ବସ ଓ କାର ମୁହାଁମୁହିଁ ଧକ୍କା: ୬ ମୃତ
ଗାଜିଆବାଦ ,୧୧।୭: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ ଓ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ…
ଆମେରିକାର ଧନୀ ତାଲିକାରେ ୪ ଭାରତୀୟ
ଓ୍ବାଶିଂଟନ,୧୧।୭: ଫୋର୍ବସର ଧନୀ ତାଲିକାରେ ଏଥର ସ୍ଥାନ ପାଇଛନ୍ତି ୪ ଭାରତୀୟ ଆମେରିକୀୟ। ଭାରତୀୟ ମୂଳ ବାସିନ୍ଦା ଭାବେ ଆମେରିକାରେ ରହୁଥିବା ଜୟଶ୍ରୀ ଉଲ୍ଲାଲ, ଇନ୍ଦ୍ରା ନୁଇ, ନିରଜା ସେଠି ଓ ନେହା ନରଖେଡେଙ୍କୁ ଫୋର୍ବସ ଆମେରିକାର ୧୦୦ ସବୁଠାରୁ ଧନୀ…
ୟୁସିସିକୁ ବିରୋଧ କରିବ ବିଆରଏସ୍
ହାଇଦ୍ରାବାଦ୍,୧୧।୭: ୟୁନିଫର୍ମ ସିଭିଲ କୋଡକୁ ନେଇ ଆଜିକାଲି ଭାରତରେ ଅନେକ ବିତର୍କ ଚାଲିଛି। ଅନେକ ରାଜନୈତିକ ଦଳ ଏହାକୁ ବିରୋଧ କରୁଥିବାବେଳେ କିଛି ଦଳ ଏହାକୁ ସମର୍ଥନ କରୁଛନ୍ତି। ଏହି କ୍ରମରେ ବିଆରଏସ ମଧ୍ୟ ଏହାକୁ ବିରୋଧ କରିଛି। ବିଆରଏସ କହିଛି,…
ଉତ୍ତରକାଶୀସ୍ଥିତ ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ କରିବେ ଉତ୍ତରାଖଣ୍ଡ ସରକାର
ଭୁବନେଶ୍ବର, ୧୧ା୭(ସୁନିତ୍ ମିଶ୍ର):ଉତ୍ତରାଖଣ୍ଡ ଉତ୍ତରକାଶୀସ୍ଥିତ ସାଲଡ ଗ୍ରାମରେ ପାହାଡ଼ ଉପରେ ଆଢୁଆଳ ଅବସ୍ଥାରେ ଥିବା ଜଗନ୍ନାଥ ମନ୍ଦିରର ରକ୍ଷଣାବେକ୍ଷଣ ଓ ଉନ୍ନତି କାର୍ଯ୍ୟ ନେଇ ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ…
୮ ରାଜ୍ୟରେ ବର୍ଷା-ବନ୍ୟାର ବିଭିଷିକା, ୨୪ ଘଣ୍ଟାରେ ୪୪ ମୃତ୍ୟୁ, ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୩୯ ଟିମ
ନୂଆଦିଲ୍ଲୀ,୧୧।୭: ମୂଷଳଧାରାରେ ବର୍ଷା ହେବା ଫଳରେ ଉତ୍ତର ଭାରତର ୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଜଧାନୀ ଦିଲ୍ଲୀରେ ବହୁ କ୍ଷୟକ୍ଷତି ହୋଇଛି। ହିମାଚଳ ପ୍ରଦେଶ, ପଞ୍ଜାବ, ଜମ୍ମୁ-କାଶ୍ମୀର, ଉତ୍ତରାଖଣ୍ଡ, ହରିୟାଣା, ରାଜସ୍ଥାନ ଏବଂ ଦିଲ୍ଲୀରେ ସମସ୍ତ ପ୍ରମୁଖ ନଦୀଗୁଡିକରେ ବନ୍ୟା…
ପିଜିଆଇ ରିପୋର୍ଟ ସରକାରଙ୍କ ମୁଖା ଖୋଲିଦେଇଛି: ଭାଜପା
ଭୁବନେଶ୍ବର, ୧୧ା୭(ସୁନିତ୍ ମିଶ୍ର):ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ପର୍ଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (ପିଜିଆଇ) ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ଅସଲ ମୁଖା ଖୋଲିଯାଇଛି। ସର୍ବଭାରତୀୟ ସ୍ତରରେ ଓଡ଼ିଶାର ମାନ ୧୦ରୁ ଯାଇ ୨୪ରେ ପହଞ୍ଚିଛି। ଶିକ୍ଷା ବ୍ୟବସ୍ଥା ପ୍ରତି ୨୩…
ମଣ୍ଡପ ବସ୍ତି ନିର୍ମାଣ କାର୍ଯ୍ୟ ସରୁନି
