୨୦୭୫ ସୁଦ୍ଧା ଦ୍ୱିତୀୟ ବୃହତ୍ ଅର୍ଥନୀତି ହେବ ଭାରତ
ନୂଆଦିଲ୍ଲୀ, ୧୧ା୭: ୨୦୭୫ ସୁଦ୍ଧା ଭାରତ କେବଳ, ଜାପାନ କି ଜର୍ମାନୀ ନୁହେଁ, ଆମେରିକାକୁ ମଧ୍ୟ ଅତିକ୍ରମ କରି ବିଶ୍ୱର ଦ୍ୱିତୀୟ ବୃହତ୍ ଅର୍ଥବ୍ୟବସ୍ଥା ହେବ। ସୋମବାର ଗୋଲ୍ଡମ୍ୟାନ୍ ସାଚ୍ସ ରିପୋର୍ଟରେ ଏହା କୁହାଯାଇଛି। ରିପୋର୍ଟ ଅନୁଯାୟୀ ଭାରତର ଜନସଂଖ୍ୟା ବିଶ୍ୱର…
ଆଜି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଫଳାଫଳ, ସକାଳ ୮ଟାରୁ ଭୋଟ ଗଣତି
କୋଲକାତା,୧୧।୭: ପଶ୍ଚିମବଙ୍ଗରେ ହୋଇଥିବା ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ହେବ। ସକାଳ ୮ଟାରୁ ଏହା ଆରମ୍ଭ ହେଉଥିବା ବେଳେ ମଙ୍ଗଳବାର ହିଁ ଏହାର ଫଳଫଳ ସାମ୍ନାକୁ ଆସିବ।ଅନେକ ହିଂସା ଘଟଣା ମଧ୍ୟରେ ଜୁଲାଇ ୮ ଏବଂ ୧୦ରେ ହୋଇଥିବା ଭୋଟ…
ଆମେରିକାର ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ ୪ ଭାରତୀୟ ବଂଶୋଦ୍ଭବ
ନ୍ୟୁୟର୍କ,୧୧।୭: ଆମେରିକାର ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ ୪ ଭାରତୀୟ ବଂଶୋଦ୍ଭବ ରହିଛନ୍ତି। ଫୋବର୍ସ ପକ୍ଷରୁ ପ୍ରକାଶିତ ୧୦୦ ଆମେରିକୀୟ ସବୁଠୁ ଧନୀ ଆତ୍ମନିର୍ଭଶୀଳ ମହିଳାଙ୍କ ମଧ୍ୟରେ ଭାରତୀୟ-ଆମେରିକୀୟ ଜୟଶ୍ରୀ ଉଲାଲ, ଇନ୍ଦ୍ର ନୁୟି, ନେର୍ଜା ସେଠୀ ଏବଂ ନେହା ନରଖେଡେଙ୍କ…
ଅଧ୍ୟାଦେଶରେ ରୋକ ଲଗାଇଲେନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୧ା୭: ଦିଲ୍ଲୀର ସେବା ପ୍ରଶାସନକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ମେ’ ୧୯ରେ ଆଣିଥିବା ଅଧ୍ୟାଦେଶର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦିଲ୍ଲୀର ଏଏପି ସରକାର ଦାଏର କରିଥିବା ପିଟିଶନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ରକୁ ନୋଟିସ ଜାରି…
ଉତ୍ତର ଆଟଲାଣ୍ଟିକ ମହାସାଗରରେ ଭୂକମ୍ପ ଝଟ୍କା
ନ୍ୟୁୟର୍କ,୧୧।୭: ଉତ୍ତର ଆଟଲାଣ୍ଟିକ ମହାସାଗରରେ ଭୂକମ୍ପ ଅନୁଭୂତ ହୋଇଛି। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ ରିପୋର୍ଟ କରିଛି ଯେ, ଉତ୍ତର ଆଟଲାଣ୍ଟିକ ମହାସାଗରରେ ୬.୪ ତୀବ୍ରତାର ଭୂକମ୍ପ ଘଟିଛି। ୧୦ କିଲୋମିଟର ଗଭୀରରେ ଏହି ଭୂକମ୍ପ ଘଟିଥିଲା। ଏ ପର୍ଯ୍ୟନ୍ତ କୌଣସି ସୁନାମି…
ସ୍ବିଡେନ ନାଟୋରେ ଯୋଗଦେବା ରାସ୍ତା ସଫା
ଷ୍ଟକହୋମ,୧୧।୭: ସ୍ବିଡେନ ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ)ରେ ଯୋଗଦେବା ପାଇଁ ରାସ୍ତା ସଫା ହୋଇଛି। ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏରଡୋଗାନ ନାଟୋ ସଦସ୍ୟତା ପାଇଁ ସ୍ବିଡେନର ପ୍ରସ୍ତାବକୁ ଗ୍ରାଣ୍ଡ ନ୍ୟାଶନାଲ ଆସେମ୍ବଲିରେ ସମର୍ଥନ ଏବଂ ପଠାଇବାକୁ ରାଜି ହୋଇଛନ୍ତି।…
ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ପ୍ରଧାନମନ୍ତ୍ରୀଙ୍କୁ କରାଯିବ ସମ୍ମାନିତ, ଶରଦ ପାଓ୍ବାର ରହିବେ ମୁଖ୍ୟ ଅତିଥି
ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୧ରେ ପୁଣେରେ ଏକ କାର୍ଯ୍ୟକ୍ରମରେ ଲୋକମାନ୍ୟ ତିଳକ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନିତ ହେବେ। ଯେଉଁଠାରେ ମୁଖ୍ୟ ଅତିଥି ଭାବରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ନିମନ୍ତ୍ରଣ କରାଯାଇଛି। ପ୍ରଧାନମନ୍ତ୍ରୀ ତାଙ୍କର ସର୍ବୋଚ୍ଚ ନେତୃତ୍ୱ ତଥା…
୧୨ ଜୁଲାଇରେ ସମ୍ପ୍ରସାରଣ ହୋଇପାରେ ମୋଦି କ୍ୟାବିନେଟ
ନୂଆଦିଲ୍ଲୀ,୧୦।୭: ସମସ୍ତ ମୁଖ୍ୟ ଦଳ ଲୋକ ସଭା ନିର୍ବାଚନ-୨୦୨୪ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଗୋଟିଏ ପଟେ ବହୁ ବିରୋଧୀ ଦଳ ଏକ ବୃହତ୍ ମେଣ୍ଟ ଗଠନ ପ୍ରକ୍ରିୟାରେ ନିୟୋଜିତ ଥିବାବେଳେ ଅନ୍ୟ ପଟେ ଭାଜପା ମଧ୍ୟ ନିର୍ବାଚନ ପ୍ରସ୍ତୁତିରେ ନିୟୋଜିତ ଅଛନ୍ତି।…
ପାକିସ୍ତାନୀଙ୍କ ଟୁଇଟର ଆକଉଣ୍ଟ ବନ୍ଦ, କାରଣ କହିଲେ ଶହବାଜ ସରକାର
ଇସଲାମାବାଦ,୧୦।୭: ପାକିସ୍ତାନର ଗିଲଗିଟ-ବଲ୍ଟିସ୍ତାନରେ ଜୁଲାଇ ୯ ଅର୍ଥାତ୍ ରବିବାର ଟୁଇଟର ପକ୍ଷରୁ ପାକିସ୍ତାନ ଆକାଉଣ୍ଟକୁ ବନ୍ଦ କରିଥିବା ଦାବି କରାଯାଇଥିଲା। ସେଠାକାର ଲୋକେ ଅଭିଯୋଗ କରିଥିଲେ କି ସେମାନଙ୍କ ଆକାଉଣ୍ଟର ଲୋକେଶନ ଭାରତର ଅଂଶ ଥିବା ଜମ୍ମୁ-କଶ୍ମୀର ଅଞ୍ଚଳକୁ ଦର୍ଶାଉଛି। ଏବେ…
ଓ୍ବାଗନର ମୁଖ୍ୟଙ୍କୁ ଭେଟିଲେ ରୁଷିଆ ରାଷ୍ଟ୍ରପତି ପୁଟିନ
ମସ୍କୋ,୧୦।୭: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଓ୍ବାଗନର ଗ୍ରୁପର ମୁଖ୍ୟ ୟେଭେଗେନି ପ୍ରିଗୋଝିନଙ୍କୁ ସାକ୍ଷାତ କରିଛନ୍ତି। କ୍ରେମଲିନ ଏହି ସୂଚନା ଦେଇଛି। ପୂର୍ବରୁ ପ୍ରିଗୋଝିନ ପୁଟିନଙ୍କ ବିରୋଧରେ ଲଢିବାକୁ ଘୋଷଣା କରିଥିଲେ। ହେଲେ ବେଲାରୁଷର ମଧ୍ୟସ୍ଥତାରେ ଉଭୟଙ୍କ ମଧ୍ୟରେ ବୁଝାମଣା ହୋଇଗଲା।…
ଦିଲ୍ଲୀରେ ବନ୍ୟା ଆଶଙ୍କା ନାହିଁ:କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୧୦।୭: ରାଜଧାନୀ ଦିଲ୍ଲୀରେ ଲଗାତାର ପ୍ରବଳ ବର୍ଷା ହେତୁ ବିଭିନ୍ନ ସହର ଜଳମଗ୍ନ ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ଅପରାହ୍ନରେ ସଚିବାଳୟରେ ଏକ ବୈଠକ ଡାକିଥିଲେ। ଏହି ବୈକରେ ଯମୁନା ନଦୀର ଜଳସ୍ତର ବୃଦ୍ଧି ଉପରେ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ
ପ୍ରତାପଗଡ,୧୦।୮: ଉତ୍ତରପ୍ରଦେଶର ପ୍ରତାପଗଡର ଲୀଲାପୁରରେ ସୋମବାର ଏକ ବଡ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ୟାଙ୍କର ସହ ଅଟୋ ଧକ୍କା ହେବାରୁ ୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଅନେକ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡିକାଲ କଲେଜକୁ ପଠାଯାଇଛି। ଘଟଣାର…
Archives


