ ଜିଲାର ୪ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକମାନେ ହେଲେ ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍ ନିକଟସ୍ଥ ଶଙ୍ଖୁଳା ଗ୍ରାମର ରୂପକ ନାୟକ(୩୫), ବାସୁଦେବପୁର ବ୍ଲକର ସାବରଙ୍ଗ ପଞ୍ଚାୟତ…
ସରକାର ସବ୍କା ସାଥ୍ ନାହାନ୍ତି, କେବଳ ବ୍ରିଜ ଭୁଷଣଙ୍କ ସହିତ ଅଛନ୍ତି: ସିବଲଙ୍କ କଟାକ୍ଷ…
ନୂଆଦିଲ୍ଲୀ,୩।୬ : ଦେଶର କୁସ୍ତିଯୋଦ୍ଧାମାନେ ସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ଇସ୍ତଫା ଦାବି କରୁଛନ୍ତି। ବର୍ତ୍ତମାନ ରାଜ୍ୟସଭା ଏମପି କପିଲ ସିବଲ ବ୍ରିଜ ଭୂଷଣ ଶରଣ ସିଂ ମାମଲାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସିବଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବଳାତ୍କାର ପୀଡ଼ିତାଙ୍କ ଜାତକରେ ମାଙ୍ଗଳିକ ଦୋଷ ଯାଞ୍ଚ୍: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୩।୬ : ବଳାତ୍କାର ପୀଡିତାଙ୍କ ଜାତକ ଯାଞ୍ଚ୍ କରିବାକୁ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗକୁ ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଛନ୍ତି। ବଳାତ୍କାରରଅଭିଯୁକ୍ତଙ୍କ ଜାମିନରେ…
ରାଜଦ୍ରୋହ ଆଇନ ପରେ, ଏବେ ୟୁନିଫର୍ମ ସିଭିଲ କୋଡ: ଆଇନ ଆୟୋଗ ଖୁବ ଶୀଘ୍ର ଦାଖଲ କରିବେ ରିପୋର୍ଟ…
ନୂଆଦିଲ୍ଲୀ,୩।୬ : ଭାରତର ଆଇନ ଆୟୋଗ ରାଜଦ୍ରୋହ ଆଇନ ସମ୍ବନ୍ଧୀୟ ରିପୋର୍ଟ ଭାରତ ସରକାରଙ୍କ ନିକଟରେ ଦାଖଲ କରିଛନ୍ତି। ରାଜଦ୍ରୋହ ଆଇନକୁ ବଜାୟ ରଖିବା ପାଇଁ ସରକାରଙ୍କୁ ଏହାର ସୁପାରିଶ ଦାଖଲ କରିବା ପରେ ଆଇନ ଆୟୋଗ ବର୍ତ୍ତମାନ ୟୁନିଫର୍ମ ସିଭିଲ…
ଟ୍ରେନ୍ ଦୁର୍ଘଟଣା: ବାଲେଶ୍ୱର ଡାକ୍ତରଖାନାରେ ରୋଗୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ବାଲେଶ୍ୱର ଅଫିସ,୩ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସନ୍ଧ୍ୟାରେ ବାଲେଶ୍ବର ଜିଲା ମୁଖ୍ୟ ଡାକ୍ତରଖାନାରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଭେଟିଛନ୍ତି। ଆହତ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି…
Archives