ଭୁବନେଶ୍ୱର,୧୧।୭(ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ବସ୍ତିଗୁଡିକର ଉନ୍ନତୀକରଣ ତଥା ବସ୍ତିବାସିନ୍ଦାଙ୍କୁ ବିଭିନ୍ନ ଯୋଜନାରେ ଥଇଥାନ ନିମନ୍ତେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ନାନା ପଦକ୍ଷେପ ଗ୍ରହଣ କରାଯାଉଛି। ମାତ୍ର ନିର୍ଦ୍ଧାରିତ ସମୟ ମଧ୍ୟରେ ନିର୍ମାଣ…
ଅବହେଳାରୁ ବହୁ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ୱର,୧୧।୭(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ସରକାରୀ ଔଷଧ ଭର୍ତ୍ତି ଗୋଦାମ ଜଳିଯିବା ଘଟଣାକୁ ନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅବହେଳାରୁ ବହୁ କୋଟିର ସରକାରୀ ସମ୍ପତ୍ତି ନଷ୍ଟ ହୋଇଥିବା ଆଲୋଚନା ଚାଲିଛି। ବହୁ ପୁରୁଣା ଭଙ୍ଗା ଦଦରା କୋଠାରେ…
ଖୁଣ୍ଟୁପଡ଼ାରୁ ମିଳିଲା ଗ୍ରାଫାଇଟ୍ ଖଣିର ସନ୍ଧାନ
ଭାପୁର,୧୧।୭(ଭରତ କୁମାର ବେହେରା):ନୟାଗଡ଼ ଜିଲା ଭାପୁର ବ୍ଲକ ବାଇଗୁଣିଆ ପଞ୍ଚାୟତ ଅଧୀନ ଖୁଣ୍ଟୁପଡ଼ା ଗ୍ରାମରୁ ଗ୍ରାଫାଇଟ୍ ଖଣିର ସନ୍ଧାନ ମିଳିଛି। ଭାରତୀୟ ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ସାଟେଲାଇଟ୍ ସର୍ଭେ କରାଯାଇଥିଲା। ଖୁଣ୍ଟୁପଡା ଗ୍ରାମର ଛେଳିଆ ଟୁବୁରି ପାହାଡ଼ ମାଟିତଳେ…
ରାଉରକେଲା ବଜାରରେ ହ୍ୟୁଣ୍ଡାଇ ଏକ୍ସଟର
ରାଉରକେଲା,୧୧।୭(ଦିନେଶ ମିଶ୍ର): ରାଉରକେଲା ବେଦବ୍ୟାସ ସ୍ଥିତ କୋସଲା ହ୍ୟୁଣ୍ଡାଇ ଶୋ’ ରୁମ୍ ପରିସରରେ ହ୍ୟୁଣ୍ଡାଇ ଏକ୍ସଟର ଅନାବରଣ ଉତ୍ସବ କୋସଲା ହ୍ୟୁଣ୍ଡାଇ ନିର୍ଦ୍ଦେଶକ ପଦ୍ମନୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏନ୍ଆଇଟି ପ୍ରଫେସର ରୋହନ ଧୀମାନ ମୁଖ୍ୟ ଅତିଥି…
ଆଖି ଧରିଲେ ସ୍କୁଲ ନ ଯିବାକୁ ପରାମର୍ଶ
ଭୁବନେଶ୍ୱର,୧୧।୭(ଅଭିଜିତ ଦାସ):ବର୍ଷା ଆରମ୍ଭରୁ ଡେଙ୍ଗୁ ଭଳି ଆଖିଧରା ରୋଗ ଆଉ ଏକ ଚିନ୍ତା ଆଣିଛି। ସ୍ବାସ୍ଥ୍ୟ ବିଭାଗର ଆକଳନ ଅନୁଯାୟୀ ପ୍ରତି ୧୦ଜଣଙ୍କ ମଧ୍ୟରୁ ୩ରୁ ୪ଜଣ ଆଖିଧରା ରୋଗରେ ସଂକ୍ରମିତ ହେଉଛନ୍ତି। ବିଶେଷକରି ପିଲା ଓ ବୟସ୍କଙ୍କୁ ଅଧିକ ଆକ୍ରାନ୍ତ…
ସିରିଜ୍ ଜିତିବା ଲକ୍ଷ୍ୟରେ ଭାରତ
ମୀରପୁର, ୧୧ା୭: ଭାରତ ଓ ବାଂଲାଦେଶ ମହିଳା ଦଳ ମଧ୍ୟରେ ଦ୍ୱିପାକ୍ଷିକ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ମଙ୍ଗଳବାର ଖେଳାଯିବ। ପ୍ରଥମ ମ୍ୟାଚ ଜିତିଥିବା ଭାରତ ଏହି ମ୍ୟାଚ ଜିତିବା ସହିତ ସିରିଜ୍ ବିଜୟୀ ହେବା ଲକ୍ଷ୍ୟରେ ରହିବ। ପ୍ରଥମ ମ୍ୟାଚ୍ରେ…
Archives


